Budget 2024: ବଜେଟ୍‌ ଅଭିଭାଷଣରେ ଚେସ୍‌ ଗ୍ରାଣ୍ଡ ମାଷ୍ଟର ପ୍ରଜ୍ଞାନାନନ୍ଦଙ୍କୁ ପ୍ରଶଂସା କଲେ ଅର୍ଥମନ୍ତ୍ରୀ ସୀତାରମଣ

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଷଷ୍ଠ ଥର ପାଇଁ ବଜେଟ ଉପସ୍ଥାପନ କରିଛନ୍ତି । ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳରେ କ୍ରମାଗତ ଷଷ୍ଠ ଥର ପାଇଁ ସୀତାରମଣ ବଜେଟ ଉପସ୍ଥାପନ କରିଛନ୍ତି । ଲୋକସଭା ନିର୍ବାଚନ ପୂର୍ବରୁ ଏହା ଅନ୍ତରୀଣ ବଜେଟ । ବଜେଟ ଅଭିଭାଷଣରେ ସୀତାରମଣ ଭାରତର ଯୁବ ଚେସ ଖେଳାଳୀ ଆର୍‌ ପ୍ରଜ୍ଞାନାନନ୍ଦଙ୍କ ପ୍ରଶଂସା କରିଛନ୍ତି।

ବଜେଟ୍‌ ଅଭିଭାଷଣବେଳେ ନିର୍ମଳା ଚେସ୍‌ ଉଫରେ ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି, ଭାରତରେ ବର୍ତ୍ତମାନ ୮୦ଟି ଚେସ ଗ୍ରାଣ୍ଡମାଷ୍ଟର ଥିବାବେଳେ ୨୦୧୦ରେ ମାତ୍ର ୨୦ଜଣ ଥିଲେ । ଗତ ବର୍ଷ ଏସିଆନ ଗେମ୍ସ ଏବଂ ଏସିଆନ ପାରା ଗେମ୍ସରେ ଭାରତର ପ୍ରଦର୍ଶନ ଉଚ୍ଚକୋଟିର ଥିଲା । ସତରଞ୍ଜ ବାଦଶାହ ପ୍ରଜ୍ଞାନାନନ୍ଦ world champion Magnus Carlsen in 2023 ରେ କଡା ଟକ୍କର ଦେଇଛନ୍ତି। ୨୦୨୩ ଭାରତର ଚେସ୍‌ ପାଇଁ ସ୍ମରଣୀୟ ମୂହୁର୍ତ୍ତ ଥିଲା। କାରଣ ପ୍ରଜ୍ଞାନାନନ୍ଦ ସବୁଠାରୁ କମ ବୟସରେ ବିଶ୍ୱକପ ଫାଇନାଲିଷ୍ଟରେ ନିଜ ନାଁ ଦାଖଲ କରିଥିଲେ। ସବୁଠାରୁ ଗୌରବର ବିଷୟ ଏହା କି, ପ୍ରଥମ ଥର ପାଇଁ ଦୁଇ ଭାଇଭଉଣୀ ପ୍ରଜ୍ଞାନାନନ୍ଦ ଓ ବୈଶାଳୀ ଦେଶ ପକ୍ଷରୁ କ୍ୟାନଡିଡେଟ ଟୁର୍ନାମେଣ୍ଟରେ ଭାଗ ନେବେ।

 


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?