Posted inଜାତୀୟ

ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୯।୧୨:କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହୋଇଛନ୍ତି। ଭାଇରାଲ ଜ୍ୱରର ଲକ୍ଷଣ ହେତୁ ସୀତାରମଣଙ୍କୁ ସୋମବାର ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ (ଏମ୍ସ) ଦିଲ୍ଲୀରେ ଭର୍ତ୍ତି କରାଯାଇଥିଲା। ଏବେ ଅର୍ଥମନ୍ତ୍ରୀ ସୁସ୍ଥ ଅଛନ୍ତି ଏବଂ ତାଙ୍କୁ ହସ୍ପିଟାଲରୁ ଡିସ୍‌ଚାର୍ଜ କରାଯାଇଛି।
୨୦୨୩ରେ କେନ୍ଦ୍ର ବଜେଟ ଉପସ୍ଥାପିତ ହେବ। ଏହି ପରିପ୍ରେକ୍ଷୀରେ ଅର୍ଥମନ୍ତ୍ରୀଙ୍କୁ ଅଧିକାରୀଙ୍କ ସହ ଅନେକ ବୈଠକ କରିବାକୁ ପଡିବ। ଏହାପୂର୍ବରୁ ସେ ସୁସ୍ଥ ହୋଇଯିବା ଏକ ଭଲ ଖବର ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମିତାଭ ବଚ୍ଚନ ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନ ମୁମ୍ବାଇର ନାନାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ରୁଟିନ୍‌ ଚେକ୍‌ଅପ୍‌ ପାଇଁ ଯାଇଥିବାବେଳେ ତାଙ୍କୁ ସେଠାରେ ରଖାଯାଇଛି। ପେଟରେ ଅଧିକ...

ମୌସୁମୀ ବର୍ଷା ନେଲାଣି ୧,୬୭୩ ଜୀବନ

ନୂଆଦିଲ୍ଲୀ, ୨ା୧୦(ପି.ଟି.): ଲଗାଣ ବର୍ଷା ଯୋଗୁ ବିହାର ଓ ଉତ୍ତରପ୍ରଦେଶରେ ମୃତ୍ୟୁସଂଖ୍ୟା ୧୫୭ ଟପିଛି। ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ମୌସୁମୀ ବର୍ଷା ୧୦% ଅଧିକ ହୋଇଛି,...

ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ମୁମ୍ବାଇ ପହଞ୍ଚିଲେ ଷ୍ଟାଲିନ

ମୁମ୍ବାଇ,୨୮।୧୧: ଡିଏମ୍‌କେ ଅଧ୍ୟକ୍ଷ ଏମ୍‌କେ ଷ୍ଟାଲିନ ଗୁରୁବାର ସକାଳେ ମୁମ୍ବାଇ ପହଞ୍ଚିଛନ୍ତି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶିବସେନା ନେତା ଉଦ୍ଧବ ଠାକରେ ସନ୍ଧ୍ୟାରେ ଶପଥ ଗ୍ରହଣ...

ଭବିଷ୍ୟନିଧି ପାଣ୍ଠି ଠକେଇ: ୯ ଲକ୍ଷ କର୍ମଚାରୀଙ୍କ ନାମରେ ସରକାରଙ୍କୁ ୩୦୦ କୋଟି ଠକିଛନ୍ତି ୮୦ ହଜାର କମ୍ପାନୀ

ନୂଆଦିଲ୍ଲୀ,୩୦।୧: ଦେଶରେ ଲୋକଙ୍କ ମଧ୍ୟରେ ନିଯୁକ୍ତି ସୁଯୋଗ ବଢ଼ାଇବା ପାଇଁ ତଥା ବେକାର ସମସ୍ୟା ଦୂର ଲାଗି ସରକାର ସଂଗଠିତ କ୍ଷେତ୍ର ସହ ମିଳିତ ଭାବେ...

ବାତ୍ୟା ‘ଅମ୍ଫନ’କୁ ନେଇ କେନ୍ଦ୍ର କ୍ୟାବିନେଟ ସଚିବଙ୍କ ସମୀକ୍ଷା ବୈଠକ

ନୂଆଦିଲ୍ଲୀ,୧୯।୫: କ୍ୟାବିନେଟ ସଚିବ ରାଜୀବ ଗୌବାଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ରାଷ୍ଟ୍ରୀୟ ସଙ୍କଟ ପରିଚାଳନା କମିଟି(ଏନ୍‌ସିଏମ୍‌ସି)ର ତୃତୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ରାଜ୍ୟ ତଥା...

ମୁକେଶ ଅମ୍ବାନୀଙ୍କ ଘର ଆଗରୁ ବିସ୍ଫୋରକ ମିଳିବା ଘଟଣାରେ ନୂଆ ମୋଡ

ନୂଆଦିଲ୍ଲୀ,୧୨।୩: ଭାରତର ସବୁଠୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଘର ପାଖରୁ ମିଳିଥିବା ବିସ୍ଫୋରକ ମାମଲାର ଲିଙ୍କ୍‌ ତିହାର ଜେଲ ସହ ରହିଥିବା ପ୍ରମାଣ ମିଳିଛି।...

ଚାଷୀଙ୍କ ଭାବାବେଗ ସହ ଖେଳ ନାହିଁ

ନୂଆଦିଲ୍ଲୀ,୧୨।୪: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର୍‌) କେନ୍ଦ୍ର ସରକାରଙ୍କ ଧାନ କିଣା ନୀତିକୁ ଦୃଢ଼ ସମାଲୋଚନା କରିଛନ୍ତି। ତାଙ୍କ ରାଜ୍ୟରୁ ଧାନ କିଣିବେ...

ଇୟର ଫୋନ୍‌ ହେଲା କାଳ: ଦୁର୍ଘଟଣା ପରେ ପତ୍ନୀଙ୍କୁ ଭିଡିଓ କଲ୍‌ କରି ମୃତ୍ୟୁ କୋଳରେ ଶୋଇଗଲେ ଯୁବକ

ପାଟନା,୨।୬: ବିହାରର ବେଗୁସରାଇରେ ଇୟର ଫୋନ୍‌ ଲଗାଇ ବାଇକ୍‌ ଚଲାଇବା ଜଣେ ଯୁବକଙ୍କୁ ମହଙ୍ଗା ପଡିଛି। ଜାତୀୟ ରାଜପଥ ୨୮ରେ ରାଜାରାମ ପଣ୍ଡିତ ନାମକ ଜଣେ...

Advertisement
Archives

Model This Week