Posted inଜାତୀୟ

ମୁଁ ବି ମଧ୍ୟବିତ୍ତ ଶ୍ରେଣୀର, ଚାପ ବୁଝିପାରୁଛି: କେନ୍ଦ୍ର ଅର୍ଥମନ୍ତ୍ରୀ

ନୂଆଦିଲ୍ଳୀ,୧୫।୧: ଆସନ୍ତା ଫେବୃଆରୀ ୧ରେ ଦେଶର ବଜେଟ ଉପସ୍ଥାପିତ ହେବ। ଏହାପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳାଳା ସୀତାରମଣ ନିଜ ପ୍ରତିକ୍ରିୟା ରଖିଛନ୍ତି। ଏଥର ବଜେଟ୍‌ଷର ସେ ସାଧାରଣ ଜନତା, ରାଜ୍ୟ ସରକାର ଏବଂ ଆର୍ଥିକ ପ୍ରତିଷ୍ଠାନଗୁଡିକର ଆଶା ପୂରଣ କରିବାକୁ ଚେଷ୍ଟା କରିବେ ବୋଲି ଆଶ୍ୱାସନା ଦେଇଛନ୍ତି। ଅର୍ଥମନ୍ତ୍ରୀ ରବିବାର ରାଷ୍ଟ୍ରିୟ ସ୍ବୟଂ ସେବକ ସଂଗଠନର ସାପ୍ତାହିକ ପତ୍ରିକା ପଞ୍ଚଜନ୍ୟ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ କହିଛନ୍ତି, ସେ ମଧ୍ୟ ମଧ୍ୟବିତ୍ତ ଶ୍ରେଣୀର ଅଟନ୍ତି ଏବଂ ସେମାନଙ୍କ ଉପରେ ହେଉଥିବା ଚାପକୁ ସେ ଭଲଭାବେ ବୁଝନ୍ତି। ମୋଦି ସରକାର ମଧ୍ୟବିତ୍ତଙ୍କ ଉପରେ କୌଣସି ନୂତନ ପ୍ରକାରର ଟିକସ ବୋଝ ଲଗାଇ ନାହାଁନ୍ତି। ଏହା ବ୍ୟତୀତ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ମଧ୍ୟ ଟିକସମୁକ୍ତ ରଖାଯାଇଛି।
୨୦୨୩-୨୪ ବଜେଟ ପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟ ଅନ୍ତିମ ପର୍ଯ୍ୟାୟରେ ଅଛି। ଟିକସ ବୋଝର ସମ୍ମୁଖୀନ ହେଉଥିବା ମଧ୍ୟବିତ୍ତ ଶ୍ରେଣୀର ଲୋକଙ୍କୁ ଆରାମ ଦେବା ଅର୍ଥମନ୍ତ୍ରୀଙ୍କ ଆଗରେ ସବୁଠାରୁ ବଡ ଆହ୍ବାନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

କେଜରିଓ୍ବାଲଙ୍କୁ ଜେଲରେ ହତ୍ୟା ପାଇଁ କରାଯାଉଛି ଷଡଯନ୍ତ୍ର: ଆତିଶି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘରେ ତିଆରି ଖାଦ୍ୟ ଖାଇ ତାଙ୍କ ସୁଗାର ଲେବଲକୁ ବଢାଉଥିବା ଇଡି ଅଭିଯୋକ କରିବା ପରେ ଏବେ ଆମ...

ପ୍ରଥମ ପର୍ଯ୍ୟାୟ ମତଦାନ: ୧୬.୬୩ କୋଟି ଭୋଟର, ୧୬୨୫ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୮।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ମତଦାନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି। ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri