Posted inଜାତୀୟ

ଅର୍ଥମନ୍ତ୍ରୀ ଏ ଶୀତଋତୁରେ ଲୋକଙ୍କ ଉପରେ ଥଣ୍ଡାପାଣି ଢାଳିଦେଲେ: ପ୍ରିୟଙ୍କା

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ଲୋକ ସଭାରେ ୨୦୨୪ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ୍‌ ଉପସ୍ଥାପନ କରିଛନ୍ତି। ଏହା  ସୀତାରମଣଙ୍କ ଷଷ୍ଠ ଏବଂ ମୋଦି ସରକାରଙ୍କ ଦ୍ୱିତୀୟ ପାଳିର ଚୂଡ଼ାନ୍ତ ବାର୍ଷିକ ବଜେଟ୍‌। ଏହି ବଜେଟ୍‌କୁ ନେଇ ବିରୋଧୀମାନେ ନାନା ସମାଲୋଚନା କରିଛନ୍ତି।

ଶିବସେନା ଦଳର ଏମ୍‌ପି ପ୍ରିୟଙ୍କା ଚତୁର୍ବେଦୀ କହିଛନ୍ତି, ଅର୍ଥମନ୍ତ୍ରୀ ଏହି ଶୀତଋତୁରେ ଦେଶର ଲୋକଙ୍କ ଆଶା ଉପରେ ଥଣ୍ଡାପାଣି ଢାଳିଛନ୍ତି। ଗରିବ, ଯୁବକ ଏବଂ ମହିଳାଙ୍କ ପାଇଁ କିଛି କରାଯାଇ ନାହିଁ। ଗତ ୧୦ ବର୍ଷ ମଧ୍ୟରେ ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ ହୋଇନାହିଁ।

ସୂଚନାଯୋଗ୍ୟ, ଆସନ୍ତା ଏପ୍ରିଲ-ମେ’ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ନୂଆ ସରକାର ଗଠନ ପରେ ଜୁଲାଇରେ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରାଯିବ। ଭାରତରେ ଆର୍ଥିକ ବର୍ଷ ଏପ୍ରିଲ ୧ରେ ଆରମ୍ଭ ହୋଇ ପରବର୍ତ୍ତୀ ବର୍ଷ ମାର୍ଚ୍ଚ ୩୧ରେ ଶେଷ ହୋଇଥାଏ।

 


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ…

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ…

ଜୁନ ୨୯ରୁ ଶିମିଳିପାଳ ବନ୍ଦ: ଜାଣନ୍ତୁ କାହିଁକି

ବାରିପଦା,୨୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ନିମନ୍ତେ ଜୁନ ୨୯ରୁ ବନ୍ଦ ରହିବ । ଏନେଇ ଶିମିଳିପାଳ ବ୍ୟାଘ୍ର…

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

IRCTC New Rules: ବଦଳିଲା ତତ୍କାଳ ଟିକେଟ ବୁକିଂ ନିୟମ: ଏବେ ଆଧାର କାର୍ଡ ବିନା ହେବନି କୌଣସି କାମ

ନୂଆଦିଲ୍ଲୀ,୨୨।୬: ଆଜିକାଲି ସମୟରେ ଟ୍ରେନ ଟିକେଟ ମିଳିବା ବହୁତ କଷ୍ଟକର ହୋଇପଡ଼ିଛି। ପର୍ବପର୍ବାଣୀ ସମୟରେ ଯଦି ଘରକୁ ଯିବାକୁ ଥାଏ, ତେବେ ଟିକେଟ ଆଦୌ ମିଳିନଥାଏ। ଏଭଳି…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର…

ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍‌ କରିଛନ୍ତି। ଲାଲୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri