Posted inଜାତୀୟ

ଅର୍ଥମନ୍ତ୍ରୀ ନେଲେ କରୋନା ଟିକା

ଓ୍ବାୟନାଡ଼,୪।୩: କରୋନା ଟିକାର ସାର୍ବଜନୀକ ଟିକାକରଣର ଦ୍ୱିତୀୟ ପର୍ଯ୍ୟାୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ଟିକା ନେଇଛନ୍ତି। ସେ ଦିଲ୍ଲୀର ବସନ୍ତକୁଞ୍ଜ ସ୍ଥିତ ଫୋର୍ଟିସ୍‌ ହସ୍ପିଟାଲରେ ପହଞ୍ଚି କରୋନା ଟିକାର ପ୍ରଥମ ଡୋଜ୍‌ ନେଇଛନ୍ତି। ତାଙ୍କୁ ଟିକାଦାନ କରିଥିବା ସିଷ୍ଟର ରାମୟା ପିସିଙ୍କକୁ ଧନ୍ୟବାଦ ଜଣାଇଛନ୍ତି। ଏନେଇ ଅର୍ଥମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି ଯେ, ସେ ଭାରତରେ ବାସକରୁଥିବା ନିଜକୁ ଭାଗ୍ୟବତୀ ମନେ କରୁଛନ୍ତି। ଭାରତରେ ବିକାଶ ଏବଂ ପ୍ରସାରଣ ତ୍ୱରିତ ବେଗରେ ହେଉଛି। ସୂଚନାଯୋଗ୍ୟ, ମାର୍ଚ୍ଚ ୧ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ଟିକାକରଣ ଅଭିଯାନର ଦ୍ୱିତୀୟ ପର୍ଯ୍ୟାୟରେ ସ୍ବଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ହୋଇଥିବା କୋଭାକ୍ସିନ୍‌ ଟିକା ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକଙ୍କ ସହ ରହିବାକୁ ଚାହୁଁଥିଲେ ମହିଳା,ସ୍ବାମୀଙ୍କୁ ୫୦ ଫୁଟ୍‌ ଉଚ୍ଚରୁ ଠେଲିଦେଲେ

ନୂଆଦିଲ୍ଲୀ,୨୧।୧୦:ପ୍ରେମିକଙ୍କ ସହ ରହିବା ପାଇଁ ନିଜ ସ୍ବାମୀଙ୍କୁ ହତ୍ୟା କରିଦେଇଛନ୍ତି ଜଣେ ମହିଳା। ପ୍ରେମିକଙ୍କ ସହ ମିଶି ନିର୍ମାଣାଧୀନ ୫୦ ଫୁଟ ଉଚ୍ଚ କୋଠା ଉପରୁ...

ୟୁଏନ୍‌ଏଚ୍‌ଆର୍‌ସିରେ ଭାରତ-ପାକ୍‌ ମୁହଁ।ମୁହିଁ: ୩୭୦ ଉଚ୍ଛେଦ ସାର୍ବଭୌମ ନିଷ୍ପତ୍ତି

ଜେନେଭା,୧୧ା୯,(ପି.ଟି./ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ନେଇ ମଙ୍ଗଳବାର ଭାରତ ଓ ପାକିସ୍ତାନ ପୁଣିଥରେ ଅନ୍ତର୍ଜାତୀୟ ମଞ୍ଚରେ ମୁହଁ।ମୁହିଁ ହୋଇଛନ୍ତି।...

ଦେଶରେ କମିଛି ଅଣକରୋନା ମୃତ୍ୟୁ

ନୂଆଦିଲ୍ଲୀ,୧।୫: କରୋନା ଜନିତ ମୃତ୍ୟୁକୁ ବାଦ୍‌ଦେଲେ ଦେଶରେ ଅନ୍ୟ ମୃତ୍ୟୁସଂଖ୍ୟା ହ୍ରାସ ପାଇଥିବା ଜଣାପଡିଛି। ଲକ୍‌ଡାଉନ ଯୋଗୁ ଦୁର୍ଘଟଣା ସଂଖ୍ୟା କମିଛି। ସେହିପରି ହସ୍ପିଟାଲକୁ ଆସୁଥିବା...

ଗଲଓ୍ବାନ ଘାଟି ଯିବେ ୩୦ ଜଣିଆ ସଂସଦୀୟ ପ୍ରତିରକ୍ଷା କମିଟି

ନୂଆଦିଲ୍ଲୀ,୧୩।୨: ପୂର୍ବ ଲଦାଖର ଗଲଓ୍ବାନ ଘାଟି ଏବଂ ପୋଙ୍ଗଙ୍ଗ ହ୍ରଦ ଗସ୍ତରେ ସଂସଦୀୟ ଦଳ ଯିବେ। ଏନେଇ ଶନିବାର ସଂସଦୀୟ ପ୍ରତିରକ୍ଷା କମିଟି ଅଧ୍ୟକ୍ଷ ଜୁଏଲ୍‌...

ଯାଦୁ ଦେଖାଇବାକୁ ଯାଇ ଗଙ୍ଗାନଦୀରେ ବୁଡ଼ି ଜୀବନ ହାରିଲେ ଯାଦୁକର

କୋଲକାତା, ୧୮।୬: ଗଙ୍ଗାନଦୀରେ ଦୁଃସାହସିକ ଯାଦୁ ଦେଖାଇବାକୁ ଯାଇ ଯାଦୁକର ଚଞ୍ଚଳ ଲହରୀଙ୍କ ମୃତ୍ୟୁ ଘଟିଛି। ଗତ ୩୦ ଘଣ୍ଟା ହେବ ନିଖୋଜ ଥିବା ଚଞ୍ଚଳଙ୍କୁ...

ଗଛରୁ ପଣସ ତୋଳୁଛି ହାତୀ: ଭିଡ଼ିଓ ଭାଇରାଲ

ବେଙ୍ଗାଲୁରୁ,୧୨।୧୧: ସମ୍ପ୍ରତି ସୋସିଆଲ୍‌ ମିଡ଼ିଆରେ ଗଛରୁ ପଣସ ତୋଳି ଖାଉଥିବା ଏକ ହାତୀର ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏହାକୁ ଜଣେ ଆଇଏଫ୍‌ଏସ୍‌...

ପ୍ରାର୍ଥିପତ୍ର ଦାଖଲ କରେ ଉଦ୍ଧବ

ମୁମ୍ବାଇ,୧୧।୫: ମହାରାଷ୍ଟ୍ର ବିଧାନ ପରିଷଦ ନିର୍ବାଚନ ପାଇଁ ସୋମବାର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଆସନ୍ତା ୨୧ ତାରିଖରେ ଏହି ନିର୍ବାଚନ କରାଯିବ।...

କରୋନାରେ ଆଖିବୁଜିଲେ ବିଧାୟକ

ପାଟନା,୧୯।୪: ବିହାରରେ କରୋନା ମାମଲା କ୍ରମାଗତ ଭାବରେ ବଢିଚାଲିଛି। ସୋମବାର ବିହାରର ପୂର୍ବତନ ଶିକ୍ଷା ମନ୍ତ୍ରୀ ତଥା ଜେଡିୟୁ ବିଧାୟକ ମଓ୍ବୋଲାଲ ଚୌଧୁରୀଙ୍କ ପରଲୋକ ଘଟିଛି।...

Advertisement


Archives

Model This Week

Why Dharitri