ଦ୍ୱାଦଶାହରେ ରାଣୀ ଭି.ସୁଜ୍ଞାନ କୁମାରୀଙ୍କ ଫଟୋ ଥିବା ଡାକ ଟିକେଟ୍‌ ଉନ୍ମୋଚନ କଲେ ଅର୍ଥମନ୍ତ୍ରୀ

ଖଲ୍ଲିକୋଟ,୨୦।୨(ପ୍ରଶାନ୍ତ କୁମାର ମିଶ୍ର/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ରାଣୀ ଭି.ସୁଜ୍ଞାନ କୁମାରୀ ଦେଓଙ୍କ ଦ୍ୱାଦଶାହରେ ମଙ୍ଗଳବାର ଆୟୋଜିତ ସଭାରେ ରାଣୀଙ୍କ ଫଟୋ ଥିବା ଏକ ଡାକ ଟିକେଟକୁ ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଉନ୍ମୋଚନ କରିଛନ୍ତି

କାର୍ଯ୍ୟକ୍ରମରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବ, ରାଜ୍ୟ ବିଜେଡି ସମ୍ପାଦକ ପ୍ରଣବ ପ୍ରକାଶ ଦାସ, କୋଦଳା ବିଧାୟିକା ଲତିକା ପ୍ରଧାନ, ସୂର୍ଯ୍ୟମଣୀ ବୈଦ୍ୟ, ଶ୍ରୀକାନ୍ତ ସାହୁ, ମଞ୍ଜୁଳା ସ୍ବାଇଁ , ପ୍ରମିଳା ବିଶୋଇଙ୍କ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଚଣାରେ ଭାବବିହ୍ବଳ ହେଲେ ବର୍ଷା

ଚଣ୍ଡିଖୋଲ/ ଛତିଆ/ ବଡ଼ଚଣା, ୨୭ା୪ (ପ୍ରଦୀପ୍ତ କୁମାର ପୃଷ୍ଟି/ ସୌମ୍ୟରଞ୍ଜନ ସାହୁ/ ଦିଲୀପ କୁମାର ମହାନ୍ତି): ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା...

ଘରୋଇ ଚିକିତ୍ସା କଲେ ଚାକିରିରୁ ବିଦା ହେବେ ଡାକ୍ତର

ବ୍ରହ୍ମପୁର,୨୭।୪(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ମେଡିକାଲର ବିଭିନ୍ନ ବିଭାଗରେ କାର୍ଯ୍ୟରତ ସିନିୟର୍‌ ରେସିଡେଣ୍ଟ(ଏସ୍‌ଆର) ତଥା ଟ୍ୟୁଟରମାନେ ଘରୋଇ ମେଡିକାଲରେ ରୋଗୀ ଚିକିତ୍ସା କରୁଥିବା...

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri