ସରକାରୀ କର୍ମଚାରୀଙ୍କୁ ଖୁସି ଖବର ଦେବେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୫।୭: ଜୁଲାଇ ୨୨ରୁ ବଜେଟ ଅଧିବେଶନ ଆରମ୍ଭ ହେଉଛି। ଏହାର ଗୋଟିଏ ଦିନ ପରେ ଅର୍ଥାତ୍‌ ଜୁଲାଇ ୨୩ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦେଶର ସାଧାରଣ ବଜେଟ ଉପସ୍ଥାପନ କରିବେ। ମୋଦି ୩.୦ର ଏହି ପ୍ରଥମ ବଜେଟକୁ ଜନସାଧାରଣ ଅପେକ୍ଷା କରିଛନ୍ତି। ଅର୍ଥମନ୍ତ୍ରୀ ଅନେକ କିଛି ବଡ଼ ନିଷ୍ପତ୍ତି ନେଇପାରନ୍ତି। ଏଥିମଧ୍ୟରୁ ଗୋଟିଏ ହେଉଛି ସର୍ବନିମ୍ନ ବେତନ ପ୍ରସଙ୍ଗ। ବିଶେଷଜ୍ଞମାନେ ଆକଳନ କରିଛନ୍ତି,ଏକ ଦଶନ୍ଧି ଅପେକ୍ଷା ପରେ କର୍ମଚାରୀମାନେ ଏହି ଦିଗରେ କିଛି ଭଲ ଖବର ପାଇପାରନ୍ତି। ସର୍ବନିମ୍ନ ଦରମା ୧୫ ହଜାରରୁ ୨୫ ହଜାର ଟଙ୍କାକୁ ବୃଦ୍ଧି କରାଯିବାର ସମ୍ଭାବନା ରହିଛି।
ବର୍ତ୍ତମାନ କେନ୍ଦ୍ର ସରକାରୀ କର୍ମଚାରୀ ପ୍ରୋଭିଡେଣ୍ଟ ପାଣ୍ଠିରେ ଯୋଗଦାନ ପାଇଁ ସର୍ବନିମ୍ନ ଦରମା ହେଉଛି ୧୫,୦୦୦ ଟଙ୍କା। ବଜେଟ ୨୦୨୪ରେ ଏହାକୁ ୨୫,୦୦୦ ଟଙ୍କାକୁ ବୃଦ୍ଧି କରାଯାଇପାରେ। ଶ୍ରମ ଏବଂ ରୋଜଗାର ମନ୍ତ୍ରଣାଳୟ ଏହି ପ୍ରସ୍ତାବ ପ୍ରସ୍ତୁତ କରିଛି। ଜୁଲାଇ ୨୩ ରେ ଉପସ୍ଥାପିତ ହେବାକୁ ଥିବା ବଜେଟରେ ଏହା ଘୋଷଣା କରି ବର୍ଷ ବର୍ଷ ଧରି ଚାଲିଆସୁଥିବା ଦାବି ଅର୍ଥମନ୍ତ୍ରୀ ପୂରଣ କରିପାରିବେ।
ସେପଟେ ଦେଶରେ ସର୍ବନିମ୍ନ ଦରମା ୧୦ ବର୍ଷ ହେବ ବୃଦ୍ଧି ହୋଇନାହିଁ। କିନ୍ତୁ ବିଗତ ବର୍ଷଗୁଡ଼ିକରେ ମୁଦ୍ରାସ୍ଫୀତିରେ ତୀବ୍ର ବୃଦ୍ଧି ଘଟିଛି। ଏହାପୂର୍ବରୁ ସେପ୍ଟେମ୍ବର ୧, ୨୦୧୪ରେ ସର୍ବନିମ୍ନ ଦରମା ବୃଦ୍ଧି କରାଯାଇଥିଲା। ସେପର୍ଯ୍ୟନ୍ତ ସର୍ବନିମ୍ନ ମଜୁରୀ ୬,୫୦୦ ଟଙ୍କା ଥିଲା ଯାହାକି ୧୫,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?