ଓ୍ବିଣ୍ଡଫଲ୍‌ ଟ୍ୟାକ୍ସକୁ ଅର୍ଥମନ୍ତ୍ରୀଙ୍କ ସମର୍ଥନ

ନୂଆଦିଲ୍ଲୀ,୬।୯: ପଟ୍ରୋଲିୟମ ସାମଗ୍ରୀ ଏବଂ ଅଶୋଧିତ ତୈଳ ଉପରେ ଓ୍ବିଣ୍ଡଫଲ୍‌ ଟ୍ୟାକ୍ସ ଅତିରିକ୍ତ ନୁହେଁ, ଶିଳ୍ପସଂସ୍ଥା ସହ ନିୟମିତ ପରାମର୍ଶକ୍ରମେ ଏହି ଟିକସ ଲାଗୁ ହୋଇଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସୋମବାର କହିଛନ୍ତି। ଅର୍ଥମନ୍ତ୍ରୀ କହିଛନ୍ତି, ଓ୍ବିଣ୍ଡଫଲ୍‌ ଟ୍ୟାକ୍ସକୁ ଆଡ୍‌ହକ ବା ଅନୈପଚାରିକ ଟିକସ କହିବା ଠିକ୍‌ ନୁହେଁ। ଓ୍ବିଣ୍ଡଫଲ୍‌ ଟ୍ୟାକ୍ସ ପ୍ରସ୍ତାବ ଆସିବା ବେଳେ ଏନେଇ ପେଟ୍ରୋଲିୟମ ଶିଳ୍ପ ସହ ଆଲୋଚନା କରାଯାଇଥିଲା। ପ୍ରତି ୧୫ ଦିନରେ ଥରେ ଟ୍ୟାକ୍ସ ହାରରେ ସଂଶୋଧନ କରାଯିବ ବୋଲି ସେମାନଙ୍କୁ ଜଣାଇ ଦିଆଯାଇଥିଲା। ସେହି ଅନୁଯାୟୀ ସରକାର ଟ୍ୟାକ୍ସ ଧାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଟିକାର ଚାହିଦା ବଢ଼ୁଛି, ଅପେକ୍ଷା କରି ରହିଛନ୍ତି ୨୫ ଦେଶ: ମନ୍ତ୍ରୀ

ନୂଆଦିଲ୍ଲୀ,୭।୨: ପ୍ରଧାନମନ୍ତ୍ରୀଙ୍କ ଆହ୍ବାନକ୍ରମେ ଭାରତରେ ମେଡ୍‌ ଇନ୍‌ ଇଣ୍ଡିଆ କୋଭିଡ୍‌ ଟିକା ପ୍ରସ୍ତୁତ କରାଯାଇଥିଲା। ବର୍ତ୍ତମାନ ସୁଦ୍ଧା ଏହି ଟିକାର କୌଣସି ପାର୍ଶ୍ୱ ପ୍ରତିକ୍ରିୟା କିମ୍ବା ଅଘଟଣ...

ଏମ୍‌ଏସ୍‌ଏମ୍‌ଇଗୁଡିକୁ ମିଳିଲା ୮,୩୨୦କୋଟିର ଋଣ

ନୂଆଦିଲ୍ଲୀ,୮।୬: କରୋନା ଜନିତ ଲକ୍‌ଡାଉନ ଲାଗି ଦେଶର ଅଣୁ, କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଗୁଡିକ ଗଭୀର ଭାବେ କ୍ଷତିଗ୍ରସ୍ତ ହୋଇଛନ୍ତି। ଏହି ଶିଳ୍ପଗୁଡିକୁ ୩ ଲକ୍ଷ କୋଟି...

ରାଜ୍ୟଗୁଡ଼ିକୁ ୬୧୯୫ କୋଟି

ନୂଆଦିଲ୍ଲୀ, ୧୨।୯ : କେନ୍ଦ୍ର ସରକାର ୧୪ ରାଜ୍ୟକୁ ୬,୧୯୫ କୋଟି ଟଙ୍କା ପ୍ରଦାନ କରିଛନ୍ତି। ରାଜସ୍ବ ନିଅଣ୍ଟ କ୍ଷେତ୍ରରେ ଗ୍ରାଣ୍ଟର ମାସିକ କିସ୍ତି ଭାବେ...

ବିଓବି ଭୁବନେଶ୍ୱର କ୍ଷେତ୍ର ପକ୍ଷରୁ ସ୍ବାଧୀନତା ଦିବସ

ଭୁବନେଶ୍ୱର,୧୮।୮: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି)ର ଭୁବନେଶ୍ୱର କ୍ଷେତ୍ର ପକ୍ଷରୁ ୭୬ ତମ ସ୍ବାଧୀନତା ଦିବସ ବ୍ୟାଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ...

ଶସ୍ତା ହୋଇପାରେ ଖାଇବା ତେଲ

ନୂଆଦିଲ୍ଲୀ, ୧୭।୪: ଗତ କିଛି ମାସ ହେବ ଦରବୃଦ୍ଧିକୁ ନେଇ ସାରା ଦେଶରେ ଆଲୋଡ଼ନ ସୃଷ୍ଟି ହୋଇଛି। ଆଗାମୀ କିଛିଦିନ ମଧ୍ୟରେ ଖାଇବା ତେଲ ଦର...

ଅଟୋ ସେକ୍ଟରକୁ ପିଏଲ୍‌ଆଇ ପ୍ୟାକେଜ, ୭.୫ ଲକ୍ଷଙ୍କୁ ମିଳିବ ନିଯୁକ୍ତି…

ନୂଆଦିଲ୍ଲୀ,୧୫।୯: ଅଟୋ ଏବଂ ଡ୍ରୋନ୍‌ ସେକ୍ଟର ପାଇଁ ପ୍ରଡକଶନ୍‌ ଲିଙ୍କ୍‌ ଇନସେନଟିଭ୍‌ (ପିଏଲ୍‌ଆଇ) ଯୋଜନା ଅନ୍ତର୍ଗତ ୫୭,୦୪୩ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା କରାଯାଇଛି। ବୁଧବାର...

ଚାଇନାର ଜିଡିପି ଟାର୍ଗେଟ୍‌ ୫.୫%

ନୂଆଦିଲ୍ଲୀ, ୬।୩: ଚାଇନା ପକ୍ଷରୁ ଶନିବାର ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ମୋଟ୍‌ ଘରୋଇ ଉତ୍ପାଦ (ଜିଡିପି) ଲକ୍ଷ୍ୟ ୫.୫% ଧାର୍ଯ୍ୟ କରାଯାଇଛି। ୨୦୨୧-୨୨ ପାଇଁ...

ରୋଷେଇ ପୁଣି ଘରେ ମହଙ୍ଗା ମାଡ଼…

ନୂଆଦିଲ୍ଲୀ,୬।୧୦: ରୋଷେଇ ଘରେ ପୁଣି ମହଙ୍ଗା ମାଡ଼ ହୋଇଛି। ଘରେ ରୋଷେଇ ପାଇଁ ବ୍ୟବହୃତ ହେଉଥିବା ସିଲିଣ୍ଡର ଦାମ୍‌ ପୁଣି ବଢ଼ିଛି। ୧୪.୨ କିଲୋଗ୍ରାମ୍‌ ସିଲଣ୍ଡର...

Advertisement
Archives

Model This Week