Posted inଜାତୀୟ

ଫଡ୍‌ନବିସଙ୍କୁ ଗୃହ, ଅର୍ଥ

ମୁମ୍ବାଇ,୧୫।୮: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ରବିବାର ତାଙ୍କ ମନ୍ତ୍ରିମଣ୍ଡଳରେ ବିଭାଗ ବଣ୍ଟନ କରିଛନ୍ତି। ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସଙ୍କୁ ଗୃହ, ଅର୍ଥ ଏବଂ ଯୋଜନା ବିଭାଗ ମିଳିଥିବାବେଳେ ମୁଖ୍ୟମନ୍ତ୍ରୀ ନିଜ ହାତରେ ସହରାଞ୍ଚଳ ବିକାଶ ବିଭାଗ ରଖିଛନ୍ତି। ମହାରାଷ୍ଟ୍ରରେ ଶିବସେନାର ଗୋଟିଏ ଗୋଷ୍ଠୀ ବିଧାୟକଙ୍କ ବିଦ୍ରୋହ ପରେ ଜୁନ୍‌ ୩୦ରେ ଶିନ୍ଦେଙ୍କ ନେତୃତ୍ୱରେ ନୂଆ ସରକାର ଗଢ଼ାଯାଇଥିଲା। ଏହାର ୭ ସପ୍ତାହ ପରେ ଗତ ମଙ୍ଗଳବାର ଶିନ୍ଦେ ତାଙ୍କ ଦୁଇଜଣିଆ କ୍ୟାବିନେଟରେ ଆଉ ୧୮ ଜଣ ମନ୍ତ୍ରୀଙ୍କୁ ସାମିଲ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଭାଜପା ମନ୍ତ୍ରୀ ରାଧାକ୍ରିଷ୍ଣ ଭିଖେ ପାଟିଲଙ୍କୁ ରାଜସ୍ବ, ସୁଧୀର ମୁଙ୍ଗନ୍ତିଓ୍ବାରଙ୍କୁ ଜଙ୍ଗଲ ବିଭାଗ, ଚନ୍ଦ୍ରକାନ୍ତ ପାଟିଲଙ୍କୁ ଉଚ୍ଚଶିକ୍ଷା, ବୈଷୟିକ ଶିକ୍ଷା ଓ ସଂସଦୀୟ ବ୍ୟାପାର ବିଭାଗ ଦିଆଯାଇଛି। ସେହିପରି ଶିନ୍ଦେ କ୍ୟାମ୍ପ୍‌ରୁ ଦୀପକ କେଶରକରଙ୍କୁ ସ୍କୁଲ୍‌ ଶିକ୍ଷା ଏବଂ ଅବଦୁଲ ସତ୍ତାରଙ୍କୁ କୃଷି ବିଭାଗ ଦାୟିତ୍ୱ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର: ୬ରୁ ୧୯ ଜୁଲାଇ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ନୂଆଦିଲ୍ଲୀ,୧।୭: କଶ୍ମୀର ଉପତ୍ୟକାରେ ବଢୁଥିବା ଗରମ ଓ ଗୁଳୁଗୁଳି ମଧ୍ୟରେ ସ୍କୁଲ ପିଲାମାନଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ଆସିଛି। ଜମ୍ମୁ-କଶ୍ମୀର ସରକାର କଶ୍ମୀର…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ଖୁସିର ଦେଶ ଭୁଟାନ

ଭୁଟାନକୁ ଖୁସିର ଦେଶ କୁହାଯାଏ। ଏହି ଦେଶର ଜନସାଧାରଣ ବୌଦ୍ଧଧର୍ମକୁ କେବଳ ଗ୍ରହଣ କରିନାହାନ୍ତି ସେମାନେ ଏହାକୁ ନିଜର ନୀତିଦିନର ବ୍ୟବହାର, କାର୍ଯ୍ୟକଳାପ ଓ ଜୀବନଶୈଳୀରେ ପରିଣତ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri