ଦୁର୍ଘଟଣାରେ ମୃତ ଯୁବକଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ହୁମା ପଞ୍ଚାୟତ ବୋରିଗାଁ ଗ୍ରାମର ଗୌତମ ଦାସ( ୧୭ବର୍ଷ)ଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି l ତେବେ ପରିବାରରେ ଆର୍ଥିକ ସଙ୍କଟ ଯୋଗୁ ମୃତ ଗୌତମ ରାଜସ୍ଥାନରେ ଶ୍ରମିକ ଭାବେ କାମ କରି ପରିବାର ଚଳାଉଥିଲେ l ହେଲେ ସେଠାରେ ତାଙ୍କର ଦୁର୍ଘଟଣାରେ ମୃତ୍ୟ ଘଟିଥିବା ଖବର ପ୍ରଚାରିତ ହେବା ପରେ ପରିବାରରେ ଶୋକର ଛାୟା ଖେଳିଯାଇଥିଲା। ଏନେଇ ହୁମା ସମିତି ସଭ୍ୟ ଧ୍ରୁବ ଚରଣ ପଲାଇ ବ୍ଲକ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ l ପରେ ଏବିଡିଓଙ୍କ ସହ ସମିତି ସଭ୍ୟ ଧ୍ରୁବ ମୃତକଙ୍କ ଘରକୁ ଯାଇ ୩ ହଜାର ଟଙ୍କା ଆର୍ଥିକ ରାଶି ପ୍ରଦାନ କରିଛନ୍ତି l ଏହି ଅବସରରେ ବ୍ଲକ ଏବିଡିଓ ଭବାନୀ ଶଙ୍କର ପ୍ରଧାନ ଓ ଅନ୍ୟ ମାନେ ଉପସ୍ଥିତ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଥିଲା ଭଞ୍ଜନଗରର ଭୂମିକା

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ରବିବାର ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧି ସାଧନରେ ଭଞ୍ଜନଗରର ଭୂମିକା ଉପରେ ଏକ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri