ଉହାନ୍‌ ଲ୍ୟାବ୍‌କୁ ଆର୍ଥିକ ସହାୟତା: ସନ୍ଦେହ ଘେରରେ ଆମେରିକା ମହାମାରୀ ବିଶେଷଜ୍ଞ…

ଓ୍ବାଶିଂଟନ,୩।୬: ପୃଥିବୀରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଚାଇନାର ଉହାନ୍‌ ଲ୍ୟାବ୍‌କୁ ଆର୍ଥିକ ସହାୟତା ଯୋଗାଇ ଦେଇଥିବା ଅଭିଯୋଗ ହୋଇଛି। ଏନେଇ ଆମେରିକାର ମହାମାରୀ ବିଶେଷଜ୍ଞ ଆନ୍ଥୋନୀ ଫୌସି  ସନ୍ଦେହ ଘେରରେ ରହିଛନ୍ତି। ଆମେରିକା ଗଣମାଧ୍ୟମ ସଂସ୍ଥା ଓ୍ବାଶିଂଟନ ପୋଷ୍ଟରେ ଏସମ୍ପର୍କରେ ଖବର ପ୍ରକାଶ ପାଇଛି। ଆନ୍ଥୋନୀଙ୍କ ପାଖକୁ ଆସିଥିବା ୩୦୦୦ ପୃଷ୍ଠାର ଇ-ମେଲ୍‌ରୁ ଏହା ଜଣାପଡ଼ିଛି। ୨୦୨୦ ଜାନୁୟାରୀରୁ ଜୁନ୍‌ ମଧ୍ୟରେ ଏସବୁ ଇ-ମେଲ୍‌ ଆନ୍ଥୋନୀଙ୍କ ପାଖୁ ଆସିଛି। ଉହାନ୍‌ ଲ୍ୟାବ୍‌ର ବୈଜ୍ଞାନିକଙ୍କ ସହିତ ଆନ୍ଥୋନୀ ଯୋଗାଯୋଗରେ ରହିଥିଲେ। ମିଳିତ ଭାବେ କାମ କରିବାକୁ ଉହାନ୍‌ ଲ୍ୟାବ୍‌ରୁ ଆନ୍ଥୋନୀଙ୍କ ପାଖକୁ ଆସିଥିବା ଇ-ମେଲ୍‌ରେ ଉଲ୍ଲେଖ କରାଯାଇଛି। ଚାଇନା ବିଶେଷଜ୍ଞଙ୍କ ସହିତ ଆଲୋଚନା ପରେ ଆନ୍ଥୋନୀ ମାସ୍କ୍‌ ପିନ୍ଧିବା ଉପରେ ଗୁରୁତ୍ୱାରୋପ କରିଥିବା କୁହାଯାଉଛି। ସେହିପରି ଆନ୍ଥୋନୀଙ୍କ ସହିତ ବିଲ୍‌ ଗେଟସ୍‌ଙ୍କ ହୋଇଥିବା ଆଲୋଚନା ଉପରେ ମଧ୍ୟ ଅଙ୍ଗୁଳି ଉଠିବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri