ଚିକିତ୍ସାରେ ଅର୍ଥ ବାଧକ

ଚମ୍ପୁଆ, ୧୨ ।୩(ଡି.ଏନ୍‌.ଏ.)

କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଅନ୍ତର୍ଗତ ଜାମୁଦଲକ ପଞ୍ଚାୟତର ମଙ୍ଗଳପୁର ମୁଣ୍ଡା ସାହିରେ ସୋନୁ ମୁଣ୍ଡା ନାମକ ଜଣେ ବ୍ୟକ୍ତି ଅର୍ଥ ଅଭାବରୁ ଚିକିତ୍ସିତ ହୋଇପାରୁ ନାହାନ୍ତି। ଅସ୍ବାଭାବିକ ଭାବେ ତାଙ୍କର ଦୁଇ ଗୋଡ଼ ଫୁଲିଥିବାରୁ ଦୁଶ୍ଚିନ୍ତାରେ ଦିନ କାଟୁଛନ୍ତି। ଦୀର୍ଘ ୫ ବର୍ଷ ଧରି ଦୁଇ ଆଶାବାଡି ସାହାରାରେ ଚଳପ୍ରଚଳ କରୁଥିବା ସୋନୁ ଏବେ ଚମ୍ପୁଆ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ୨୦୧୨ ମସିହାରେ ସୋନୁଙ୍କୁ ଏକ ଷଣ୍ଢ ଆକ୍ରମଣ କରିବାରୁ ତାଙ୍କ ଡାହାଣ ଗୋଡଟି ଭାଙ୍ଗିଯାଇ ଥିଲା। ଅଭାବୀ ପରିବାର ଯୋଗୁ ସ୍ଥାନୀୟ ଲୋକଙ୍କ ସହାୟତାରେ ସେ ଚିକିତ୍ସିତ ହୋଇଥିଲେ। କିନ୍ତୁ ପ୍ରାୟ ୫ ବର୍ଷ ହେବ ଗୋଡ଼ଟି ଧିରେ ଧିରେ ଫୁଲି ଯାଇଛି। ଚଲାବୁଲାର ସମସ୍ୟା ପାଇଁ ସେ ଆଶାବାଡିକୁ ସାହାରା କରୁଥିଲେ ମଧ୍ୟ ଅସ୍ବାଭାବିକ ଭାବେ ବଢୁଥିବା ଦୁଇ ଗୋଡକୁ ଧରି ଚାଲିବାକୁ ଅକ୍ଷମ ହୋଇଛନ୍ତି। ବର୍ତ୍ତମାନ ଉକ୍ତ ଦୁଇ ଗୋଡରେ ଘା’ ହେବାକୁ ଆରମ୍ଭ ହେବାରୁ ଯନ୍ତ୍ରଣା ବଢିବାରେ ଲାଗିଛି। ସୋନୁଙ୍କୁ ଉନ୍ନତ ଚିକିସତ୍ାଦେବା ନିତାନ୍ତ ଜରୁରୀ ହୋଇ ପଡିଥିବା ବେଳେ ଉପଖଣ୍ଡ ଚିକିସତ୍ା ଅଧିକାରୀ କହିଛନ୍ତି, ସୋନୁର ଗୋଡରେ ହୋଇଥିବା ଘା’ ଚମ୍ପୁଆରେ ଭଲ ହୋଇ ପାରିବ ମାତ୍ର ଫୁଲୁଥିବା ଗୋଡ ପାଇଁ ଉନ୍ନତ ଚିକିସତ୍ାର ଆବଶ୍ୟକତା ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri