ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରେ ଆର୍ଥିକ ସାକ୍ଷରତା ଶିବିର

ଭୁବନେଶ୍ୱର, ୨।୧୧: ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଏବଂ ଭାରତୀୟ ରିଜର୍ଭ ବ୍ୟାଙ୍କର ମିଳିତ ପଦକ୍ଷେପରେ ଏକ ଆର୍ଥିକ ସାକ୍ଷରତା ଶିବିର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କର ଅଧ୍ୟକ୍ଷ ଋଷି ସିଂହଙ୍କ ନିର୍ଦ୍ଦେଶାନୁଯାୟୀ, ଗୋଡ଼ିପଡ଼ା ଶାଖା ଅଧୀନସ୍ଥ ଡମସାହି ଗ୍ରାମ୍ୟ ମିଟିଂ ହଲ୍‌ରେ ଆୟୋଜନ କରାଯାଇଥିଲା। ଶିବିରରେ ଭାରତୀୟ ରିଜର୍ଭ ବ୍ୟାଙ୍କର ଭୁବନେଶ୍ୱର ଶାଖା ମ୍ୟାନେଜର ବିନୋଦ କୁମାର ଦାସ, ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ତରଫରୁ ଗୋଡ଼ିପଡ଼ା ଶାଖା ପରିଚାଳକ ଶ୍ରୀଧର ନାୟକ, ଆଞ୍ଚଳିକ କାର୍ଯ୍ୟାଳୟ ଖୋର୍ଦ୍ଧା ତରଫରୁ ଶିବାନନ୍ଦ ପାଢୀ ଏବଂ ସୁନିଲ କୁମାର ସାହୁ ଯୋଗଦାନ କରି ସରକାରଙ୍କ ବିଭିନ୍ନ ବୀମା ଯୋଜନା, ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା ଏବଂ ପ୍ରଧାନମନ୍ତ୍ରୀ ଜନଧନ ଯୋଜନା ଆଦି ବିଷୟରେ ଆଲୋଚନା କରିଥିଲେ। କାର୍ଯ୍ୟକ୍ରମରେ ନିମନ୍ତ୍ରିତ ଅତିଥି ଭାବେ ରଣପୁର ବ୍ଲକ ଭାଇସ ଚେୟାରମ୍ୟାନ ପ୍ରଭାତ କୁମାର ଦଳବେହେରା ଏବଂ ଡମସାହି ସରପଞ୍ଚ ସୁନେଲି ଦଳବେହେରା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri