ଆଇଡିବିଆଇର ଆର୍ଥିକ ଫଳାଫଳ

ନୂଆଦିଲ୍ଲୀ,୨୬।୧୦: ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକମଣ୍ଡଳୀ ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବ୍ୟାଙ୍କର ଆଗାମୀ କାର୍ଯ୍ୟକଳାପ ଓ ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକ ଫଳାଫଳ ଘୋଷଣା କରାଯାଇଛି। ସେହିଭଳି ଏହି ଅବଧି ମଧ୍ୟରେ ବ୍ୟାଙ୍କର ଶୁଦ୍ଧ ଲାଭ ୧୮୬୮କୋଟି ଟଙ୍କା ରହିଛି, ଯାହା ବାର୍ଷିକ ଆଧାରରେ ୩୯%ର ମଜଭୁତ ଅଭିବୃଦ୍ଧି ହାସଲ କରିଛି। ସେହିପରି ପରିଚାଳନାଗତ ଲାଭ ବାର୍ଷିକ ଆଧାରରେ ୪୫% ବୃଦ୍ଧି ହୋଇ ୩୦୦୬ କୋଟି ଟଙ୍କା ରହିଛି। ଏହି ଅବଧି ମଧ୍ୟରେ ଏନ୍‌ଆଇଏମ୍‌ ୪.୮୭% ରେକର୍ଡ କରାଯାଇଥିଲାବେଳେ ନେଟ୍‌ ସୁଧ ଆୟ ବାର୍ଷିକ ହାରରେ ୨୬% ବୃଦ୍ଧି ହୋଇ ୩୮୭୫ କୋଟି ଟଙ୍କା ରହିଛି। ଏପରିକି ୨ୟ ତ୍ରୈମାସିକରେ ବ୍ୟାଙ୍କର ଜମା ଖର୍ଚ୍ଚ ୪.୬୬% ରହିଛି, ଯାହା ଗତ ଆର୍ଥିକ ବର୍ଷର ୨ୟ ତ୍ରୈମାସିକରେ ୪.୨୨% ରହିଥିଲା। ସେହିପରି ସିଆର୍‌ଏଆର୍‌ ବାର୍ଷିକ ଆଧାରରେ ୭୨ ବିପିଏସ୍‌ ବୃଦ୍ଧି ହୋଇ ୨୧.୯୮% ରହିଥିଲାବେଳେ ୨ୟ ତ୍ରୈମାସିକରେ ରିଟର୍ନ ଅନ୍‌ ଆସେଟ୍‌ସ ବାର୍ଷିକ ଆଧାରରେ ୩୮ ବିପିଏସ୍‌ ବୃଦ୍ଧି ହୋଇ ୧.୯୭% ରହିଛି ଏବଂ ରିଟର୍ନ ଅନ୍‌ ଇକ୍ୱିଟି ବାର୍ଷିକ ଆଧାରରେ ୧୩୦ ବିପିଏସ୍‌ ବୃଦ୍ଧି ହୋଇ ୨୦.୩୫% ରହିଛି। ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକରେ ନେଟ୍‌ ସୁଧ ଆୟ ୨୬% ବୃଦ୍ଧି ହୋଇ ୩୮୭୫ କୋଟି ଟଙ୍କା ରହିଛି, ଯାହା ଗତ ଆର୍ଥକ ବର୍ଷର ଏହି ତ୍ରୈମାସିକରେ ୩୦୬୬ କୋଟି ଟଙ୍କା ରହିଥିଲା। ୨୦୨୪-୨୫ର ୨ୟ ତ୍ରୈମାସିକରେ ନେଟ୍‌ ସୁଧ ମାର୍ଜିନ (ଏନ୍‌ଆଇଏମ୍‌) ୫୪ ବିପିଏସ୍‌ ବୃଦ୍ଧି ହୋଇ ୪.୮୭% ରହିଛି, ଯାହା ୨୦୨୩-୨୪ର ୨ୟ ତ୍ରୈମାସିକରେ ୪.୩୩% ଥିଲା। ନେଟ୍‌ ଏନ୍‌ପିଏ ଅନୁପାତ ଗତ ଆର୍ଥିକ ବର୍ଷର ୨ୟ ତ୍ରୈମାସିକର ୦.୩୯% ତୁଳନାରେ ଚଳିତ ଆର୍ଥିକ ବର୍ଷର ୨ୟ ତ୍ରୈମାସିକରେ ୦.୨୦% ରହିଛି। ପିସିଆର୍‌ ୯୯.୪୨% ରହିଛି ଯାହା ବାର୍ଷିକ ଆଧାରରେ ୩୨ ବିପିଏସ୍‌ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri