Posted inଜାତୀୟ

‘ବିମୁଦ୍ରୀକରଣରୁ ଆର୍ଥିକ ଦୁର୍ଗତି ଆରମ୍ଭ ହୋଇଛି’

ନୂଆଦିଲ୍ଲୀ,୨।୯: ଦେଶର ଅଭିବୃଦ୍ଧି ହାର ଦୟନୀୟ ସ୍ଥିତିରେ ପହଞ୍ଚତ୍ଥିବାବେଳେ ଏହାକୁ ନେଇ କଂଗ୍ରେସ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରାଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି, ବିମୁଦ୍ରୀକରଣ ପରଠାରୁ ଦେଶରେ ଆର୍ଥିକ ଦୁର୍ଗତି ଆରମ୍ଭ ହୋଇଛି। ସ୍ଥିତି ସୁଧାରିବା ପରିବର୍ତ୍ତେ ସରକାର ଗୋଟିକ ପରେ ଗୋଟିଏ ଭୁଲ୍‌ ନୀତି ଆପଣାଇ ଚାଲିଛନ୍ତି। ଏଭଳି ସ୍ଥିତି ଲାଗି କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି। ଅର୍ଥନୀତିରେ ସୁନାମି ଆସିବ ବୋଲି ୬ ମାସ ପୂର୍ବରୁ ରାହୁଲ ସତର୍କ କରାଇଥିଲେ। ତା’ ପରେ ଲୋକଦେଖାଣିଆ ଭାବେ ସରକାର ପ୍ୟାକେଜ୍‌ ଘୋଷଣା କରିଥିଲେ ବୋଲି ସେ ପ୍ରକାଶ କରିଛନ୍ତି। ମୋଦିଙ୍କ ମାଷ୍ଟର ଷ୍ଟ୍ରୋକ୍‌ ଏବେ ଡିଜାଷ୍ଟର ଷ୍ଟ୍ରୋକ୍‌ରେ ପରିଣତ ହୋଇଛି ବୋଲି କଂଗ୍ରେସ ମୁଖପାତ୍ର ରଣଦୀପ ସୁର୍‌ଜଓ୍ବୋଲା ଟୁଇଟ କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୀତା ଅମ୍ବାନୀ ବିଏଚ୍‌ୟୁରେ ପ୍ରଫେସର ନିଯୁକ୍ତି ନେଇ ଦେଲେ ସଫେଇ

ନୂଆଦିଲ୍ଲୀ,୧୭।୩: ରିଲାୟନ୍ସ ଇଣ୍ଡଷ୍ଟ୍ରିର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ରିଲାଏନ୍ସ ଫାଉଣ୍ଡେସନର ଚେୟାରମ୍ୟାନ ନୀତା ଅମ୍ବାନୀ ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟ (ବିଏଚୟୁ)ର ଗେଷ୍ଟ ପ୍ରଫେସର ନିଯୁକ୍ତି ହେବା...

‘ଜଣେ ବିଧାୟକ-ଗୋଟିଏ ପେନ୍‌ସନ’ ବିଲ୍‌କୁ ରାଜ୍ୟପାଳଙ୍କ ମଞ୍ଜୁରୀ

ଚଣ୍ଡିଗଡ଼,୧୩।୮: ପଞ୍ଜାବରେ ଦଶନ୍ଧି ଧରି ଏକରୁ ଅଧିକ ପେନ୍‌ସନ ପ୍ରଦାନ କରାଯାଉଥିବା ଆଇନ ଏବେ ଶେଷ ହୋଇଛି। ରାଜ୍ୟପାଳ ବନୱାରିଲାଲ ପୁରୋହିତ ଜଣେ ବିଧାୟକ-ଗୋଟିଏ ପେନ୍‌ସନ’...

୬ ମାସ ମଧ୍ୟରେ ସୁପ୍ରିମ୍‌କୋର୍ଟରେ ନିଯୁକ୍ତି ହେବେ ୨ ସିଜେଆଇ…

ନୂଆଦିଲ୍ଲୀ, ୨୭।୬ : ଆଗାମୀ ୬ ମାସ ମଧ୍ୟରେ ସୁପ୍ରିମ୍‌କୋର୍ଟରେ ୨ ପ୍ରଧାନବିଚାରପତି(ସିଜେଆଇ) ନିଯୁକ୍ତ ହେବେ। ପ୍ରଧାନ ବିଚାରପତି ଏନଭି ରମନାଙ୍କ ସମେତ ୫ ଜଣ...

କରୋନା ଗୁଜବ ଦୂର କରିବାକୁ ୩୦ଟଙ୍କାରେ ମିଳିଲା ଫୁଲ୍‌ ପ୍ଲେଟ ଚିକେନ

ଗୋରଖପୁର,୩।୩: କରୋନା ଭାଇରସ ଏବେ ଦିଲ୍ଲୀରେ ପହଞ୍ଚିଥିବା ବେଳେ ଏହାକୁ ନେଇ ବିଭିନ୍ନ ପ୍ରକାର ଗୁଜବ ପ୍ରଚାରିତ ହେଉଛି। କେତେକ ସ୍ଥାନରେ ଏହା ଚିକେନ ଖାଇବା...

ଆଲ୍ଲାହାବାଦ ହାଇକୋର୍ଟ ରାୟ ଉପରେ ସ୍ଥଗିତାଦେଶ

ନୂଆଦିଲ୍ଲୀ,୫।୧: ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି)ଙ୍କ ପାଇଁ ସଂରକ୍ଷଣ ବିନା ପୌର ନିର୍ବାଚନ କରାଇବାକୁ ଆଲ୍ଲାହାବାଦ ହାଇକୋର୍ଟ ଉତ୍ତରପ୍ରଦେଶ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସୁପ୍ରିମକୋର୍ଟ ବୁଧବାର...

ଜନ୍‌ସନ୍‌ ବେବି ପାଉଡ଼ରରେ କ୍ୟାନସର ସୃଷ୍ଟିକାରୀ ତତ୍ତ୍ୱ: ୩୩ ହଜାର ପାଉଡ଼ର ବଜାରରୁ ଫେରାଇ ନେଲା କମ୍ପାନୀ

ନୂଆଦିଲ୍ଲୀ,୧୯।୧୦: ଜନ୍‌ସନ୍‌ ବେବି ପାଉଡ଼ରରେ କ୍ୟାନସର ସୃଷ୍ଟିକାରୀ ତତ୍ତ୍ୱ ରହିଛି। ଏଥିରେ ଆଜବେଷ୍ଟସ୍‌ ରହିଥିବା ଆମେରିକା ଫୁଡ୍‌ ଆଣ୍ଡ୍‌ ଡ୍ରଗ୍ସ୍‌ ଆଡ଼ମିନିଷ୍ଟ୍ରେଶନ୍‌ ଯାଞ୍ଚ୍‌ ରିପୋର୍ଟରେ ଦର୍ଶାଯାଇଛି।...

ପ୍ରବାସୀ ଶ୍ରମିକଙ୍କୁ ମିଳିବ ୨ ମାସ ମାଗଣା ଖାଦ୍ୟ, ଭଡ଼ା ଘର ଯୋଜନା

ନୂଆଦିଲ୍ଲୀ, ୧୪।୫: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ଦେଶର ପ୍ରବାସୀ ଶ୍ରମିକ, ରାସ୍ତାକଡ଼ ଦୋକାନୀ, କ୍ଷୁଦ୍ର ବ୍ୟବସାୟୀ, ଛୋଟ କୃଷକମାନଙ୍କ ପାଇଁ ବିଭିନ୍ନ ସହାୟତା...

ବଡ଼ ଲୋକେ ଓ୍ବାର୍କ ଫ୍ରମ୍‌ ହୋମ୍‌ ବେଳେ ଛୋଟ ପିଲା ଯାଉଛନ୍ତି ସ୍କୁଲ…

ନୂଆଦିଲ୍ଲୀ,୨।୧୨: ଦିଲ୍ଲୀରେ ପ୍ରଦୂଷଣର ମାତ୍ରା ବଢୁଥିବା ମଧ୍ୟରେ ସ୍କୁଲ ଖୋଲିବା ନେଇ ସୁପ୍ରିମକୋର୍ଟ ପୁଣି ସରକାରଙ୍କୁ ତାଗିଦ୍‌ କରିଛନ୍ତି। ଶୁଣାଣି ସମୟରେ ସୁପ୍ରିମକୋର୍ଟ ଦିଲ୍ଲୀ ସରକାରଙ୍କୁ...

Advertisement
Archives

Model This Week