ନକଲି ମସଲା କାରଖାନା ଠାବ, ୨ ଅଟକ

କଟକ ଅଫିସ,୧୪ା୧୧: କଟକସ୍ଥିତ ଜଗତପୁର ଶିଳ୍ପାଞ୍ଚଳରେ ପୁଣି ନକଲି କାରଖାନା ଠାବ ହୋଇଛି। ଏହି କାରଖାନାରେ ନକଲି ମସଲା ହଳଦୀ ଓ ଲଙ୍କା ଅପମିଶ୍ରଣ ହେଉଥିବା ତଦନ୍ତ ବେଳେ ଜଣାପଡ଼ିଛି। ଏଠାରୁ ୫୦ କ୍ୱିଣ୍ଟାଲରୁ ଅଧିକ ଅପମିଶ୍ରିତ ହଳଦୀ ଓ ଲଙ୍କାଗୁଣ୍ଡ ଜବତ ହୋଇଛି।

ନାମୀଦାମୀ କମ୍ପାନୀ ଷ୍ଟିକର ସହ ବିପୁଳ କଞ୍ଚାମାଲ ଓ ମେଶିନ ଜବତ ହୋଇଛି। ଏସବୁ ସାମଗ୍ରୀ ଜବତ କରିବା ସହ ୨ ଜଣଙ୍କୁ ପୋଲିସ ଅଟକ ରଖିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାଲିଙ୍ଗା ମହାବିଦ୍ୟାଳୟଠାରେ ଗ୍ରାମପଞ୍ଚାୟତ ତରଫରୁ ଚାରାରୋପଣ

ଗୋଲାମୁଣ୍ଡା/କେଗାଁ,୧୫।୯(ଡି.ଏନ.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ମହାଲିଙ୍ଗା ଗ୍ରାମପଞ୍ଚାୟତ ତରଫରୁ ସ୍ଥାନୀୟ ଆଞ୍ଚଳକି ବିଜ୍ଞାନ ମହାବିଦ୍ୟାଳୟ ପରିସରରେ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗ୍ରାମପଞ୍ଚାୟତ ସରପଞ୍ଚ...

ଦୁଇ ବାଇକ୍‌ ମୁହାଁମୁହିଁ: ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ

ଉମରକୋଟ, ୧୨।୯(ଡି.ଏନ୍‌.ଏ.)- ଉମରକୋଟ ବ୍ଲକ କାରଗା ନିକଟରେ ବୁଧବାର ରାତିରେ ଦୁଇଟି ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ହୋଇଛି ଓ ଅନ୍ୟଜଣେ ଏଥିରେ...

କାର୍ଯ୍ୟ ବନ୍ଦ ଡକରା ଦେଲା ବ୍ୟାଙ୍କ ଅଧିକାରୀ ଓ କର୍ମଚାରୀ ସଂଘ

ବାରିପଦା ଅଫିସ,୨୫ା୧- ବାରିପଦା ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ମିଳିତ ଭାବେ ବିଭିନ୍ନ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସୁରକ୍ଷା ଖୋଜୁଛି ଶାଳ ଜଙ୍ଗଲ

କେନ୍ଦୁଝର,୪।୪(ସ୍ବ.ପ୍ର.)- କେନ୍ଦୁଝର ଜିଲାରେ ଗତ ଏକ ଦଶନ୍ଧି ହେଲା ଦ୍ରୁତ ଜଙ୍ଗଲ କ୍ଷୟ ଯୋଗୁ ବ୍ୟାପକ ଶାଳ ଜଙ୍ଗଲ ନଷ୍ଟ ହୋଇଗଲାଣି। ପ୍ରାକୃତିକ ପରିବେଶରେ ଆପେ...

ମାଫିଆଙ୍କ କବ୍‌ଜାରେ ରତ୍ନପଥର ଖଣି

ବିଷମକଟକ/କୋରାପୁଟ,୧୩ା୧୨(ସ୍ବ.ପ୍ର.): ରାୟଗଡ଼ା ଜିଲାରୁ ଅବାଧରେ ବାହାର ରାଜ୍ୟକୁ ରତ୍ନପଥର ଚାଲାଣ କରାଯାଉଛି। ଦୀର୍ଘ ବର୍ଷ ଧରି ମାଫିଆମାନେ ଏହି କାରବାର ଚଳାଇଥିଲେ ମଧ୍ୟ ଏଥିରେ ଲଗାମ...

ଆଠଗଡ଼ ଡିଏସ୍‌ପିଙ୍କ ପରିବାରର ୪ଜଣଙ୍କୁ କରୋନା

ଆଠଗଡ଼,୨।୭(ସ୍ବ.ପ୍ର.): କଟକ ଜିଲା ଆଠଗଡ଼ ଉପଖଣ୍ଡ ଆରକ୍ଷୀ ଅଧ୍ୟକ୍ଷ(ଡିଏସ୍‌ପି)ଙ୍କ କରୋନା ରିପୋର୍ଟ ପଜିଟିଭ୍‌ ଆସିଥିଲା। ଏବେ ଆଠଗଡ଼ ଉପକଣ୍ଠ ଅଞ୍ଚଳରୁ ଆଉ ୧୭ ପଜିଟିଭ୍‌ ଚିହ୍ନଟ...

ଆନ୍ଧ୍ରରୁ ଫେରି ପାରୁନାହାନ୍ତି ବୀରମହାରାଜପୁରର ୪୦ ଦାଦନ

ଅମରପାଲି, ୨୮।୩ (ଡି.ଏନ.ଏ.):ସମଗ୍ର ଭାରତ ବର୍ଷ କରୋନା ଭାଇରସ ପାଇଁ ଆତଙ୍କରେ ଥିବା ବେଳେ ୨୧ ଦିନ ପାଇଁ ଲକ୍‌ ଡାଉନ ହୋଇଛି । ଫଳରେ...

କୋରାପୁଟ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୨୦ରେ ପହଞ୍ଚିଲା

କୋରାପୁଟ,୯ା୯(ସ୍ବ.ପ୍ର.): କୋରାପୁଟ ଜିଲାରେ ବୁଧବାର ଆଉ ୯୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ସହରାଞ୍ଚଳରୁ ୬୮ ଓ ଗ୍ରାମାଞ୍ଚଳରୁ ୨୯ ଜଣ ପଜିଟିଭ୍‌...

Advertisement


Archives

Model This Week