ବସୁନ୍ଧରା ଯୋଜନାରେ ଜାଗା ମିଳୁ

ତାଳଚେର,୨୨।୧୨(ନି.ପ୍ର.) ସରକାରଙ୍କ ବସୁନ୍ଧରା ଯୋଜନାରେ ତାଳଚେର ବ୍ଲକ ଘଣ୍ଟପଡ଼ା ପଞ୍ଚାୟତର ଭୂମିହୀନ ପଛୁଆ ବର୍ଗ ପରିବାରଙ୍କୁ ଜାଗା ଯୋଗାଇ ଦେବାକୁ ତାଳଚେର ଜନ ବିକାଶ କଲ୍ୟାଣ ସଂଘ ପକ୍ଷରୁ ଦାବି କରାଯାଇଛି। ଏ ନେଇ ଏକ ଦାବିପତ୍ର ଉପଜିଲାପାଳଙ୍କୁ ପ୍ରଦାନ କରାଯାଇଛି। ସେଥିରେ ଦର୍ଶାଯାଇଛି, ୪୦ ବର୍ଷ ତଳେ ପଞ୍ଚାୟତ ଦେଇ ତାଳଚେର ସାର କାରଖାନାର ପାଇପ୍‌ଲାଇନ ଯାଇଥିଲା। ତାହା ଉପରେ ପଞ୍ଚାୟତର ଅନେକ ଭୂମିହୀନ ଦିନ ମଜୁରିଆ ଘର ନିର୍ମାଣ କରି ରହିଛନ୍ତି। ସରକାରଙ୍କ ବିଭିନ୍ନ ଯୋଜନାରେ ଉପକୃତ ହେଉଛନ୍ତି। କିନ୍ତୁ ଏଫ୍‌ସିଆଇ ପାଇପ୍‌ ଲାଇନର ପୁନରୁଦ୍ଧାର କାର୍ଯ୍ୟ ପାଇଁ ସମ୍ପୃକ୍ତ ଗରିବ ପରିବାରଗୁଡ଼ିକୁ ବାସଚ୍ୟୁତ୍‌ କରାଯିବାକୁ ଚିଠି ହୋଇଛି। ଏମାନେ ସରକାରଙ୍କ ବସୁନ୍ଧରା ଯୋଜନାରୁ ବଞ୍ଚିତ ହୋଇଥିବା ସମିତି ସଭ୍ୟ ସରୋଜିନୀ ବେହେରା ଗତ ନଭେମ୍ବର ୧୫ରେ ପ୍ରଶାସନକୁ ଲିଖିତ ଭାବେ ଜଣାଇଥିବାରୁ ତୁରନ୍ତ ଉକ୍ତ ଯୋଜନାରେ ଜାଗା ଓ ଏଫ୍‌ସିଆଇଏଲ୍‌ର ନୂତନ ଏମ୍‌ଓୟୁ ଅନୁଯାୟୀ ବିସ୍ଥାପିତଙ୍କୁ ସୁବିଧା ସୁଯୋଗ ଯୋଗାଇ ଦେବା ପାଇଁ ସଂଘ ପକ୍ଷରୁ ଦାବି କରାଯାଇଛି। ଗରିବ ପରିବାରକୁ ନ୍ୟାୟ ନ ମିଳିଲେ ସଂଘ ପକ୍ଷରୁ ଆନ୍ଦୋଳନ କରାଯିବ ବୋଲି ସଂଘ ସଭାପତି ଭୁପେନ ଥମ୍ବ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟ ଥାନା ଉପରେ ନିର୍ଭର କରୁଛି ପୁରୁଷୋତ୍ତମପୁର ପୋଲିସ: ମହିଳା-ଶିଶୁ ଡେକ୍ସରେ ପୁରୁଷ ଅଧିକାରୀ, ସମସ୍ୟା ଜଣାଇବାକୁ କୁଣ୍ଠିତ ପୀଡ଼ିତା

ପୁରୁଷୋତ୍ତମପୁର,୧୦।୫ (ସବିତା ମିଶ୍ର): ରାଜ୍ୟରେ ମହିଳା ଓ ଶିଶୁଙ୍କ ପ୍ରତି ବଢ଼ିଚାଲିଥିବା ନିର୍ଯାତନାକୁ ରୋକିବା ସହ ଅପରାଧୀଙ୍କୁ କଠୋର ଦଣ୍ଡ ଦେବା ପାଇଁ ସରକାରଙ୍କ ଗୃହ ବିଭାଗ…

ଆମ୍ବଝରନ ଫରେଷ୍ଟ ରିଜର୍ଭରେ ଝୁଲୁଛି ଅଜଣା ମୃତଦେହ

ବଲାଙ୍ଗୀର,୧୧।୫: ବଲାଙ୍ଗୀର ଆଗଲପୁର ଥାନା ଅନ୍ତର୍ଗତ ଆମୱଝରନ ରିଜର୍ବ ଫରେଷ୍ଟରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିଛି । ସୂଚନା ଅନୁଯାୟୀ, ଆମ୍ବଝରନ ରିର୍ଜବ ଫରେଷ୍ଟଠାରେ ଏକ…

କୋଟିଆରେ ଶେଷ ହୋଇଛି ଶତ ପ୍ରତିଶତ ଘରଗଣନା: ମନ୍ତ୍ରୀ

ଭୁବନେଶ୍ୱର,୧୧।୫: ରାଜ୍ୟରେ ଚାଲିଥିବା ଜନଗଣନାକୁ ନେଇ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଓଡ଼ିଶାରେ ୯୦ ପ୍ରତିଶତରୁ ଅଧିକ ଘରଗଣନା କାମ ଶେଷ ହୋଇଥିବା…

ଅସୁରକ୍ଷିତ ବାତ୍ୟା ଆଶ୍ରୟସ୍ଥଳକୁ ଲୋକଙ୍କ ଭରସା ନାହିଁ, ଆଲର୍ଟ କେନ୍ଦ୍ରରେ ବାଜୁନି ସାଇରନ

କେନ୍ଦ୍ରାପଡା,୧୧୦ା୫ (ଜଗନ୍ନାଥ ଧଳ): ସମୁଦ୍ର ତଟବର୍ତ୍ତୀ କେନ୍ଦ୍ରାପଡା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ବୋଲି ରାଜ୍ୟ ଓ କେନ୍ଦ୍ର ସରକାର ଚିହ୍ନଟ କରିଛନ୍ତି। ବନ୍ୟା, ବାତ୍ୟା ସହ ସୁନାମି…

ମୋବାଇଲ୍‌ ଟାଓ୍ବାର ଉପରେ ଚଢ଼ିଗଲେ ଯୁବକ: ପରେ ଧମକ ଦେଇ ଯେଉଁ କାଣ୍ଡକଲେ…

କଲ୍ୟାଣସିଂହପୁର,୧୧।୫(ଦୀପକ କୁମାର ପରିଡା ): ମୋବାଇଲ ଟାୱାର ଉପରେ ଚଢି ମଦ୍ୟପ ଯୁବକଙ୍କ ଉନ୍ମତକାଣ୍ଡ। ଏଭଳି ଘଟଣା ଘଟିଛି ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସହରରେ । ମଦ୍ୟପ…

ସୁନାଥରରେ ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ ଘଟଣା: ଭୁବନେଶ୍ୱର ସ୍ଥାନାନ୍ତର ହେଲେ ଦୁଇ ଗୁରୁତର

ପୁରୁଷୋତ୍ତମପୁର,୧୧ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ରବିବାର ସନ୍ଧ୍ୟାରେ ରୋଷେଇ ପାଇଁ ଗ୍ୟାସ୍‌ ଲଗାଇବା ବେଳେ ହଠାତ୍‌ ସିଲିଣ୍ଡରଟି ବିସ୍ଫୋରଣ ହୋଇ…

ସରକାରୀ ଜମିରୁ ଉଚ୍ଛେଦବେଳେ ପ୍ରବଳ ବିରୋଧ, ତଥାପି ଜାରି ରହିଛି…

ପାଟଣା,୧୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ପୁଟୁଳିଆ ମୌଜାର ୭୭୪ ନମ୍ବର ପ୍ଲଟରୁ ସୋମବାର ଜବରଦଖଲ ଉଚ୍ଛେଦ ଆରମ୍ଭ କରିଛି ପ୍ରଶାସନ। ଉଚ୍ଛେଦକୁ ବିରୋଧ କରି…

ଭଡ଼ାଟିଆ ମହିଳାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରି ବନ୍ଧାହେଲେ ଘରମାଲିକ

କେନ୍ଦୁଝର,୧୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ ଅଭିଯୋଗରେ ଘର ମାଲିକଙ୍କୁ ଗିରଫ କରିଛି। ଅଭିଯୁକ୍ତ ପୁରୀ ଜିଲା ତାଳବଣିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri