କେନ୍ଦୁଝର ଡି. ଡି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଟପ୍ପର କେତେ ମାର୍କ ରଖିଛନ୍ତି ଜାଣନ୍ତୁ

କେନ୍ଦୁଝର,୧୯।୮(ସ୍ବ.ପ୍ର.): ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ତେବେ କେନ୍ଦୁଝର ଜିଲାରେ ପାସହାର ୬୫.୯୪ ପ୍ରତିଶତ ରହିଛି।  ସ୍ଥାନୀୟ ଧରଣୀ ଧର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୮୫ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବୋଳ ୭୬ ଜଣ ପାସ କରିଛନ୍ତି। ଚଳିତ ବର୍ଷ ମାଧ୍ୟମିକ ବିଦ୍ୟାଳୟ ସତ୍ୟମ ଦାସ ସର୍ବଧୀକ ୫୧୬ ନମ୍ବର ରଖି କଲେଜ ଟପ୍ପର ହୋଇଛନ୍ତି। ଏହା ସହ ପ୍ରଥମ ଶ୍ରେଣୀରେ ୩୯ ଜଣ, ଦ୍ୱିତୀୟ ଶେଣୀରେ ୨୪ ଜଣ ଓ ତୃତୀୟ ଶ୍ରେଣୀରେ ୧୩ ଜଣ ପାସ କରିଥିବା ବରିଷ୍ଠ ଅଧ୍ୟାପକ ଦାମୋଦର ସାହୁ ସୂଚନା ଦେଇଛନ୍ତି। କଲେଜ ପାସ ହାର ୮୯.୪୧ ପ୍ରତିଶତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ, ଝିଅଙ୍କୁ ବିଷ ପିଆଇ ସ୍ବାମୀର ଆତ୍ମହତ୍ୟା

ବିଜେପୁର,୨୩।୮ (ଡି.ଏନ.ଏ.)-ବରଗଡ଼ ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନିଆଁଚାଲ ଗାଁରେ ନୂଆଁଖାଇର ଗୋଟିଏ ଦିନ ପୂର୍ବରୁ ଏକ ଅଭାବନୀୟ ଘଟଣା ଘଟିଛି ା ପାରିବାରିକ କଳହକୁ...

କରୋନା ଯୋଦ୍ଧାଙ୍କୁ କରୋନା: ବାଂଶଡା ପଞ୍ଚାୟତ ୩୬ ଘଣ୍ଟା ଶଟ୍‌ଡାଉନ

ଭଦ୍ରକ ଅଫିସ, ୨୨।୭: ଭଦ୍ରକ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ସାଧାରଣ ଲୋକେ ଆକ୍ରାନ୍ତ ହେବା ସାଙ୍ଗକୁ ବହୁ...

ସାମାଜିକ ବାସନ୍ଦ ଯୋଗୁ ୧୦ ଘଣ୍ଟା ପଡିରହିଲା ମୃତଦେହ: ଗାଁରେ ଚାପା ଉତ୍ତେଜନା

କେନ୍ଦୁଝର,୨।୩ (ସ୍ବ.ପ୍ର.): ସାମାଜିକ ବାସନ୍ଦ କାରଣରୁ ଜଣେ ବ୍ୟକ୍ତିଙ୍କ ମୃତ ଦେହ ଦୀର୍ଘ ପ୍ରାୟ ୧୦ ଘଣ୍ଟା ଧରି ସତ୍କାର ହୋଇ ନ ପାରି ଅଟକି...

ଜରି ବସ୍ତାରେ ଧାନ କିଣାକୁ ନେଇ ବିବାଦ

ପଦ୍ମପୁର,୨୦।୨(ଡି.ଏନ.ଏ.)-ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ସାବରଙ୍ଗଠାରେ ମହିଳା ମହାସଂଘ ପକ୍ଷରୁ ଗୋରାମାଟି ଓ ସାବରଙ୍ଗ ପଞ୍ଚାୟତର ଚାଷୀଙ୍କଠାରୁ ଧାନ କିଣା ଯାଉଛି। ପ୍ରଥମରୁ ଝୋଟ...

ହାତୀ ଶାବକ ଜନ୍ମ , ଗ୍ରାମବାସୀ ଭୟଭୀତ

ବାଙ୍ଗିରିପୋଷି,୮ା୧(ଡ଼ି.ଏନ୍‌.ଏ.)- ବାଙ୍ଗିରିପୋଷି ବନାଞ୍ଚଳ ଅନ୍ତର୍ଗତ ବଣକାଟି ଓ ଗୋଲାମୁଣ୍ଢାକଟା ଆଦି ୪ଟି ପଞ୍ଚାୟତରେ ହାତୀପଲ ଉପଦ୍ରବ ଚଳାଇ ବିପୁଳ ଫସଲ ନଷ୍ଟ କରିଛନ୍ତି। ତେବେ ଏହି...

ହସ୍ପିଟାଲରେ ବଢୁଛି ସଂକ୍ରମଣ

କଟକ ଅଫିସ,୩୦।୬: ରୋଗୀଙ୍କୁ ଆରୋଗ୍ୟ କରୁଥିବା ହସ୍ପିଟାଲରେ ଏବେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। କେବଳ ରୋଗୀ ନୁହନ୍ତି, କରୋନା ଯୋଦ୍ଧା ମଧ୍ୟ କରୋନା ସଂକ୍ରମଣର...

କର୍ଲାମୁଣ୍ଡା ବ୍ଲକ: ୯ କେନ୍ଦ୍ରର ଘର ନାଁଇଁନ, ବିପଦ୍‌ ଅବସ୍‌ତାରେ ୩ କେନ୍ଦ୍ର

କର୍ଲାମୁଣ୍ଡା, ୧୧।୧୧(ଡି.ଏନ୍‌.ଏ.)- ସରକାର ଅଙ୍ଗନଓ୍ବାଡି କେନ୍ଦ୍ର ଜରିଆନେ ଜନସାଧାରନକୁଁ ଭିନେ ଭିନେ ସେବା ଯୁଗେଇ ଦେଉଛନ୍‌। ସେଥିରଲାଗି କେନ୍ଦ୍ରରେ ଝନେ କରମୀ ଆର ସହାୟିକାକୁଁ ନିଯୁକ୍ତ...

ତଳିଆ ଅଞ୍ଚଳ ଉପରେ ତୀକ୍ଷ୍ଣ ନଜର

ଅନୁଗୋଳ ଅଫିସ, ୧୬ା୯: ଗତ ଲଘୁଚାପ ବର୍ଷା ଅନୁଗୋଳ ଜିଲାରେ ବହୁ କ୍ଷୟକ୍ଷତି ଘଟାଇଛି। ବୁଧବାରଠାରୁ ବର୍ଷା ଥମିଯାଇଥିଲେ ମଧ୍ୟ ଲୋକଙ୍କ ଦୁର୍ଦ୍ଦଶାର ଶେଷ ହେଉନାହିଁ।...

Advertisement


Archives

Model This Week