ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ: ଜାଣନ୍ତୁ କେନ୍ଦୁଝରରେ କେତେ ରହିଛି ପାସହାର

କେନ୍ଦୁଝର,୧୯।୮(ସ୍ବ.ପ୍ର.): ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ତେବେ କେନ୍ଦୁଝର ଜିଲାରେ ପାସହାର ୬୫.୯୪ ପ୍ରତିଶତ ରହିଛି। ଜିଲାରେ ମୋଟ ୮୩୪ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ୫୫୦ ଜଣ ପାସ କରିଛନ୍ତି॥ ସେଥିରୁ ୧୨୧ ଜଣ ପ୍ରଥମ ଶ୍ରେଣୀରେ ପାସ କରିଥିବା ବେଳେ ୧୨୩ ଜଣ ଦିତୀୟ ଓ ୩୦୩ ଜଣ ତୁତୀୟ ଶ୍ରେଣୀରେ ପାସ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ରେ ପହଞ୍ଚିଲା ମୌସୁମୀ: ଜାରିରହିଛି ବର୍ଷା

ସୁନ୍ଦରଗଡ଼,୧୪ା୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ରେ ମୌସୁମୀ ପହଞ୍ଚିଛି। ଫଳରେ ଶନିବାର ରାତିରୁ ରବିବାର ପର୍ଯ୍ୟନ୍ତ ବର୍ଷା ଲାଗିରହିଛି। ଜିଲାରେ ହାରାହାରି ୬୨.୫୯ ମିମି ବର୍ଷା ହୋଇଥିବା ଜିଲା ପାଣିପାଗ...

ସରକାରୀ ଯୋଜନାରୁ ବଁଚିତ କୁଟିଆକଁଧ୍‌

ଭବାନୀପାଟଣା, ୧୩ା୫ (ଡି.ଏନ୍‌.ଏ) :  ଓଡ଼ିଶାର ଗୁଟେ ବିରଲ ଜନଜାତି ଭିତରେ କୁଟିଆକଁଧ୍‌ ଅଲଗ୍‌ ଆଏ। ସମତଲ ଆର ପାହାଡ଼ର ତଲି ଅଂଚଲରେ ଇମାନେ ରହାବସା କରସନ୍‌।...

ବନ୍ଦ ହେଲା କୁଲଡ଼ିହା ଅଭୟାରଣ୍ୟ

ସଜନାଗଡ଼, ୪।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡରେ ଅବସ୍ଥିତ ପ୍ରକୃତିର ଗନ୍ତାଘର କୁଲଡ଼ିହା ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ କରାଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଶାସନ...

ବାତ୍ୟାଞ୍ଚଳ ବୁଲିଲେ କୃଷକ ମୋର୍ଚ୍ଚା ପ୍ରତିନିଧି: ‘କ୍ଷତିଗ୍ରସ୍ତ ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ଦିଅ’

ଢେଙ୍କାନାଳ ଅଫିସ, ୧୫।୫- ବାତ୍ୟା ‘ଫନୀ’ ପ୍ରଭାବରେ ଢେଙ୍କାନାଳ ଜିଲାର ଆମ୍ବ, କାଜୁ, ପରିବା ଚାଷ ବିଶେଷ ଭାବେ କ୍ଷତିଗ୍ରସ୍ତ ହୋଇଛି। ଇତିମଧ୍ୟରେ ସରକାରୀସ୍ତରରେ କ୍ଷୟକ୍ଷତି...

ସୀମାରେ ଅଟକିଲେ ଘରମୁହଁ। ଶ୍ରମିକ

ପାଟଣା, ୩।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥ ଟଭାସରୁଆ ନିକଟ ସୀମାନ୍ତରେ ଶୁକ୍ରବାର ସାରେ ପଶ୍ଚିମବଙ୍ଗର ୯ଜଣ ଶ୍ରମିକ...

ଜେସିବି ଲଗାଇ ପ୍ରଧାନମନ୍ତ୍ରୀ ଆବାସ ଘର ଭାଙ୍ଗିବା ଘଟଣା: ଜେଲ ଗଲେ ସରପଞ୍ଚ, ତାଙ୍କ ସ୍ବାମୀ

ଲୋଇସିଂହା,୧୬।୮(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସାଲେଭଟା ଗ୍ରାମର କେତେକ ଆଦିବାସୀ ଓ ହରିଜନ ସମ୍ପ୍ରଦାୟର ନିର୍ମାଣାଧୀନ ପ୍ରଧାନମନ୍ତ୍ରୀ ଆବାସ ଘରକୁ ସ୍ଥାନୀୟ ସରପଞ୍ଚ...

ଜୀବନ ବିନ୍ଦୁ ରକ୍ତଦାନ କାର୍ଯ୍ୟକ୍ରମ

କପ୍ତିପଦା,୨୦ା୪(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବିଜେଡ଼ି ପକ୍ଷରୁ ଜୀବନ ବିନ୍ଦୁ କାର୍ଯ୍ୟକ୍ରମରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ବିଜେଡ଼ି ଜିଲା ସମ୍ପାଦକ ପ୍ରବୀର ଚନ୍ଦ୍ର...

ଶିଶୁପୁତ୍ର ସହ ଅପ୍ରାକୃତିକ ଯୌନ ସମ୍ପର୍କ : ଜେଲ୍‌ ଗଲେ ଯୁବକ

ମାର୍ଶାଘାଇ,୧୩।୧୦(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅଞ୍ଚଳର ଜଣେ ୬ ବର୍ଷର ଶିଶୁପୁତ୍ରଙ୍କ ସହ ଗାଁରେ ବୁଲି କପଡ଼ା ବିକ୍ରି କରୁଥିବା ଜଣେ ଯୁବକ ଅପ୍ରାକୃତିକ...

Advertisement


Archives

Model This Week