ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ: ଜାଣନ୍ତୁ କେନ୍ଦୁଝରରେ କେତେ ରହିଛି ପାସହାର

କେନ୍ଦୁଝର,୧୯।୮(ସ୍ବ.ପ୍ର.): ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ତେବେ କେନ୍ଦୁଝର ଜିଲାରେ ପାସହାର ୬୫.୯୪ ପ୍ରତିଶତ ରହିଛି। ଜିଲାରେ ମୋଟ ୮୩୪ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ୫୫୦ ଜଣ ପାସ କରିଛନ୍ତି॥ ସେଥିରୁ ୧୨୧ ଜଣ ପ୍ରଥମ ଶ୍ରେଣୀରେ ପାସ କରିଥିବା ବେଳେ ୧୨୩ ଜଣ ଦିତୀୟ ଓ ୩୦୩ ଜଣ ତୁତୀୟ ଶ୍ରେଣୀରେ ପାସ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାରେ ୧୨ ପାନୀୟ ଜଳ ପ୍ରକଳ୍ପ କ୍ଷତିଗ୍ରସ୍ତ

ସୋନପୁର,୧୮।୮(ନି.ପ୍ର.):ଲଘୁଚାପ ଜନିତ ଲଗାଣ ବର୍ଷା ଓ ବନ୍ୟା ଯୋଗୁଁ ସୁବର୍ଣ୍ଣପୁର ଜିଲାରେ ବ୍ୟାପକ କ୍ଷତି ଘଟିଛି। ପାଣି ଜମି ରହିବା ଫଳରେ ହଜାର ହଜାର ଏକର...

ଦାରିଙ୍ଗବାଡ଼ିରେ ଶଟଡାଉନ ଦ୍ୱିତୀୟ ସପ୍ତାହ: ବେଧଡ଼କ ବ୍ୟବସାୟ ନେଇ ଜନଅସନ୍ତୋଷ

ଦାରିଙ୍ଗବାଡ଼ି,୧୨।୭(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଜିଲାପ୍ରଶାସନର ନିର୍ଦ୍ଦେଶକ୍ରମେ କନ୍ଧମାଳ ଜିଲା ପ୍ରତି ଶନିବାର ଏବଂ ରବିବାର ଦୁଇଦିନ ଧରି ଶଟଡାଉନ ଘୋଷଣା କରାଯାଇଛି...

ଜିଲାରେ ୨୬୪.୬ ମିମି ବର୍ଷା: ରାଜପଥରେ ଆଣ୍ଠୁଏ ପାଣି

ଅନୁଗୋଳ ଅଫିସ, ୯।୯ :ଲଗାଣ ବର୍ଷା ପରେ ରବିବାର ସକାଳୁ ପାଗ ଟିକେ ଶୁଖିଲା ଥିଲା। ଏପରି କି ମଧ୍ୟାହ୍ନ ପର୍ଯ୍ୟନ୍ତ ସହରର ପାଗ ଭଲ...

ଉଠିିଲା ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରାର ଥାଳ

ସମ୍ବଲପୁର,୧୫ା୫(ବ୍ୟୁରୋ): ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପାଇଁ ଶନିବାର ଥାଳ ଉଠିଛି। କରୋନା କଟକଣାରେ ପରମ୍ପରା ଅନୁସାରେ କାର୍ଯ୍ୟ ସମ୍ପନ୍ନ ହୋଇଛି। ପ୍ରମୁଖ ଶୈବପୀଠ ବାଲିବନ୍ଧା...

ଏସ୍‌ଏଚ୍‌ଜି ଗ୍ରୁପ୍‌ର ସମସ୍ତ କାଗଜପତ୍ର ଚିରି ଜାଳିଦେଲେ ସଦସ୍ୟାଙ୍କ ଝିଅ, ଥାନାରେ ପହଞ୍ଚିଲା ମାମଲା

କୋରୁକୋଣ୍ଡା,୨୫ା୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଓର୍କେଲ ଥାନା ଅନ୍ତର୍ଗତ ତାରଲାକୋଟା ପଞ୍ଚାୟତ ଅଧିନସ୍ଥ ତାରଲାକୋଟା-ବି ଗ୍ରାମରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ତାରଲାକୋଟା-ବି ଗ୍ରାମରେ...

ଆଜିଠୁ ଖୋଲିବ ସୂର୍ଯ୍ୟମନ୍ଦିର

କୋଣାର୍କ,୨ା୮(ଡି.ଏନ୍‌.ଏ.): ଦୀର୍ଘ ୩ମାସ ବନ୍ଦ ପରେ ସୋମବାର ଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ କୋଣାର୍କ ସୂର୍ଯ୍ୟମନ୍ଦିର। ଏନେଇ ପର୍ଯ୍ୟଟନ ବିଭାଗ ପକ୍ଷରୁ କୋଣାର୍କ ମନ୍ଦିର ଦାୟିତ୍ୱରେ...

ଗଞ୍ଜାମ ଜିଲାପାଳଙ୍କୁ ଭେଟିଲେ ଅସ୍ଥାୟୀ କର୍ମଚାରୀ

ଛତ୍ରପୁର,୨୭।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ଅସ୍ଥାୟୀ କର୍ମଚାରୀ (ଡିଏଲ୍‌ଆର ଓ ସିଏଲ୍‌ଆର) ଦୀର୍ଘ ୧୮ ବର୍ଷ ହେଲା ନିରବଚ୍ଛିନ୍ନ ଭାବେ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ...

ବିଜେପୁର ପ୍ରଚାର ଶେଷ: ୨୧ରେ ଭୋଟ; ମତଦାତାଙ୍କ ପାଇଁ ସବୈତନିକ ଛୁଟି ଘୋଷଣା

ଭୁବନେଶ୍ୱର, ୨୦ା୧୦(ବ୍ୟୁରୋ): ଆସନ୍ତା ୨୧ ତାରିଖରେ ବିଜେପୁର ବିଧାନସଭା ଆସନ ପାଇଁ ଉପନିବର୍ର୍ାଚନ ଅନୁଷ୍ଠିତ ହେବ। ଏଥିପାଇଁ ଶନିବାର ଅପରାହ୍ନ ୫ଟାରେ ହାଇଭୋଲଟେଜ୍‌ ପ୍ରଚାର ଶେଷ...

Advertisement
Archives

Model This Week