ଜାଣନ୍ତୁ ‘କଶ୍ମୀର ଫାଇଲ୍ସ’ ଫିଲ୍ମ ପାଇଁ କେଉଁ ଷ୍ଟାରକାଷ୍ଟ କେତେ ଫି ନେଇଛନ୍ତି

ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀ ଫିଲ୍ମ ‘କଶ୍ମୀର ଫାଇଲ୍ସ’କୁ ନେଇ ଏବେ ସବୁଆଡେ ଚର୍ଚ୍ଚା ଜୋର ଧରିଛି। କମ୍‌ ବଜେଟରେ ନିର୍ମିତ ହୋଇଥିବା ଫିଲ୍ମଟି ବକ୍ସ ଅଫିସରେ ସମସ୍ତ ରେକର୍ଡ ଭାଙ୍ଗିଛି । ଏହି ଫିଲ୍ମ ଖୁବଶୀଘ୍ର ୨୦୦ କୋଟିରେ ଏଣ୍ଟ୍ରି କରିବାକୁ ଯାଉଛି। ତେବେ ଏହି ଫିଲ୍ମ ପାଇଁ କେଉଁ ଷ୍ଟାରକାଷ୍ଟ କେତେ ଟଙ୍କା ନେଇଛନ୍ତି ତାହା ଆପଣ ଜାଣିଛନ୍ତି କି?
କଶ୍ମୀରୀ ପଣ୍ଡିତ ଭୂମିକାରେ ଅଭିନୟ କରିଥିବା ଅନପମ୍‌ ଖେର ଏହି ଫିଲ୍ମ ପାଇଁ ୧ କୋଟି ଫି ନେଇଛନ୍ତି। ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କ ଫିଲ୍ମରେ ତାଙ୍କ ପତ୍ନୀ ପଲ୍ଲବୀ ଯୋଶୀ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ସେ ରାଧିକା ମେନନ ଭୂମିକାରେ ଅଭିନୟ କରିଥିଲେ। ଏହି ଭୂମିକା ପାଇଁ ପଲ୍ଲବୀଙ୍କୁ ୫୦-୭୦ ଲକ୍ଷ ଟଙ୍କା ଚାର୍ଜ କରିଥିଲେ । ସେହିପରି ଦର୍ଶନ କୁମାର ୪୫ ଲକ୍ଷ ଟଙ୍କା ନେଇଥିବା ବେଳେ ମିଥୁନ ଚକ୍ରବର୍ତ୍ତୀ ଏଥିପାଇଁ ୧.୫ କୋଟି ଟଙ୍କା ନେଇଛନ୍ତି। ‘କାଶ୍ମୀର ଫାଇଲ୍ସ’ରେ ଡିଜିପି ହରି ନାରାଇନଙ୍କ ଭୂମିକାରେ ଅଭିନୟ କରିଥିବା ପୁନିତ ଏହି ଭୂମିକା ପାଇଁ ୫୦ ଲକ୍ଷ ଫି ନେଇଥିବା ଖବର ରହିଛି। ଫିଲ୍ମଟି ୧୧ ମାର୍ଚ୍ଚରେ ପ୍ରେକ୍ଷାଳୟକୁ ଆସିଥିଲା। ଯାହାକୁ ଦେଖିବାକୁ ସିନେମା ହଲ୍‌ରେ ଲୋକଙ୍କ ଭିଡ  ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟବଂଶୀରେ ଅକ୍ଷୟଙ୍କ ଦମ୍‌ଦାର ଆକ୍ସନ: ଅଭିନେତା ଶେୟାର କଲେ ପାଓ୍ବାର ପ୍ୟାକ୍‌ ଭିଡିଓ

ମୁମ୍ବାଇ: ବଲିଉଡ୍‌ର ଖିଲାଡି ବୟ ଅକ୍ଷୟ କୁମାର ଓ ଆକ୍ସନ ନିର୍ଦ୍ଦେଶକ ରୋହିତ ସେଟ୍ଟୀ ପ୍ରଥମ ଥର ପାଇଁ ଏକାଠି କାମ କରୁଛନ୍ତି। ଯେଉଁଠି ଦୁଇଜଣ...

କିଆରା-ସିଦ୍ଧାର୍ଥଙ୍କୁ ସ୍ୱତନ୍ତ୍ର ଉପହାର ଦେଲେ ମୁକେଶ ଅମ୍ବାନୀ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ କିଆରା ଆଡଭାନୀ ଓ ଅଭିନେତା ସିଦ୍ଧାର୍ଥ ମାଲହୋତ୍ରା ସାତ ଜନ୍ମ ପାଇଁ ଜୀବନସାଥି ହୋଇଯାଇଛନ୍ତି । ଏହି ନ୍ୟୁଲି ୱେଡ କପୁଲ...

ଦୀପିକାଙ୍କ ସ୍ଲିମ୍‌ ଟ୍ରିମ୍‌ ମିଶନ

ଦୀପିକା ପାଦୁକୋନ୍‌-ପୁଣି ସେ ସ୍ଲିମ୍‌ ଟ୍ରିମ ମିଶନରେ ବ୍ୟସ୍ତ। ଏହାକୁ ଅନେକ ସହଜରେ ହଜମ କରିପାରିବେ ନାହିଁ। କାରଣ ସେମିତି ଦେଖିବାକୁ ସେ ତ ପତଳୀ।...

ଭଂସାଲିଙ୍କ ଅଫିସରେ ଅଲ୍ଲୁ ଅର୍ଜୁନ

ମୁମ୍ବାଇ: ପୁଷ୍ପା ଫେମ ଅଲ୍ଲୁ ଅର୍ଜୁନଙ୍କୁ ନେଇ ଏବେ ଖୁବ୍ ଚର୍ଚ୍ଚା । ସୋମବାର ଅଲ୍ଲୁ ଅର୍ଜୁନଙ୍କୁ ବଲିଉଡର ନାମୀ ନିର୍ଦ୍ଦେଶକ ସଞ୍ଜୟ ଲିଲା ଭଂସାଲିଙ୍କ...

ଦୀପିକାଙ୍କୁ ନେଇ ଚିନ୍ତିତ ପ୍ରଭାସ,ଶୁଟିଂ ଘୁଞ୍ଚାଇବା ଲାଗି କଲେ ଅନୁରୋଧ

ନିକଟରେ ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡି ଯାଇଥିଲା। ଏଥିପାଇଁ ଅଭିନେତ୍ରୀଙ୍କ ମଧ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ଦୀପିକାଙ୍କୁ ହସ୍ପିଟାଲରେ ଡିସଚାର୍ଜ କରି...

ନଗ୍ନତାକୁ ପସନ୍ଦ କରନ୍ତିନି ନରଗିସ୍‌

ମୁମ୍ବାଇ: ନରଗିସ୍‌ ଫକରୀ ଇଣ୍ଡଷ୍ଟ୍ରିରେ ଜଣେ ଜଣାଶୁଣା ଅଭିନେତ୍ରୀ। ନିକଟରେ ସେ ଓଟିଟି ଡେବ୍ୟୁ କରିବାକୁ ଯାଉଛନ୍ତି। ଆଗାମୀ ପ୍ରୋଜେକ୍ଟ ‘ତତ୍‌ଲୁବାଜ୍‌’ରେ ତାଙ୍କୁ ଦେଖିବାକୁ ମିଳିବେ।...

ହୀରା ବ୍ୟବସାୟୀଙ୍କୁ ହତ୍ୟା ମାମଲାରେ ଛନ୍ଦି ହୋଇଥିଲେ ଏହି ଅଭିନେତ୍ରୀ: ଆଉ ତା’ ପରେ..

ବମ୍ବେ: ଟେଲିଭିଜନ ଦୁନିଆରେ ଗୋପି ବୋହୁ ନାମରେ ପରିଚିତ ଦେବୋଲିନା ଭଟ୍ଟାଚାର୍ଯ୍ୟ ଆଜି ନିଜର ଜନ୍ମଦିନ ପାଳନ କରୁଛନ୍ତି। ଏହାକୁ ନେଇ ତାଙ୍କ ନିକଟକୁ ଶୁଭେଚ୍ଛାର...

ମନଛୁଆଁ ବାର୍ତ୍ତା ସହ ସାନ ଭଉଣୀଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ଜାହ୍ନବୀ

ମୁମ୍ବାଇ: ବଲିଉଡ୍‌ ନାୟିକା ଶ୍ରୀଦେବୀଙ୍କର ବି ଟାଉନରେ ରହିଛି ଏକ ଭିନ୍ନ ପରିଚୟ। ଆଜିବି ଦର୍ଶକେ ତାଙ୍କୁ ଭୁଲି ପାରି ନାହାଁନ୍ତି। ଏବେ ତାଙ୍କ ଝିଅ...

Advertisement
Archives

Model This Week