ଜାଣନ୍ତୁ ‘ଏକ୍‌ ଭିଲେନ୍‌ ରିଟର୍ନସ’ ପାଇଁ କେଉଁ ଷ୍ଟାର୍‌କାଷ୍ଟ କେତେ ଫି ନେଇଛନ୍ତି

ମୁମ୍ବାଇ: ବହୁ ପ୍ରତିକ୍ଷୀତ ଫିଲ୍ମ ‘ଏକ୍‌ ଭିଲେନ୍‌ ରିଟର୍ନସ’ଶୁକ୍ରବାର ରିଲିଜ୍‌ ହେବାକୁ ଯାଉଛି। ତେବେ ଫିଲ୍ମକୁ ଦେଖିବାକୁ ଦର୍ଶକଙ୍କ ମଧ୍ୟରେ ଉତ୍ସାହ ବଢିବାରେ ଲାଗିଛି। ଏଥିରେ ଦିଶା ପଟାନି, ଅର୍ଜୁନ କପୁର୍‌, ଜନ୍‌ ଆବ୍ରହମ୍‌ ଏବଂ ତାର ସୂତାରିଆଙ୍କୁ ଦେଖିବାକୁ ମିଳିବ। ବର୍ତ୍ତମାନ ଷ୍ଟାର୍‌କାଷ୍ଟମାନେ ଫିଲ୍ମକୁ ପ୍ରମୋଶନ କରିବାରେ ଲାଗିଛନ୍ତି। ହେଲେ ଆପଣ ଜାଣିଛନ୍ତି ଫିଲ୍ମ ପାଇଁ କେଉଁ ଷ୍ଟାର୍‌କାଷ୍ଟ କେତେ ଫି ନେଇଛନ୍ତି?

ଏକ ରିର୍ପୋଯ ଅନୁଯାୟୀ, ବଲିଉଡର ହ୍ୟାଣ୍ଡସମ୍‌ ଅଭିନେତା ଜନ୍‌ ଆବ୍ରାହମ୍‌ ଏହି ଫିଲ୍ମ ପାଇଁ
୬ କୋଟି ଟଙ୍କା ଫି ନେଇଛନ୍ତି। ସେ ପ୍ରାୟତଃ ଅଭିନୟ ଏବଂ ଫିଟନେସ୍‌କୁ ନେଇ ଚର୍ଚ୍ଚାରେ ରୁହନ୍ତି। ଏହି ଫିଲ୍ମରେ ମଧ୍ୟ ତାଙ୍କର ଜଲଓ୍ବା ଦେଖିବାକୁ ଦର୍ଶକ ଅପେକ୍ଷା କରିଛନ୍ତି। ଅଭିନେତ୍ରୀ ଦିଶା ପଟାନି ମଧ୍ୟ କେଉଁଥିରେ କମ୍‌ ନୁହନ୍ତି। ଫିଲ୍ମ ‘ଏକ୍‌ ଭିଲେନ୍‌ ରିଟର୍ନସ’ରେ ଦିଶାଙ୍କ ବୋଲ୍ଡ ଷ୍ଟାଇଲ ଦର୍ଶକ ବେଶ୍‌ ପସନ୍ଦ କରିଛନ୍ତି। କୁହାଯାଉଛି ଯେ ଦିଶା ଏହି ଫିଲ୍ମ ପାଇଁ ୪ କୋଟି ଟଙ୍କା ନେଇଛନ୍ତି। ଅଭିନେତ୍ରୀ ତାରା ସୁତାରିଆ ମଧ୍ୟ ଏହି ଫିଲ୍ମ ପାଇଁ ୨ କୋଟି ଟଙ୍କା ଫି ନେଇଛନ୍ତି। ସେହିପରି ଅଭିନେତା ଅର୍ଜୁନ କପୁର୍‌ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରୁହନ୍ତି। ତାଙ୍କର ଅନେକ ଫିଲ୍ମ ସୁପରହିଟ୍‌ ହୋଇଛି। ‘ଏକ୍‌ ଭିଲେନ୍‌ ରିଟର୍ନସ’ରେ ଅର୍ଜୁନଙ୍କୁ ଉଦୟ ଖୁରାନା ଭୂମିକାରେ ଦେଖିବାକୁ ମିଳିବ। ସେ ଏହି ଫିଲ୍ମ ପାଇଁ ୪ କୋଟି ନେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡକୁ ଜିତାଇଲେ ବେଥେଲ, ୧-୦ରେ ସିରିଜ୍‌ ଆଗୁଆ

ମାଞ୍ଚେଷ୍ଟର,୪ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବଦ୍ରିନାଥ, କେଦାରନାଥ ମନ୍ଦିରରୁ ଦାନ ଟଙ୍କା ଚୋରି ଅଭିଯୋଗ

ଡେରାଡୁନ୍‌,୪ା୭, ଅଯୋଧ୍ୟା ରାମମନ୍ଦିରରୁ ବହୁ କୋଟି ଟଙ୍କାର ଦାନ ଚୋରି ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏବେ ଉତ୍ତରାଖଣ୍ଡର ବଦ୍ରିନାଥ ଓ କେଦାରନାଥ ମନ୍ଦିରରେ…

ବୀରମହାରାଜପୁର ପ୍ରବଳ ବର୍ଷା, ପୂର୍ବତନ ସରପଞ୍ଚଙ୍କ ଘରେ ପସିଲା ପାଣି

ବୀରମହାରାଜପୁର,୪।୭(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଶନିବାର ସାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ…

ଦଶମନ୍ତପୁରରେ ରେକର୍ଡ ଭାଙ୍ଗିଲା ବର୍ଷା

କୋରାପୁଟ/ନନ୍ଦପୁର,୪ା୭(ଅମିତାଭ ବେହେରା/ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସହରର ମିଶନ କମ୍ପାଉଣ୍ଡ ଛକରେ ଗଛ ପଡ଼ି ୨୬ ନଂ. ଜାତୀୟ ରାଜପଥ…

ଚିକିତ୍ସାରେ ଅବହେଳା, ପ୍ରସୂତିଙ୍କ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରସ୍ଥିତ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାରେ ଅବହେଳା କରାଯାଇଥିବା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ ଘଟଣାକୁ ଜିଲାପାଳ ଆଦିତ୍ୟ ଗୋୟଲ ଗୁରୁତ୍ୱର…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ

କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର…

ତାମିଲନାଡୁରୁ କେନ୍ଦୁଝର ଫେରିଲେ ୧୦ ଶ୍ରମିକ

କେନ୍ଦୁଝର,୨୭ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ରାଜ୍ୟ ତିରୁଭାଲ୍ଲୁର ଜିଲା ଅନ୍ତର୍ଗତ ପେରୀୟାପାଲ୍ୟମ ଅଞ୍ଚଳରେ ଥିବା ସାମୁଦ୍ରିକ ଖାଦ୍ୟ (ଚିଙ୍ଗୁଡି) ପ୍ରକ୍ରିୟାକରଣ କାରଖାନାରେ ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri