ଜାଣନ୍ତୁ ନିର୍ବାଚନ ପୂର୍ବରୁ ବଣ୍ଟାଯାଇଥିବା ଝୋଟ ବ୍ୟାଗ୍‌ରେ କେତେ ହୋଇଥିଲା ଖର୍ଚ୍ଚ : ଶୁଣିଲେ ଉଡିବ ହୋସ

ଭୁବନେଶ୍ୱର,୪।୯: ନିର୍ବାଚନ ପୂର୍ବରୁ ସରକାର ବାଣ୍ଟିଥିବା ଝୋଟ ବ୍ୟାଗ ଖର୍ଚ୍ଚ ନେଇ ସବୁଠୁ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ଝୋଟ ବ୍ୟାଗ ବଣ୍ଟନରେ ଖର୍ଚ୍ଚ ହୋଇଛି ୨୪୭ କୋଟି ୩୬ ଲକ୍ଷ। ବିଧାନସଭା ଚାଲିଥିବା ବେଳେ ଅମରେନ୍ଦ୍ର ଦାସଙ୍କ ପ୍ରଶ୍ନରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଏ ନେଇ ଲିଖିତ ଉତ୍ତର ରଖିଛନ୍ତି। ନିର୍ବାଚନ ପୂବରୁ ୨ଟି ବ୍ୟାଗ ସହ ପରିବାର ପିଛା ୧ ହଜାର ଟଙ୍କା ବଣ୍ଟାଯାଇଥିଲା। ହଜାର ଟଙ୍କା ବଣ୍ଟନରେ ଖର୍ଚ୍ଚ ହୋଇଛି ମୋଟ ୯୫୯ କୋଟି ୫ ଲକ୍ଷ ଟଙ୍କା।

ଓଡ଼ିଶାରେ ଖାଦ୍ୟ ସୁରକ୍ଷା ଯୋଜନାରେ ଅର୍ଥାତ୍ ରାସନ କାର୍ଡ ଥିବା ହିତାଧିକାରୀଙ୍କୁ ହିଁ ମିଳିଥିଲା ୧୦୦୦ ଟଙ୍କା । ଏହା ସହିତ ୨ଟି ଲେଖାଏ ଝୋଟ ବ୍ୟାଗ୍‌ ବି ମିଳିଥିଲା।

ସେହିଭଳି ଏଥିରେ ସାମିଲ ଥିବା ପରିବାରଙ୍କୁ ଦୁଇଟି ଲେଖାଏଁ ଝୋଟ ତିଆରି ବ୍ୟାଗ୍‌ ଦେଇଥିଲେ ପୂର୍ବ ସରକାର । ରାଜ୍ୟର ମୋଟ ୯୫.୯୦ ଲକ୍ଷ ପରିବାର ଏଥିରେ ଉପକୃତ ହୋଇଥିଲେ।

୯୫.୯୦ ଲକ୍ଷ ପରିବାରକୁ ୧୦୦୦ ଟଙ୍କା ଲେଖାଏଁ ଓ ଦୁଇଟି ଝୋଟ ବ୍ୟାଗ୍‌ ବାବଦକୁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri