ଲୋକ ଭବନ ଉଦ୍ୟାନକୁ କିଭଳି ଯିବେ ଜାଣନ୍ତୁ…

ଭୁବନେଶ୍ୱର,୫ା୧: ଆସନ୍ତା ୧୦ରୁ ୨୦ ତାରିଖ ପର୍ଯ୍ୟନ୍ତ ସାଧାରଣ ଲୋକଙ୍କ ଲାଗି ଲୋକ ଭବନ ଉଦ୍ୟାନ ଖୋଲିବ। ସ୍କୁଲ୍‌ ଛାତ୍ରୀଛାତ୍ରଙ୍କ ପାଇଁ ସକାଳ ୮ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ଓ ଅପରାହ୍ନ ୨ଟା ୩୦ରୁ ସା ୬ଟା ୧୫ ପର୍ଯ୍ୟନ୍ତ ସୁନ୍ଦର ପରିବେଶ ସହ ଶୋଭାରାଜିକୁ ମନଭରି ଉପଭୋଗ କରିବାକୁ ଜନସାଧାରଣଙ୍କୁ ସୁଯୋଗ ମିଳିବ।

ତେବେ ଏଥିପାଇଁ ଗାଇଡ୍‌ଲାଇନ୍‌ରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଉଦ୍ୟାନକୁ ପ୍ରବେଶ ପାଇଁ କେବଳ ମୋବାଇଲ ଆପ୍‌ ମାଧ୍ୟରେ ପଞ୍ଜୀକରଣ କରିବାକୁ ପରାମର୍ଶ ଦିଆଯାଇଛି। ଉଦ୍ୟାନ ପରିଦର୍ଶନ ପାଇଁ କୌଣସି ପ୍ରବେଶ ଶୁଳ୍କ ଦେବାକୁ ହେବ ନାହିଁ। ସେହିପରି ଉଦ୍ୟାନ ପରିଦର୍ଶନ ପାଇଁ ପ୍ଲେ ଷ୍ଟୋର କିମ୍ୱା ଆପ୍‌ ଷ୍ଟୋରରୁ ଲୋକ ଭବନ ଓଡ଼ିଶାର ମୋବାଇଲ୍‌ ଆପ୍‌ ଡ଼ାଉନ୍‌ଲୋଡ୍‌ କରିପାରିବେ କିମ୍ୱା www.lokbhavan.odisha.gov.inରେ ଯାଇ କ୍ୟୁ ଆର୍‌ କୋଡ୍‌ ମାଧ୍ୟମରେ ମୋବାଇଲ ଆପ୍‌ ଲୋଡ୍‌ କରିପାରିବେ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶଗଡରେ ବିବାହ ପାଇଁ ଶାଶୁଘରକୁ ଆସିଲେ କନ୍ୟା: ରାତି ଅନିଦ୍ରା ହୋଇ ଶଗଡକୁ ସଜାଇଥିଲେ ବର

କବିସୂର୍ଯ୍ୟନଗର, ୨୮।୨(କୃପାସିନ୍ଧୁ ସ୍ବାଇଁ): ସମୟ ଥିଲା ବାହାଘର ପାଇଁ ଶଗଡ ବ୍ୟବହାର ହେଉଥିଲା। ଶଗଡରେ କନ୍ୟା ଆସୁଥିଲେ ବରଘରକୁ ଏବଂ ବାହାଘର ହେଉଥିଲା। ବାଲ୍ୟ ବିବାହ ସମୟରେ…

Sahara Refund: ଆଉ ୫୦ ହଜାର ନୁହେଁ, ଏବେ ୧୦ ଲକ୍ଷ ଟଙ୍କା ଯାଏ ଫେରସ୍ତ ପାଇଁ କରନ୍ତୁ ଆବେଦନ,୪୫ ଦିନରେ ଆସିବ ଟଙ୍କା; ଜାଣନ୍ତୁ…

ନୂଆଦିଲ୍ଲୀ,୨୭।୨: ସାହାରା ଇଣ୍ଡିଆରେ ଟଙ୍କା ରଖିଥିବା ନିବେଶକମାନଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି କେନ୍ଦ୍ର ସରକାର। ଏବେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜମା କରିଥିବା ନିବେଶକମାନେ ନିଜ…

ପୂର୍ବଶତ୍ରୁତାରୁ ଛୁରା ମାଡ଼ ଘଟଣା: ଛୁରି ଜବତ, ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୨୭।୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମରେ ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଘଟିଥିବା ଛୁରାମାଡ଼ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ତଦନ୍ତକାରୀ ଅଧିକାରୀ ପାଟପୁର ଥାନା ଆଇଆଇସି…

ମହିଳା ଆଥଲେଟ୍‌ଙ୍କ ହେବ ଏସ୍‌ଆରଓ୍ବାଇ ଜେନେ ଟେଷ୍ଟ, ଜାଣନ୍ତୁ…

ନୂଆଦିଲ୍ଲୀ,୨୭ା୨: ଜାତୀୟସ୍ତର ମହିଳା ପ୍ରତିଯୋଗିତାଗୁଡ଼ିକରେ ଯେପରି କେବଳ ବାୟୋଲଜିକାଲ ମହିଳାମାନେ ଅଂଶଗ୍ରହଣ କରିପାରିବେ ତାହାକୁ ନଜରରେ ରଖି ଆଥଲେଟିକ୍‌ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ) ପକ୍ଷରୁ ଚଳିତବର୍ଷ…

ରାଜ୍ୟରେ ଖୋଲିବ ଆଉ ୩ନୂତନ ମହାବିଦ୍ୟାଳୟ, ଜାଣନ୍ତୁ କେଉଁଠି…

ଭୁବନେଶ୍ୱର,୨୭।୨: ରାଜ୍ୟରେ ଖୋଲିବ ଆଉ ୩ଟି ନୂତନ ମହାବିଦ୍ୟାଳୟ। ବ୍ରହ୍ମପୁରର ଏକ କାର୍ଯ୍ୟକ୍ରମରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ସୂଚନା ଦେଇଛନ୍ତି। ଗୋଟିଏ ମତ୍ସ୍ୟ ବିଜ୍ଞାନ, ଗୋଟିଏ…

ଯାତ୍ରୀଙ୍କୁ ନେଇ ଯାଉଥିବାବେଳେ ହଠାତ୍‌ ରାସ୍ତା ମଝିରେ ଅଟକିଲା ଲକ୍ଷ୍ମୀ ବସ୍‌, ତା’ପରେ…

ଗଞ୍ଜାମ,୨୭।୨ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ଚଳାଚଳ କରୁଥିବା ଲକ୍ଷ୍ମୀ ବସ୍‌ ବିଭିନ୍ନ ସମୟରେ ବିଭିନ୍ନ ସମସ୍ୟା ଦେଇ ଗତି କରୁଥିଲେ ମଧ୍ୟ ବିଭାଗୀୟ…

‘ଭାରତୀୟ ଜ୍ଞାନ ପ୍ରଣାଳୀ: ବର୍ତ୍ତମାନର ଶାସନ ପାଇଁ ପ୍ରାସଙ୍ଗିକତା’ ଶୀର୍ଷକ ଜାତୀୟ ସମ୍ମିଳନୀ

ଭୁବନେଶ୍ୱର,୨୭।୨: ଉତ୍କଳ ବିଶ୍ୱବିଦ୍ୟାଳୟର ଲୋକ ପ୍ରଶାସନ ବିଭାଗ ଦ୍ୱାରା ‘ଭାରତୀୟ ଜ୍ଞାନ ପ୍ରଣାଳୀ: ଆଧୁନିକ ଶାସନ ବ୍ୟବସ୍ଥାରେ ପ୍ରାସଙ୍ଗିକତା’ ଶୀର୍ଷକ ଦୁଇଦିନିଆ ଜାତୀୟ ସମ୍ମିଳନୀର ଉଦଘାଟନ ଅନୁଷ୍ଠାନ…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ  ସ୍କୁଲରେ ଶିକ୍ଷକଙ୍କୁ ତାଲା ପକାଇଲେ ଗ୍ରାମବାସୀ 

ବାଲେଶ୍ୱର, ୨୭।୨( ବାଞ୍ଛାନିଧି ଦେ ): ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ବିଦ୍ୟାଳୟରେରେ ଶିକ୍ଷକଙ୍କୁ ତାଲା ପକାଇଲେ ଗ୍ରମବାସୀ ।  ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି।  ବାଲେଶ୍ବର ଜିଲା ସିଂଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri