ଜାଣନ୍ତୁ ଏଥର ବଜେଟ୍‌ରେ କ’ଣ  ରହିଛି

ନୂଆଦିଲ୍ଲୀ,୨୩।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ ଉପସ୍ଥାପନ କରିଛନ୍ତି। ଅଭିଭାଷଣ ଆରମ୍ଭରେ ଅର୍ଥମନ୍ତ୍ରୀ କହିଛନ୍ତି, ଲଗାତାର ତୃତୀୟ ଥର ପାଇଁ ମୋଦି ସରକାର କ୍ଷମତାକୁ ଆସିଛନ୍ତି। ଭାରତରେ ମୁଦ୍ରାସ୍ଫୀତି କ୍ରମାଗତ ଭାବେ ହ୍ରାସ ପାଉଛି। ଭାରତର ଅର୍ଥନୀତି ଦ୍ରୁତ ଗତିରେ ବଢୁଛି। ବଜେଟରେ ଅର୍ଥମନ୍ତ୍ରୀ ଅନେକ ବଡ଼ ଘୋଷଣା କରିଛନ୍ତି। ଯୁବ, ଶିକ୍ଷା, କୃଷି ଏବଂ ରୋଜଗାରର ଦକ୍ଷତା ବିକାଶ ଭଳି କ୍ଷେତ୍ରରେ ସେ ବଜେଟ୍‌ରେ ବିଶେଷ ଧ୍ୟାନ ଦେଇଛନ୍ତି। ଜେଟରେ ମହିଳା, ଚାଷୀ, ଯୁବବଗଙ୍କୁ ଗୁରୁତ୍ୱ ଦିଆଯାଇଛି । ଚାଷୀଙ୍କୁ ଉଚିତ ମୂଲ୍ୟ ଦେବାକୁ ସରକାର ପ୍ରତିଶୃତିବଦ୍ଧ । ମୁଦ୍ରାସ୍ପିତୀ ୪ ପ୍ରତିଶତ ରଖିବାକୁ ଆକଳନ । ୫ ବର୍ଷରେ ୪ କୋଟି ଯୁବବର୍ଗଙ୍କୁ ଚାକିରି ଦେବାକୁ ଲକ୍ଷ୍ୟ ରହିଛି । ଶିକ୍ଷା, ରୋଜଗାର ଓ ଦକ୍ଷତା ବୃଦ୍ଧିକୁ ଗୁରୁତ୍ୱ। ନିଯୁକ୍ତି, ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୧ ଲକ୍ଷ ୪୮ ହଜାର କୋଟି ବ୍ୟବସ୍ଥା ।
ଅନ୍ୟପକ୍ଷେ ବଜେଟ୍‌ରେ ୧୦ ଟି ବଡ଼ ଖବର  ରହିଛି ସେଗୁଡିକ ହେଲା
୩- ପିଏମ ଆବାସରେ ୩ କୋଟି ଘର
୪- କୃଷି ପାଇଁ ୧.୫୨ ଲକ୍ଷ କୋଟି
୫- ୫ ରାଜ୍ୟରେ କିଷାନ କ୍ରେଡିଟ କାର୍ଡ
୬- ୧୨ ନୂଆ ଇଣ୍ଡଷ୍ଟ୍ରିଆଲ ହବ ପାଇଁ ମଞ୍ଜୁରୀ
୭- ସୁନା, ରୂପା, ପ୍ଲାଟିନମ, ମୋବାଇଲ ଶସ୍ତା
୮- ଓଡିଶାର ପର୍ଯ୍ୟଟନସ୍ଥଳକୁ ବିଶ୍ୱସ୍ତରୀୟ କରାଯିବ
୯- ମହାକାଶ ଅର୍ଥନୀତି ପାଇଁ ୧୦୦୦ କୋଟି
୧୦- ୫ କୋଟି ଆଦିବାସୀଙ୍କ ପାଇଁ ଉନ୍ନତ ଗ୍ରାମ

Enter your email to get our daily news in your inbox.

All Right Reserved By Dharitri.Com

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?