ରାତି ପାହିଲେ ସାବିତ୍ରୀ: ଜାଣନ୍ତୁ କ’ଣ ରହିଛି ଫଳ ରେଟ୍‌

ଭୁବନେଶ୍ୱର,୨୫।୫: ରାତି ପାହିଲେ ସାବିତ୍ରୀ, ସବୁଠି ଚଳଚଞ୍ଚଳ, ଫଳ ବଜାର କୁହ କି ଶାଢ଼ି ଦୋନ, ଅବା ଲେଡିସ୍‌ କର୍ଣ୍ଣର ସବୁଠି ଭିଡ଼। ବର୍ଷକେ ଥରେ ଆସୁଛି ସାବିତ୍ରୀ ସ୍ବାମୀଙ୍କ ଶୁଭ ମନାସି ମହିଳା ରଖିଥାନ୍ତି ଏହି ବ୍ରତ। ଅନ୍ୟପଟେ ଫଳଦର ମଧ୍ୟ ଆକାଶ ଛୁଆଁ ହୋଇଯାଇଛି। ତେବେ ଏବର୍ଷ ବର୍ଷା ସାବିତ୍ରୀକୁ ସାମାନ୍ୟ ଫିକା କରିଦେଇଛି । ମୌସୁମୀ କେରଳ ଛୁଇଁବା ପରେ ପାଗ ଅନୁକୂଳ ରହିଛି। ଶନିବାର ରାଜ୍ୟର କେତେକ ସ୍ତାନରେ ବର୍ଷା ହୋଇଥିବାରୁ କିଛିଟା ଅଂଶରେ ସାବିତ୍ରୀ ବଜାର ଫିକା ପଡ଼ିଛି। ଦାନା ବାନ୍ଧୁଥିବା ଲଘୁଚାପ ବର୍ଷା ସାବିତ୍ରୀକୁ ଏବର୍ଷ ଗୋଟିଏ ପ୍ରକାର ଫିକା କରି ସାରିଛି।

ଅନ୍ୟପକ୍ଷେ ଏହାର ପ୍ରଭାବରେ ବର୍ଷା ହେବ ୨୭ ତାରିଖ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ବଙ୍ଗୋପାସଗରରେ ଲଘୁଚାପ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି। ଏହାର ପ୍ରଭାବରେ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଏ ନେଇ ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି , ପବନ ମଧ୍ୟ ବହିବାର ଆଶଙ୍କା କରାଯାଉଛି।

ତେବେ ଫଳ ରେଟ ଦେଖିବାକୁ ଗଲେ ଆମ୍ବ କିଲୋ ପିଚ୍ଛା ୧୦୦ ଟଙ୍କାରୁ ଊର୍ଦ୍ଧ୍ୱ ରହିଥିବା ବେଳେ ସେଓ ୨୦୦ରୁ ଆରମ୍ବ ହୋଇ ଊର୍ଦ୍ଧ୍ୱ ରହିଛି, ସପୁରୀ ଗୋଟାପିଛା ୫୦ ଟଙ୍କା ରହିଛି। ଡାଳିମ୍ବ ୨୦୦ରୁ ଊର୍ଦ୍ଧ୍ୱ ରହିଛି, ଲିଚୁ ୨୪୦ରୁ ଅଧିକ ରହିଛି। ଅନ୍ୟପକ୍ଷେ ନଡ଼ିଆ ଗୋଟା ୪୦ ରହିଛ, କଦଳୀ ଡର୍ଜନ ୯୦ରୁ ଆରମ୍ବ ହୋଇଛି। ପଣସ ୧୦୦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri