ଜାଣନ୍ତୁ ଭବିଷ୍ୟତ ଲକ୍ଷ୍ୟ ସମ୍ପର୍କରେ କ’ଣ କୁହନ୍ତି କେନ୍ଦୁଝର ଜିଲା ଟପ୍ପର

କେନ୍ଦୁଝର,୧୯।୮(ସ୍ବ.ପ୍ର.): ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ତେବେ କେନ୍ଦୁଝର ଜିଲାରେ ପାସହାର ୬୫.୯୪ ପ୍ରତିଶତ ରହିଛି। ତେବେ ସ୍ଥାନୀୟ କେନ୍ଦୁଝର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ର ବିଷ୍ଣୁ ପରିଡା ରାଜ୍ୟରେ ୧୩ ତମ ସ୍ଥାନ ଗ୍ରହଣ କରିଥିବା ବେଳେ ଜିଲା ଟପ୍ପର ହୋଇଛନ୍ତି। ସେ ଭବିଷ୍ୟତରେ ଜଣେ ଚାଟାର୍ଡ ଆକାଉଣ୍ଟାଣ୍ଟ ହେବାକୁ ଲକ୍ଷ୍ୟ ରଖିଛନ୍ତି। ତେବେ ଏହି ସଫଳତା ପାଇଁ ବାପା ମା’ ଓ ଶିକ୍ଷକମାନଙ୍କୁ ଶ୍ରେୟ ଦେଇଛନ୍ତି। ମନଦେଇ ପାଠ ପଢିଲେ ସବୁ କିଛି ସମ୍ଭବ ହୋଇଥାଏ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲିଙ୍ଗରାଜଙ୍କ ବିବାହ ସମ୍ପନ୍ନ: ସାମିଲ ହେଲେ ୨୦୦ରୁ ଊର୍ଦ୍ଧ୍ୱ ବରଯାତ୍ରୀ

ପୁରୁଣା ଭୁବନେଶ୍ୱର, ୮ା୬ (ଡି.ଏନ.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜ ସହ ମା’ ପାର୍ବତୀଙ୍କ ପାରମ୍ପରିକ ରୀତିରେ ବିବାହ କାର୍ଯ୍ୟ ଶୁକ୍ରବାର ବିଳମ୍ବିତ ରାତିରେ ସମ୍ପନ୍ନ ହୋଇଛି। ଶ୍ରୀଲିଙ୍ଗରାଜଙ୍କ...

କଂଗ୍ରେସ ରାଲିରେ ଯୋଗ ଦେଇଥିବା ଯୁବକଙ୍କୁ ହତ୍ୟା:କୁସୁମପାଣି ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର

ଝରିଗାଁ,୧୭।୪(ସ୍ବ.ପ୍ର)-କଂଗ୍ରେସ ରାଲିରେ ଯୋଗ ଦେବାକୁ ଆସିଥିବା ଜଣେ ଯୁବକ ନିଖୋଜ ହେବାର ୮ ଦିନ ପରେ ବୁଧବାର ତାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କୁ...

ଯୋଡ଼ା ଗଣବଳାତ୍କାର ମାମଲା: ଏସ୍‌ପିଙ୍କୁ ଏନ୍‌ଏଚ୍‌ଆରସି ମାଗିଲେ ଅତିରିକ୍ତ ସୂଚନା

କେନ୍ଦୁଝର,୩ା୧୦(ସ୍ବ.ପ୍ର.): ଯୋଡ଼ା ଗଣବଳାତ୍କାର ମାମଲାରେ ପୀଡ଼ିତାଙ୍କ ପରିବାରଙ୍କୁ କ୍ଷତିପୂରଣ ପ୍ରଦାନ ନେଇ ଜାତୀୟ ମାନବାଧିକାର କମିଶନ କେନ୍ଦୁଝର ଏସ୍‌ପିଙ୍କୁ ଚିଠି କରି ଅତିରିକ୍ତ ସୂଚନା ମାଗିଛନ୍ତି...

କରୋନା ମୃତକଙ୍କ ପାଇଁ ନିୟମାବଳୀ: ଶବ ସଂସ୍କାର ବେଳେ ଉପସ୍ଥିତ ରହିପାରିବେ ସମ୍ପର୍କୀୟ

ଭୁବନେଶ୍ୱର,୨୬।୭(ବ୍ୟୁରୋ): କୋଭିଡ୍‌-୧୯ ଆକ୍ରାନ୍ତ ମୃତକଙ୍କ ଶବ ସତ୍କାରକୁ ନେଇ ବିଭିନ୍ନ ସମୟରେ ସମସ୍ୟା ସୃଷ୍ଟି ହେଉଛି। ସତ୍କାର ନ ହୋଇ ମୃତଦେହ ବହୁ ସମୟ ଧରି...

୭୦ ବର୍ଷ ପରେ ସୁବର୍ଣ୍ଣ ନାଗାଭରଣ ବେଶ

ଢେଙ୍କାନାଳ ଅଫିସ, ୧୪।୮ ରାଜ୍ୟର ପ୍ରସିଦ୍ଧ ଶୈବକ୍ଷେତ୍ର କପିଳାସ ପୀଠ ପାଇଁ ଶୁକ୍ରବାର ଥିଲା ଐତିହାସିକ ଦିନ। କାରଣ ଦୀର୍ଘ ୭୦ବର୍ଷ ପରେ ଅନୁଷ୍ଠିତ ହୋଇଥିଲା...

୧୭ରୁ ଝୁଲଣ ଯାତ୍ରା ଆରମ୍ଭ

ପୁରୀ ଅଫିସ, ୧୫।୮: ଆସନ୍ତା ୧୭ ତାରିଖଠାରୁ ମଠବାଡ଼ି ଓ ଶ୍ରୀମନ୍ଦିରରେ ଆରମ୍ଭ ହେବ ବର୍ଷାକାଳୀନ ରାସ ତଥା ଝୁଲଣ ଯାତ୍ରା। ଏହା ୭ଦିନ ବ୍ୟାପୀ...

ତୀର୍ଥ ପୁଷ୍କରିଣୀରେ ସ୍ନାନ ସାରି ଶ୍ରୀକ୍ଷେତ୍ର ପରିକ୍ରମା କଲେ ସାଧୁସନ୍ଥ

ପୁରୀ ଅଫିସ,୧୭।୧୧: ମାର୍ଗଶୀର ଶୁକ୍ଳ ପଞ୍ଚମୀରେ ଶ୍ରୀକ୍ଷେତ୍ରରେ ପଞ୍ଚତୀର୍ଥ ଓ ଶ୍ରୀକ୍ଷେତ୍ର ପରିକ୍ରମାର ବିଧି ରହିଛି। ଏହି ପରିକ୍ରମା ଶ୍ରୀଚୈତନ୍ୟଙ୍କ ସମୟରୁ ଆରମ୍ଭ ହୋଇଛ। କାର୍ତ୍ତିକ...

ଗଙ୍ଗାଧର ଉଠା ଜଳସେଚନ ପ୍ରକଳ୍ପ ଟେଣ୍ଡରକୁ ଅନୁମୋଦନ

ଭୁବନେଶ୍ୱର, ୧୦ା୨(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ର ବିସ୍ତୃତ ପ୍ରକଳ୍ପ ରିପୋର୍ଟରେ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ପାଇଁ ଆବଶ୍ୟକ ହେଉଥିବା ଜଳ ବରଗଡ ମୁଖ୍ୟ କେନାଲର...

Advertisement


Archives

Model This Week