ଜାଣନ୍ତୁ ଭବିଷ୍ୟତ ଲକ୍ଷ୍ୟ ସମ୍ପର୍କରେ କ’ଣ କୁହନ୍ତି କେନ୍ଦୁଝର ଜିଲା ଟପ୍ପର

କେନ୍ଦୁଝର,୧୯।୮(ସ୍ବ.ପ୍ର.): ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ତେବେ କେନ୍ଦୁଝର ଜିଲାରେ ପାସହାର ୬୫.୯୪ ପ୍ରତିଶତ ରହିଛି। ତେବେ ସ୍ଥାନୀୟ କେନ୍ଦୁଝର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ର ବିଷ୍ଣୁ ପରିଡା ରାଜ୍ୟରେ ୧୩ ତମ ସ୍ଥାନ ଗ୍ରହଣ କରିଥିବା ବେଳେ ଜିଲା ଟପ୍ପର ହୋଇଛନ୍ତି। ସେ ଭବିଷ୍ୟତରେ ଜଣେ ଚାଟାର୍ଡ ଆକାଉଣ୍ଟାଣ୍ଟ ହେବାକୁ ଲକ୍ଷ୍ୟ ରଖିଛନ୍ତି। ତେବେ ଏହି ସଫଳତା ପାଇଁ ବାପା ମା’ ଓ ଶିକ୍ଷକମାନଙ୍କୁ ଶ୍ରେୟ ଦେଇଛନ୍ତି। ମନଦେଇ ପାଠ ପଢିଲେ ସବୁ କିଛି ସମ୍ଭବ ହୋଇଥାଏ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ଶିକ୍ଷାଧିକାରୀଙ୍କ ଉପରେ ବର୍ଷିଲେ ୩ ବିଧାୟକ

ଫୁଲବାଣୀ ଅଫିସ,୧୧ା୧ -ଜିଲା ଉନ୍ନୟନ ସମନ୍ବୟ ଏବଂ ମନିଟରିଂ କମିଟି (ଦିଶା) ବୈଠକ ଶୁକ୍ରବାର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପ୍ରଥମଥର...

ମାନବପ୍ରେମୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା: ବିଦ୍ୟାଶ୍ରୀଙ୍କ ମା’, ଭାଇଙ୍କୁ ଜିଆର୍‌ପି ପୋଲିସର ଜେରା

ଭୁବନେଶ୍ୱର,୧୮।୭(ବ୍ୟୁରୋ): ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା ଦିନକୁ ଦିନ ରୋଚକ ମୋଡ଼ ନେଉଛି। ଶନିବାର ଜିଆର୍‌ପି ପୋଲିସ ଆଦିତ୍ୟଙ୍କ ସ୍ତ୍ରୀ ବିଦ୍ୟାଶ୍ରୀଙ୍କ ମା’ ଏବଂ...

ଡିଆରଏମ୍‌ଙ୍କ ରୂପ୍‌ସା ଜଙ୍କଶନ ପରିଦର୍ଶନ: ୧୦ରେ ଆସିବେ ଜେନେରାଲ ମ୍ୟାନେଜର

ରୂପ୍‌ସା, ୮।୧(ଡି.ଏନ.ଏ.)-ଦକ୍ଷିଣ-ପୂର୍ବ ରେଳପଥର ଖଡ଼ଗପୁର ଡିଭିଜନର ରେଳବାଇ ମ୍ୟାନେଜର (ଡିଆରଏମ୍‌) ମନୋରଞ୍ଜନ ପ୍ରଧାନ ମଙ୍ଗଳବାର ତୃତୀୟଥର ପାଇଁ ବାଲେଶ୍ୱର ଜିଲା ଅଧିନ ରୂପ୍‌ସା ରେଳ ଜଙ୍କଶନ...

ଆଇପିଏସ୍‌ ଅଫିସର ପରିଚୟ ଦେଇ ୭୧ ହଜାର ଠକିନେଲେ

ଭୁବନେଶ୍ବର,୭ା୧୦(ବ୍ୟୁରୋ):ଆଇପିଏସ୍‌ ଅଫିସର ପରିଚୟ ଦେଇ ଅଶ୍ଳୀଳ ଭିଡିଓ ଭାଇରାଲ କରିବାର ଧମକ ଦେଇ ସାଇବର ଠକ ଜଣେ ଯୁବକଙ୍କଠାରୁ ୭୧ହଜାର ଟଙ୍କା ଠକି ନେଇଛନ୍ତି। ଠକାମିରେ...

ଗଞ୍ଜାମରେ ମନ୍ଦିର ବନ୍ଦ: ଘରେ ରହି ସାବିତ୍ରୀ ବ୍ରତ ପାଳିଲେ ମହିଳା

ଛତ୍ରପୁର,୧୦ା୬(ଡି.ଏନ୍‌.ଏ.): କରୋନା ସଂକ୍ରମଣ ଯୋଗୁ ଗଞ୍ଜାମ ଜିଲାରେ ଆଗୁଆ ପଦକ୍ଷେପ ନିଆଯାଇ ୨ ମାସ ହେଲା ସବୁ ମନ୍ଦିର ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିଛି। ଫଳରେ...

ହାଜିପୁର ମଣ୍ଡଳ ଭାଜପାର ସାଙ୍ଗଠନିକ ବୈଠକ: ସିଏଏ ସମ୍ପର୍କରେ ଲୋକଙ୍କୁ ସଚେତନ କରିବାକୁ ନିଷ୍ପତ୍ତି

ବାଲିଆ,୧୩ା୧: ବିରିଡ଼ି ବ୍ଲକ ଅଧୀନ ହାଜିପୁର ମଣ୍ଡଳ ଭାଜପାର ଏକ ସାଙ୍ଗଠନିକ ବୈଠକ ଅଲାଣ୍ଡୋସ୍ଥିତ ଜାଗୁଳାଇ ମନ୍ଦିର ପ୍ରାଙ୍ଗଣରେ ରବିବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମଣ୍ଡଳର...

୪୦ ହଜାର ଟଙ୍କା ଜରିମାନା ଆଦାୟ

ଅନୁଗୋଳ ଅଫିସ, ୨୬।୪ – ଅନୁଗୋଳ ପୋଲିସ ପକ୍ଷରୁ ଶନିବାର ଥାନା ଛକରେ ଗାଡ଼ି ଯାଞ୍ଚ କରାଯାଇ ୫୦ ଜଣଙ୍କଠାରୁ ୪୦ ହଜାର ଟଙ୍କାର ଜରିମାନା...

ଫ୍ରିଜ୍‌ ମରାମତି ଦୋକାନରେ ନିଆଁ : ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି

ବାଲେଶ୍ୱର ଅଫିସ, ୨୫।୫: -ବାଲେଶ୍ୱର ସହରସ୍ଥିତ ତେଲେଙ୍ଗାସାହି ରାସ୍ତାର ମ୍ୟୁନିସିପାଲିଟି କମ୍ପ୍ଲେକ୍ସରେ ଥିବା ଏକ ଫେବ୍ରିକ୍‌ ୟୁନିଟ୍‌ରେ କୌଣସି କାରଣରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର...

Advertisement
Archives

Model This Week