ଜାଣନ୍ତୁ କରୋନା ଟିକା ନେବା ପରେ କ’ଣ କରିବା ଉଚିତ୍‌

ନୂଆଦିଲ୍ଲୀ,୧୬।୧: ଏବେ କରୋନା ବିରୋଧରେ ଆରମ୍ଭ ହୋଇଛି ଜୋରଦାର ଲଢ଼େଇ। ଦୀର୍ଘଦିନ ପ୍ରଚେଷ୍ଟା ପରେ ଶନିବାରଠାରୁ ସମଗ୍ର ଦେଶରେ ଆରମ୍ଭ ହୋଇଛି ଟିକାକରଣ। ଟିକା ଆସିବା ପରେ ଲୋକେ ଆଶ୍ୱସ୍ତି ହୋଇଛନ୍ତି ସତ ମାତ୍ର ବୈଜ୍ଞାନିକଙ୍କ କହିବାନୁଯାୟୀ, ଟିକା ନେବା ପରେ ମଧ୍ୟ ଆପଣଙ୍କୁ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ। ମାସ୍କ ପିନ୍ଧିବା ଜରୁରୀ ଅଟେ। ଏଥିପାଇଁ ବୈଜ୍ଞାନିକମାନେ ଏକ କାରଣ ମଧ୍ୟ ଦର୍ଶାଇଛନ୍ତି।
କାରଣ କରୋନା ମହାମାରୀ ବିରୋଧରେ ଟିକା ସୁରକ୍ଷିତ କି ନୁହେଁ, ବର୍ତ୍ତମାନ ସଠିକ୍‌ ଭାବେ ଜଣାପଡ଼ିନାହିଁ। ଏବେ ଆମେ ନିଶ୍ଚିତ ନୋହୁଁ ଯେ, ଟିକା ନେବା ପରେ ଲୋକଙ୍କ ଦ୍ୱାରା ସଂକ୍ରମଣ ବ୍ୟାପିବ କି ନାହିଁ ।

କାଲିଫର୍ନିଆ ୟୁନିଭରସିଟିର ୟୁରୋକୋମିଷ୍ଟ ଉମା କର୍‌ମାକର କହିଛନ୍ତି, ଲୋକଙ୍କୁ ନିଜ ଜୀବନକୁ ସରଳ କରିବା ପାଇଁ ଏତେ ସହଜ ନୁହେଁ। ଟିକା ନେବା ପରେ ଏହା ଧୀରେ ଧୀରେ କମିବ। ବିଶେଷଜ୍ଞମାନେ କୁହନ୍ତି, ଯେକୌଣସି ଟିକା ନେଲେ ବି ସାଧାରଣ ଭାବେ ଜ୍ୱର ହେବା କିମ୍ବା ବ୍ୟଥା ହୋଇଥାଏ। ତେବେ ଏଥିରେ ଆଦୌ ଭୟଭୀତ ହେବା ଉଚିତ୍‌ ନୁହେଁ। ସବୁ ଜିନିଷରେ ସଫଳତା ପାଇବାକୁ ହେଲେ ଧୈର୍ଯ୍ୟର ସହ ଅପେକ୍ଷା କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

DA Hike Alert: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ୨୮ ଅକ୍ଟୋବରରେ ଡିଏ ଘୋଷଣା! କେତେ ବଢ଼ିବ ଦରମା?

ନୂଆଦିଲ୍‌ଲୀ,୨୫।୧୦:କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ଅପେକ୍ଷା ଆହୁରି ଲମ୍ୱା ହେବାରେ ଲାଗିଛି। ଜୁଲାଇ ୨୦୨୬ ପାଇଁ ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ସହାୟତା (DR) ବୃଦ୍ଧି…

କୁମାର ପୂର୍ଣ୍ଣିମାରେ ଚମକିବ ୩ ରାଶିଙ୍କ ଭାଗ୍ୟ; ହୁ ହୁ ବଢିବ ଧନ, ଯାଚିକି ଟଙ୍କା ଦେବେ ଲୋକ…

ଆଜି ୨୫ ଅକ୍ଟୋବର ୨୦୨୬ ରବିବାର ଦିନ ଶରତ ପୂର୍ଣ୍ଣିମା (କୁମାର ପୂର୍ଣ୍ଣିମା) ପଡ଼ୁଛି। ଆଜି ଶରତ ପୂର୍ଣ୍ଣିମା ଅବସରରେ ଗ୍ରହମାନଙ୍କ ସଂଯୋଗରୁ ଅନେକ ଶୁଭ ଯୋଗ…

ବିଲ ହିଡ଼ଦେଇ ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର

ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ହାତରେ ବହି, ଆଖିରେ ପଢ଼ିବାର ସ୍ୱପ୍ନ। ହେଲେ ସ୍କୁଲ ଯିବା ବାଟରେ ପାଦେ ପାଦେ ବିପଦ। କେଉଁଠି କାଦୁଅ ଓ ଖାଲଖମା ତ ଆଉ…

ଆଦିବାସୀଙ୍କ ସେବାରେ ନିୟୋଜିତ ଡାକ୍ତର ଏବେ ଜେଲରେ

ଭବାନୀପାଟଣା,୨୫ା୧୦(ଉତ୍ତମ କୁମାର ଦାଶ):ଆଦିବାସୀଙ୍କ ଚିକିତ୍ସା ସେବା ପାଇଁ ମୁମ୍ୱାଇ ଛାଡ଼ି କଳାହାଣ୍ଡିକୁ ଚାଲି ଆସିଥିଲେ ଡାକ୍ତର ରାଣ୍ଡାଲ ସେକ୍ୟୁରା। ଦୁର୍ଗମ ଅଞ୍ଚଳରେ ପହଞ୍ଚତ୍ ମ୍ୟାଲେରିଆ ଓ ଯକ୍ଷ୍ମା…

ଆଜି ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୫।୧୦ (ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେ ଅପରାହ୍ନ ୨ଟା ୪୫ ମିନିଟ୍‌ ସମୟରେ ଉତ୍ତରପ୍ରଦେଶର ବାରାଣସୀ…

ଆକାଶଛୁଆଁ ଦାମ: ୭ ହଜାରରେ ପହଞ୍ଚିଲା ଗ୍ୟାସ ସିଲିଣ୍ଡର, ଇରାନ ରୋକିଲା ସପ୍ଲାଏ!

ନୂଆଦିଲ୍ଲୀ, ୨୫।୧୦: ବିଶ୍ୱର ବିଭିନ୍ନ ଦେଶ ଆଗରେ ହାତ ପତାଉଥିବା ପାକିସ୍ତାନର ସ୍ଥିତି ଏବେ ଅତ୍ୟନ୍ତ ଦୟନୀୟ। ମହଙ୍ଗା ମାଡ଼ ଓ ଆର୍ଥିକ ସଙ୍କଟ ପାକିସ୍ତାନକୁ ଅନ୍ୟ…

ଆନ୍ଧ୍ରରେ ମାଡ଼ହେବ ବାତ୍ୟା, ଓଡ଼ିଶାରେ ବର୍ଷା

ଭୁବନେଶ୍ୱର,୨୫ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ଇତିମଧ୍ୟରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ରାତିରେ ଅବପାତରେ ପରିଣତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ରବିବାର…

ନଭେମ୍ବର ୨ରେ ଗଜକେଶରୀ ଯୋଗ: ବଢିବ ୪ ରାଶିର ଧନ, ଜାଣନ୍ତୁ ସେହି ଭାଗ୍ୟଶାଳୀ ରାଶି କିଏ…

ନୂଆଦିଲ୍ଲୀ, ୨୫।୧୦: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନଭେମ୍ବର ୨ ତାରିଖ ସକାଳେ ଚନ୍ଦ୍ରମା କର୍କଟ ରାଶିରୁ ବାହାରି ସିଂହ ରାଶିରେ ପ୍ରବେଶ କରିବେ। ସିଂହ ରାଶିରେ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?