ଜାଣନ୍ତୁ କେଉଁଠି ହେବ ଲଭ୍‌ବାର୍ଡଙ୍କ ରିସେପ୍ସନ

ବଲିଉଡ୍‌ ଅଭିନେତା ରଣବୀର କପୁର ଓ ଆଲିଆ ଭଟ୍ଟଙ୍କ ବିବାହ ଧୁମ୍‌ଧାମ୍‌ରେ ହୋଇଯାଇଛି। ୫ବର୍ଷର ସମ୍ପର୍କକୁ ଦୁହେଁ ଅଫିସିଆଲ କରିଛନ୍ତି। ତାଙ୍କ ବିବାହକୁ ନେଇ ପ୍ରଶଂସକ ଶୁଭେଚ୍ଛା ଜଣାଇଛନ୍ତି। ପରିବାର ଏବଂ ଘନିଷ୍ଠ ବନ୍ଧୁଙ୍କ ଗହଳିରେ ଦୁହିଁଙ୍କ ବିବାହ ସରିଛି।

ବର୍ତ୍ତମାନ ଏହାରି ଭିତରେ ଏକ ବଡ ଖବର ସାମ୍ନାକୁ ଆସିଛି ଯେ, ଆଲିଆ-ରଣବୀରଙ୍କ ରିସେପ୍ସନ ବାସ୍ତୁ ଆପାରମେଣ୍ଟରେ ହେବ। ପୂର୍ବରୁ ତାଜ କୋଲାବାଠାରେ ହେବାକୁ ଯାଉଥିଲା। ତେବେ ଦୁହିଁଙ୍କ ରିସେପ୍ସନରେ ବଲିଉଡର ସମସ୍ତ ସେଲିବ୍ରିଟିମାନେ ସାମିଲ, ହେବେ ଯେଉଁଥିପାଇଁ ସ୍ବତନ୍ତ୍ର ଭାବେ ଅତିଥିମାନଙ୍କୁ ନିମନ୍ତ୍ରଣ ପଠାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଲୁଟେ କୋଇ ମନ୍‌ କା ନଗର…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଜୟା ବଚ୍ଚନଙ୍କୁ ଶୁକ୍ରବାର ୭୩ ବର୍ଷ ପୂରଣ ହୋଇଛି। ସେ ୧୯୪୮ ଏପ୍ରିଲ ୯ରେ ଜବଲପୁରଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ...

ମାତ୍ର ୧୩ ବର୍ଷ ବୟସରୁ ହିଁ ଏହି ଅଭିନେତ୍ରୀ ମା’ ଚରିତ୍ରରେ ଆସିଥିଲେ ନଜର

ମୁମ୍ବାଇ: ନିଜର ଦମ୍‌ଦାର ଅଭିନୟ ଓ ଡ୍ୟାନ୍ସରେ ସମସ୍ତଙ୍କୁ ବାନ୍ଧି ରଖିଥିବା ବଲିଉଡ୍‌ର ଚାନ୍ଦିନୀଙ୍କ ମଙ୍ଗଳବାର ଜନ୍ମଦିନ। ୧୩ ଅଗଷ୍ଟ ୧୯୬୩ ଶିବକାଶୀରେ ଅଭିନେତ୍ରୀ ଶ୍ରୀଦେବୀଙ୍କ...

କରୋନା ଟିକା ନେଲେ ‘ଡ୍ରିମ୍‌ଗର୍ଲ’, ଫଟୋ ଭାଇରାଲ

ମୁମ୍ବାଇ,୬।୩: ବଲିଉଡ୍‌ର ‘ଡ୍ରିମଗର୍ଲ’ ତଥା ମଥୁରା ଏମ୍‌ପି ହେମାମାଳିନୀ କରୋନା ଭାଇରସରୁ ରକ୍ଷା ପାଇବା ପାଇଁ ଶନିବାର ଟିକା ନେଇଛନ୍ତି। ଏହି କଥା ନିଜେ ହେମାମାଳିନୀ...

ସୋସିଆଲ ମିଡିଆରେ ସ୍ମୃତି ଇରାନୀ ଶେୟାର କଲେ ୨୦ତମ ବିବାହ ବାର୍ଷିକୀ ଫଟୋ, ସ୍ବାମୀଙ୍କ ପାଇଁ ଲେଖିଲେ ଏମିତି କିଛି…

ଅଭିନେତ୍ରୀ ତଥା କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ସୋସିଆଲ ମିଡିଆରେ ୨୦ତମ ବିବାହ ବାର୍ଷିକୀର ଫଟୋ ଶେୟାର କରିଛନ୍ତି। ଏଥିରେ ସେ ତାଙ୍କ ସ୍ବାମୀଙ୍କ ସହ କିଛି...

ସ୍ବାମୀଙ୍କୁ ପ୍ରବଳ ଗାଳି ଦେଇଥିଲେ ଶିଳ୍ପା

ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ଅଶ୍ଳୀଳ ଫିଲ୍ମ ନିର୍ମାଣ ମାମଲାରେ ଗିରଫ ହେବା ପରେ ପ୍ରତିଦିନ ପୋଲିସର କ୍ରାଇମ ବ୍ରାଞ୍ଚ ଟିମ...

ହୃଦୟ ଜିତିଲେ ଜୁନିଅର୍‌ ଏନ୍‌ଟିଆର୍‌

୯୫ତମ ଓସ୍କାର ପୁରସ୍କାର ଉପରେ ସମସ୍ତ ଭାରତୀୟଙ୍କ ନଜର ରହିଛି। ଏହି ପୁରସ୍କାର ସମାରୋହ ସମସ୍ତ ଦେଶବାସୀଙ୍କ ପାଇଁ ଏକ ଗର୍ବର ମୁହୂର୍ତ୍ତ ହେବାକୁ ଯାଉଛି।...

ତୁମ ବିନା ଜୀବନ ନାହିଁ; ଅପେକ୍ଷା କରିଛି ଫେରିଆସ

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପ୍ରଥମ ମୃତ୍ୟୁ ବାର୍ଷିକୀରେ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ ଏକ ଭାବପ୍ରବଣ ନୋଟ ଲେଖି ତାଙ୍କୁ ସ୍ମରଣ କରିଛନ୍ତି। ଏହି ପୋଷ୍ଟରେ...

ମାତ୍ର ୪ ବର୍ଷ ଫିଲ୍ମ କ୍ୟାରିୟରରେ ସୁପରଷ୍ଟାର ହୋଇଛନ୍ତି ଏହି ଅଭିନେତ୍ରୀ

ଦକ୍ଷିଣ ଭାରତୀୟ ସିନେମାରେ ଅନେକ ହିଟ୍‌ ଅଭିନେତ୍ରୀ ଅଛନ୍ତି। ଯେଉଁଥିରେ ଅନୁଷ୍କା ସେଟ୍ଟୀଠାରୁ ସାମନ୍ତା ଆକ୍କିନେନି ପର୍ଯ୍ୟନ୍ତ ଅନ୍ତର୍ଭୁକ୍ତ। ମାତ୍ର ଜଣେ ଏପରି ଅଭିନେତ୍ରୀ ଅଛନ୍ତି...

Advertisement
Archives

Model This Week