ଘରେ ଦର୍ପଣକୁ କେଉଁଠି ରଖିବେ, ଜାଣନ୍ତୁ କ’ଣ କୁହେ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ଗୃହରେ ଶାନ୍ତି ବଜାୟ ରଖିବା ପାଇଁ ଦର୍ପଣର ଅନେକ ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି। ତେବେ ଘରର କେଉଁ ସ୍ଥାନରେ ଦର୍ପଣ ରଖିଲେ କି ପ୍ରକାରର ଶୁଭଫଳ ମିଳିଥାଏ ଆସନ୍ତୁ ଜାଣିବା ସେ ସମ୍ପର୍କରେ…

*ଯେହେତୁ ଉତ୍ତର ଦିଗର ସ୍ବାମୀ ହେଲେ ଭଗବାନ କୁବେର ଏବଂ ପୂର୍ବ ଦିଗର ସ୍ବାମୀ ଭଗବାନ ସୂର୍ଯ୍ୟ ଅଟନ୍ତି। ତେଣୁ ଏହି ଦୁଇ ଦିଗରେ ଦର୍ପଣ ଲଗାଇବା ଶୁଭ ହୋଇଥାଏ।

*କିନ୍ତୁ ଭୁଲ୍‌ରେ ବି ଦକ୍ଷିଣ କିମ୍ବା ପଶ୍ଚିମ ଦିଗରେ ଦର୍ପଣ ଲଗାଇବା କିମ୍ବା ରଖିବା ଠିକ୍‌ ନୁହେଁ। କାରଣ ଦକ୍ଷିଣ ଦିଗର ସ୍ବାମୀ ହେଲେ ପ୍ରଭୁ ଯମରାଜ ଏବଂ ପଶ୍ଚିମ ଦିଗର ଦେବତା ହେଲେ ଶନିଦେବ। ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି ଯେ, ଯଦି ଏହି ଦୁଇ ଦିଗରେ ଦର୍ପଣ ଲଗାଯାଏ; ତା’ହେଲେ ଗୃହରେ ସର୍ବଦା ଅଶାନ୍ତି ଲାଗି ରହିଥାଏ।

*ଦର୍ପଣକୁ ସର୍ବଦା ସଫାସୁତୁରା ରଖିବା ଦରକାର। ତା’ସହିତ ଧ୍ୟାନ ଦେବେ ଦର୍ପଣରେ ଯେମିତି କୌଣସି ବିପଦପୂର୍ଣ୍ଣ ବସ୍ତୁ ବା ଅଶୁଭ ବସ୍ତୁର ପ୍ରତିଫଳନ ହେଉ ନ ଥିବ। ଯେମିତି କି: ଛୁରି, କିଛି ବି ମାରଣାସ୍ତ୍ର, ଗ୍ୟାସ, ଡଷ୍ଟବିନ୍‌ର ଅଳିଆ ଆବର୍ଜନା, ଖରାପ ହୋଇଯାଇଥିବା କୌଣସି ବସ୍ତୁ ଇତ୍ୟାଦି। କାରଣ ଏହାଦ୍ୱାରା ଗୃହରେ ନକାରାତ୍ମକ ଊର୍ଜା ଉପତ୍ନ୍ନ ହୋଇଥାଏ।

*ଦୁଇଟି ଦର୍ପଣକୁ କେବେ ବି ସାମ୍ନାସାମ୍ନି ରଖିବା ଠିକ୍‌ ନୁହେଁ। କାରଣ ଏହାଦ୍ୱାରା ପରିବାରରେ ସନ୍ଦେହର ବାତାବରଣ ସୃଷ୍ଟି ହୋଇଥାଏ ବୋଲି ବିଶ୍ୱାସ କରାଯାଏ।

 


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri