ବର୍ତ୍ତମାନ ସୁଦ୍ଧା କେଉଁ ଦଳ କେତେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି, ଆଉ ରହିଲା କେତେ ଜାଣନ୍ତୁ…

ଭୁବନେଶ୍ୱର,୨୦ା୪: ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ସମସ୍ତଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ି ଚାଲିଛି। ବିଶେଷକରି ଭୋଟରଙ୍କ ନଜର ତିନି ପ୍ରମୁଖ ଦଳ ଯଥା ବିଜେଡି,ଭାଜପା ଏବଂ କଂଗ୍ରେସ ଉପରେ ରହିଛି। ତେବେ ବର୍ତ୍ତମାନ ସୁଦ୍ଧା ଏହି ପ୍ରମୁଖ ଦଳ ସବୁ ପ୍ରାର୍ଥୀଙ୍କ ନାମ ଘୋଷଣା କରିନାହାନ୍ତି। ଆଉ କିଛି ଆସନରେ ପ୍ରାର୍ଥୀ ଚୟନ ହୋଇନାହିଁ। ଶନିବାର ବିଜେଡିର ତା’ର ଆଉ ୯ ପ୍ରାର୍ଥୀଙ୍କର ନାଁ ଘୋଷଣା କରିଥିବା ବେଳେ ବର୍ତ୍ତମାନ ୧୨୬ ଜଣଙ୍କ ନାଁ ଘୋଷଣା କରିଛି। ତେବେ ଏହି ତାଲିକା ୧୩୫କୁ ବୃଦ୍ଧି ପାଇଛି। ସେହିପରି କଂଗ୍ରେସ ବର୍ତ୍ତମାନ ସୁଦ୍ଧା ୧୨୮ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିବା ବେଳେ ଭାଜପା ବର୍ତ୍ତମାନ ସୁଦ୍ଧା ୧୩୧ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ବିଜେଡିର ଆଉ ୧୨ ଆସନରେ ପ୍ରାର୍ଥୀ ଦେବାକୁ ବାକି ଥିବାବେଳେ ଭାଜପା ୧୬ଟି ଏବଂ କଂଗ୍ରେସ ୩୧ ଆସନରେ ପ୍ରାର୍ଥୀ ଦେବା ପାଇଁ ବାକି ରଖିଛି। ତେବେ ଦେଖାଯାଉ ଏହି ୩ ପ୍ରମୁଖ ଦଳ କେବେ ତାଙ୍କର ସମ୍ପୂର୍ଣ୍ଣ ପ୍ରାର୍ଥୀ ତାଲିକା ଘୋଷଣା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri