ଆସିଲା ଖୁସିଖବର: ଜାଣନ୍ତୁ କେଉଁମାନେ ସାମିଲ ହେବେ ହେବେ ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ

ଭୁବନେଶ୍ୱର,୬।୭: କୃଷକଙ୍କ ପାଇଁ ଆସିଲା ଖୁସିଖବର। କୃଷକ ଭାଇ ମାନଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ ଯୋଗ୍ୟ କାଳିଆ ହିତାଧିକାରୀ ସାମିଲ ହେବେ । କୃଷି ବିଭାଗର ସମୀକ୍ଷା ବୈଠକ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଏନେଇ ସୂଚନା ଦେଇଛନ୍ତି ।
ଚାଷୀ ଆୟ ବୃଦ୍ଧି ପାଇଁ ସମୃଦ୍ଧ କୃଷକ ନୀତିକୁ ତୁରନ୍ତ କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ୱ ଦିଆଯାଇଛି।
ସେହିପରି ଚାଷୀଙ୍କ ପାଇଁ ରାଜ୍ୟରେ ୫୮ଟି ଶୀତଳ ଭଣ୍ଡାର। ପ୍ରତିଷ୍ଠା ହେବ ସବ-ଡିଭିଜନ ସ୍ତରରେ ଶୀତଳ ଭଣ୍ଡାର ପ୍ରତିଷ୍ଠା କରାଯିବ । ଚାଷୀଙ୍କ ଆୟ ବୃଦ୍ଧି ପାଇଁ ସମୃଦ୍ଧ କୃଷି ନୀତିକୁ ତୁରନ୍ତ ଲାଗୁ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?