Posted inଫୁରସତ

୧୩ ବର୍ଷର ଏହି ପିଲାକୁ ଦେଖିଲେ କାହିଁକି ମାରିବାକୁ ଗୋଡ଼ାଉଛନ୍ତି ଲୋକେ, ଜାଣନ୍ତୁ…

ଅନେକ ପ୍ରକାରର ରୋଗ ବିଷୟରେ ଆମେ ଶୁଣିଛୁ। ମାତ୍ର ମଧ୍ୟପ୍ରଦେଶରେ ରହୁଥିବା ୧୩ ବର୍ଷର ବାଳକ ଲଳିତ ପାଟିଦାରଙ୍କୁ ଏକ ଅଜବ ପ୍ରକାର ରୋଗ ହୋଇଛି। ଯାହା ଫଳରେ ତାଙ୍କ ମୁହଁର ଲୋମ ୫ ସେଣ୍ଟିମିଟର ଲମ୍ବା ହୋଇଯାଇଛି। ଏହି ରୋଗ ୨୦ ଲକ୍ଷ ଲୋକଙ୍କ ମଧ୍ୟରେ ଜଣଙ୍କୁ ହୋଇଥାଏ। ଲଳିତ ଏହି ରୋଗରେ ଆକ୍ରାର ହୋଇଥିଲେ ମଧ୍ୟ ଏଥିପାଇଁ ସେ ଆଦୌ ହେଲେ ଚିନ୍ତିତ ନୁହନ୍ତି। ସେ ସାଧାରଣ ପିଲା ଭଳି ସ୍କୁଲ ଯିବା, ଖେଳ କୁଦ କରିବା, ନିକ କାମ ଆଦି କରୁଛନ୍ତି।
ଏ ନେଇ ଲଲୀତ କୁହନ୍ତି, ଅଜଣା ଲୋକ ମାଙ୍କଡ଼ ବୋଲି ଡାକିବା ସହ ତାଙ୍କ ଉପରକୁ ପଥର ପକାଇଛନ୍ତିି। ମାତ୍ର ସେ ତାଙ୍କର ଏହି ରୂପକୁ ଗ୍ରହଣ କରିସାରିଛନ୍ତି। ଏହା ଦ୍ୱାରା ଲଳିତଙ୍କୁ ଡାହାଣ-ବାମକୁ ଦେଖିବାରେ ଅସୁବିଧା ହୋଇଥାଏ। ବେଳେବେଳେ ଇଚ୍ଛା ହୁଏ ସାଧାରଣ ପିଲାଭଳି ଦେଖାଯିବାକୁ । ମାତ୍ର କିଛି କରିହେବ ନାହିଁ। ସେଥିପାଇଁ ଯେମିତି ଅଛି ସେଥିରେ ଖୁସି ବୋଲି ଲଳିତ କୁହନ୍ତି। ଭବିଷ୍ୟତରେ ସେ ଜଣେ ପୋଲିସ ଅଫିସର ହେବାକୁ ଆଶା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷ ପରେ ବୁଧ-ମଙ୍ଗଳ ଗଠନ କରିବେ ଦଶାଙ୍କ ଯୋଗ: ମେଷ-କନ୍ୟା ସମେତ ଏହି ୫ ରାଶିଙ୍କ ସହ ଘଟିବ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୪ ଅଗଷ୍ଟ ୨୦୨୬ ଦିନ ଦ୍ୱିପ୍ରହର ୧୨ଟା ୩୭ ମିନିଟରେ ବୁଧ ଓ ମଙ୍ଗଳ ଗ୍ରହ ବର୍ଷ ପରେ ଦଶାଙ୍କ ଯୋଗ ଗଠନ…

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ଜଣଙ୍କୁ ମିଳିବ..

ଭୁବନେଶ୍ୱର,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା କରାଯାଇଛି। ଚଳିତ ବର୍ଷ ଓଡ଼ିଶାର ୧୭ ଜଣଙ୍କୁ ମିଳିବ ଏହି ପୁରସ୍କାର। ୫ ଜଣଙ୍କୁ…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ: ସ୍ବାଧୀନତା ଦିବସରେ ଦେଲେ ଯୁଦ୍ଧ ଧମକ

ଇସଲାମାବାଦ୍‌,୧୪।୮: ପାକିସ୍ତାନ ସ୍ବାଧୀନତା ଦିବସରେ ମଧ୍ୟ ଭାରତ ଧିରୋଧରେ ବିଷ ଓଗାଳିଥିଲା। ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ସ୍ବରୂପ ଭାରତର ‘ଅପରେଶନ ସିନ୍ଦୁର’ ଦ୍ୱାରା ଆରମ୍ଭ ହୋଇଥିବା…

ଆମେରିକାର ବଡ଼ ଅଭିଯୋଗ; ଚାଇନାକୁ ଟାରିଫ୍‌ରୁ ବଞ୍ଚାଉଛି ଭାରତ!

ଓ୍ବାଶିଂଟନ,୧୪।୮: ଆମେରିକା ପୁଣିଥରେ ଟାରିଫ୍‌ ପ୍ରସଙ୍ଗରେ ଭାରତକୁ ନେଇ ବଡ଼ ଅଭିଯୋଗ ଆଣିଛି। ଆମେରିକାର ଅଭିଯୋଗ ଅନୁସାରେ, ଭାରତ ସମେତ ୪୦ରୁ ଅଧିକ ଦେଶ କଥିତ ଭାବେ…

ଶନିଙ୍କ ନକ୍ଷତ୍ର ଗୋଚରରେ ଏହି ୪ ରାଶିଙ୍କ ଉପରେ ବଡ଼ ସଙ୍କଟ! ୯ ଅକ୍ଟୋବର ପର୍ଯ୍ୟନ୍ତ ରୁହନ୍ତୁ ସାବଧାନ, ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶନି ଗ୍ରହ ଆସନ୍ତା ୨୦ ଅଗଷ୍ଟ ୨୦୨୬, ଗୁରୁବାର ସନ୍ଧ୍ୟା ୭ଟା ୪୫ ମିନିଟରେ ରେବତୀ ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ…

ଯନ୍ତ୍ରଣାଦାୟକ ସ୍ମୃତି ବଖାଣିଲେ ପ୍ରଧାନମନ୍ତ୍ରୀ ମୋଦି: ଭାବପ୍ରବଣ ପୋଷ୍ଟ କରି ଲେଖିଲେ…

ନୂଆଦିଲ୍ଲୀ,୧୪।୮:୧୪ ଅଗଷ୍ଟ ଅର୍ଥାତ୍‌ ଆଜି ଭାରତରେ ‘ବିଭାଜନ ବିଭୀଷିକାର ସ୍ମୃତି ଦିବସ’ ପାଳନ କରାଯାଉଛି। ୧୯୪୭ ବିଭାଜନ ସମୟରେ ଯେଉଁମାନେ ପ୍ରାଣ ହରାଇଥିଲେ ଏବଂ ଅକଳ୍ପନୀୟ ଯନ୍ତ୍ରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri