କାହିଁକି ରୋମାନ୍ସ ସିନ୍‌ କରନ୍ତିନି ରଣବୀର, ସୋନମ ଜାଣନ୍ତୁ

ଫିଲ୍ମକୁ ସୁପରହିଟ କରିବା ପାଇଁ, ହିରୋ ହିରୋଇନ ମଧ୍ୟରେ ରୋମାନ୍ସ ସିନ ରହିବା ଜରୁରୀ। ଏପରି ସିନ ନ ଥିଲେ ଦର୍ଶକ ଫିଲ୍ମକୁ ପସନ୍ଦ କରୁ ନ ଥିବା ଘଟଣା ମଧ୍ୟ ସାମ୍ନାକୁ ଆସିଛି। ଯେତେବେଳେ ଷ୍ଟାରମାନେ ପରଦାରେ ରୋମାନ୍ସ କରନ୍ତି, ସେମାନଙ୍କୁ ଦେଖି, ଦର୍ଶକ ଖୁସି ହୋଇଥାନ୍ତି। ଏପରି ଅନେକ ଯୋଡି ଅଛନ୍ତି ଯେଉଁମାନଙ୍କ ରୋମାନ୍ସ ସିନ ପାଇଁ ଦର୍ଶକ ପାଗଳ। ତଥାପି, ବଲିଉଡରେ କିଛି ତାରକା ଏପରି ମଧ୍ୟ ଅଛନ୍ତି, ଯେଉଁମାନଙ୍କୁ ପରଦାରେ ରୋମାନ୍ସ କରିଥିବା କେବେବି ଦେଖିବାକୁ ମିଳି ନ ଥିାଏ। ସେମାନଙ୍କ ମଧ୍ୟରୁ ରଣବୀର କପୁର ଓ ସୋନମ କପୁର ଅନ୍ୟତମ।

ରଣବୀର ଅନେକ ବଲିଉଡ ସୁନ୍ଦରୀଙ୍କ ସହ ପରଦାରେ ରୋମାନ୍ସ କରିଛନ୍ତି। କିନ୍ତୁ ସେ ସୋନମଙ୍କ ସହ କଦାପି ରୋମାନ୍ସ କରିପାରିବେ ନାହିଁ । ବାସ୍ତବରେ ଅନିଲ କପୁର ସମ୍ପର୍କରେ ରଣବୀରଙ୍କ ଅଙ୍କଲ। ଏହି ଅର୍ଥରେ ସୋନମ କପୁର ତାଙ୍କର ଭଉଣୀ । ଏହି କାରଣରୁ ରଣବୀର ଏବଂ ସୋନମଙ୍କୁ ଫିଲ୍ମରେ ରୋମାନ୍ସ ସିନ୍‌ କରିବାର ନ ଜର ଆସି ନ ଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri