୪୮ ଘଣ୍ଟା ପାଇଁ କାହିଁକି ବନ୍ଦ ହେଲା ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଓପିଡ଼ି ସେବା, ଜାଣନ୍ତୁ

ଭଦ୍ରକ ଅଫିସ,୮।୮: ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଓପିଡି ସେବାକୁ ୪୮ ଘଣ୍ଟା ପାଇଁ ବନ୍ଦ କରାଯାଇଛି l ଜଣେ କାର୍ଯ୍ୟରତ ଡାକ୍ତର କୋରୋନା ପଜିଟିଭ୍‌ ଚିହ୍ନଟ ପରେ ମୁଖ୍ୟ ଚିକିତ୍ସାଳୟରେ ଏହି ସେବାକୁ ବନ୍ଦ ରଖାଯାଇଥିବା ସିଡିଏମଓ ଡ. ସନ୍ତୋଷ କୁମାର ପାତ୍ର ସୂଚନା ଦେଇଛନ୍ତି l ଓପିଡିରେ ଚିକିତ୍ସିତ ହେଉଥିବା ରୋଗୀମାନଙ୍କୁ ଆଶୁ ବିଭାଗ ଓ ସର୍ଜରୀ ବିଭାଗରେ ଦେଖାଯିବା ଲାଗି ବ୍ୟବସ୍ଥା ହୋଇଥିବା ସିଡିଏମ୍‌ଓ ସୂଚନା ଦେଇଛନ୍ତି। ପ୍ରଶାସନ ପକ୍ଷରୁ ଓପିଡିକୁ ସମ୍ପୂର୍ଣ୍ଣ ଭାବେ ବିଶୋଧନ କରାଯିବା ପରେ ପୂର୍ବପରି ରୋଗୀମାନଙ୍କୁ ସେବା ପ୍ରଦାନ କରାଯିବ l


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା: ସୁନା ଗହଣା, ଟଙ୍କା ନେଇ ଯୁବକ ଫେରାର

ଦିଗପହଣ୍ଡି,୧୭।୩(ଡି.ଏନ୍‌.ଏ.): ଦିଗପହଣ୍ଡି ଥାନା ଅଞ୍ଚଳର ଜନୈକା ବିବାହିତାଙ୍କୁ ଜଣେ ଯୁବକ ୨ୟ ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା କରିଛନ୍ତି। ଏପରି କି ଅଭିଯୁକ୍ତ ତାଙ୍କଠାରୁ ସୁନା...

ଦୁର୍ଘଟଣାରେ ନାତୁଣୀ ମୃତ, ଜେଜେଙ୍କ ସହ ଡ୍ରାଇଭର ଗୁରୁତର

ରାୟଗଡ଼ା ଅଫିସ, ୫।୧୨ ରାୟଗଡ଼ା ଜିଲା ଗୁମ୍ମା ପଞ୍ଚାୟତ ପୁଞ୍ଜିପାଇ ଗାଁରେ ବୁଧବାର ବିଳମ୍ବିତ ରାତିରେ ଘଟିଥିବା ଦୁର୍ଘଟଣାରେ ନାତୁଣୀଙ୍କ ମୃତ୍ୟୁ ହୋଇଥିବା ବେଳେ ଜେଜେ...

କୂଅ ଖୋଳୁଥିବାବେଳେ ଖସିପଡି ଜଣେ ମୃତ

ଖଜୁରିପଡା,୨୬।୫(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ କଟ୍ରିଙ୍ଗୀଆ ପଞ୍ଚାୟତର ଶ୍ରାକି ଗ୍ରାମରେ ଶନିବାର ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ କାର୍ଯ୍ୟାଦେଶ ପାଇ କୂଅ ଖୋଳୁଥିବାବେଳେ ଖସିପଡି ଜଣେ ବ୍ୟକ୍ତିଙ୍କ...

ସଶକ୍ତ ହେଉନି ସଡ଼କ

ବଇଣ୍ଡା,୩୧ା୭ ଗାଁ ରେ ମିଳୁନି ମୌଳିକ ସୁବିଧା। ବିଶେଷକରି ରାସ୍ତାକୁ ନେଇ ଦୂର ହେଉନି ଅସୁବିଧା। ବର୍ଷା ହେଲେ କାଦୁଅ ପଚ ପଚ ପଥ ଦେଇ...

କାର୍ଯ୍ୟରେ ଯୋଗଦେଲେ ୨ ଆଇଏଏସ, ୬ ଓଏଏସ ଅଧିକାରୀ: ଗଞ୍ଜାମ ଜିଲାପାଳ

ଛତ୍ରପୁର,୫।୭(ଡି.ଏନ୍‌.ଏ.):ଗଞ୍ଜାମ ଜିଲାରେ କରୋନା ପରିସ୍ଥିତି ଅଣାୟତ ହେବାରେ ଲାଗିଛି। ଦିନକୁ ଦିନ ପଜିଟିଭଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ କରୋନାରେ ୨୦ ଜଣଙ୍କ ଜୀବନ ଗଲାଣି।...

କାଠଫାଳିଆରେ ପିଟି ମା’ଙ୍କୁ ହତ୍ୟା, ପୁଅ ଗିରଫ

ବିନିକା,୧୪ା୬(ଡି.ଏନ୍‌.ଏ.)-ସୁବର୍ଣ୍ଣପୁର ଜିଲା ବିନିକା ଥାନା ଅଧୀନ ଖଇରମାଳ ଗ୍ରାମରେ ରବିବାର ସକାଳେ ଏକ ହତ୍ୟାକାଣ୍ଡ ଘଟିଛି ା ଜଣେ ଯୁବକ ଜନ୍ମଦାତ୍ରୀ ମା’ଙ୍କୁ କାଠ ଫାଳିଆରେ...

କୋଇଲା ଉଦ୍ୟୋଗରୁ ପୁଞ୍ଜି ନିବେଶ ପ୍ରତ୍ୟାହାର ଦାବି: ଖଣି ବନ୍ଦ ଆନ୍ଦୋଳନ

ତାଳଚେର,୨୪।୯(ନି.ପ୍ର.): ଅନୁଗୋଳ ଜିଲା ବିଏମ୍‌ସି, ଆଇଏନ୍‌ଟିୟୁସି, ଏଆଇଟିୟୁସି ଶ୍ରମିକ ସଂଗଠନ ପକ୍ଷରୁ କୋଇଲା ଉଦ୍ୟୋଗରୁ ଶତ ପ୍ରତିଶତ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ ପ୍ରତ୍ୟାହାର ଦାବିରେ ମଙ୍ଗଳବାର...

କଟକଣା ସତ୍ତ୍ୱେ କାର୍ଯ୍ୟକ୍ରମ

ବନ୍ତ,୧୪।୩(ଡି.ଏନ.ଏ.): ସମଗ୍ର ବିଶ୍ୱରେ ଏବେ କରୋନା ଭୟ ଲାଗି ରହିଥିବାବେଳେ ରାଜ୍ୟ ସରକାର ଏହି ମହାମାରୀକୁ ରାଜ୍ୟ ବିପତ୍ତି ଭାବେ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ...

Advertisement


Archives

Model This Week