Posted inଜାତୀୟ

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି ରେଳ ବିଭାଗର ବର୍ଦ୍ଧିତ ଖର୍ଚ୍ଚ। ଗତ ଦଶନ୍ଧି ମଧ୍ୟରେ ରେଳବିଭାଗ ଏହାର ନେଟ୍‌ଓ୍ବର୍କ ଏବଂ କାର୍ଯ୍ୟକୁ ଉଲ୍ଲେଖନୀୟ ଭାବରେ ବୃଦ୍ଧି କରିଛି। ଯାହା ଫଳରେ ମାନବଶକ୍ତି, ଅର୍ଥାତ୍‌ କର୍ମଚାରୀଙ୍କ ସଂଖ୍ୟା ଏବଂ ସେମାନଙ୍କ ଖର୍ଚ୍ଚରେ ଉଲ୍ଲେଖନୀୟ ବୃଦ୍ଧି ଘଟିଛି।

ପରିସଂଖ୍ୟାନକୁ ଦେଖିଲେ ରେଳ ବିଭାଗର ମାନବଶକ୍ତି ଖର୍ଚ୍ଚ ୧,୧୫୦୦୦ କୋଟିକୁ ବୃଦ୍ଧି ପାଇଛି। ପେନ୍‌ସନ୍‌ ବୋଝ ମଧ୍ୟ ୬୦୦୦୦ କୋଟିରେ ପହଞ୍ଚିଛି। ୨୦୨୪-୨୫ରେ ରେଳବାଇ ପରିଚାଳନାର ମୋଟ୍‌ ଖର୍ଚ୍ଚ ୨,୬୩୦୦୦ କୋଟିରୁ ଅଧିକ ଟଙ୍କା ହେବ ବୋଲି ଆକଳନ କରାଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ ଖର୍ଚ୍ଚ ପୂରଣ କରିବା ଏବଂ ସୁରକ୍ଷାକୁ ଉନ୍ନତ କରିବା ପାଇଁ, ରେଳବାଇକୁ ରାଜସ୍ବର ନୂତନ ଉତ୍ସ ଖୋଜିବାକୁ ପଡୁଛି। ଏହି କାରଣରୁ ରେଳ ବିଭାଗକୁ ଏବେ ମାଲ ପରିବହନ ବୃଦ୍ଧି ଉପରେ ଧ୍ୟାନ ଦେଉଛି, ଏବଂ ଯାତ୍ରୀ ଭଡ଼ାରେ ଏହି ଛୋଟ ପରିବର୍ତ୍ତନ କରାଯାଇଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

‘ଆତଙ୍କବାଦ ଉପରେ ଦୋମୁହାଁ ମନୋଭାବ…,’ ମାଲେସିଆରେ ଏମିତି କହିଲେ ମୋଦି, ଶୁଣିଲେ ଉଡିବ ପାକିସ୍ତାନର ନିଦ

ନୂଆଦିଲ୍ଲୀ,୮।୨: ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସହ ଏକ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଏବଂ ମାଲେସିଆ ସେମାନଙ୍କର ସମ୍ପର୍କକୁ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

ବେଡ୍‌ରୁମ୍‌ରେ କେବେବି କରିବେନି ଏଭଳି ଭୁଲ୍ : ନହେଲେ

ସ୍ତ୍ରୀସ୍ବାମୀଙ୍କ ସମ୍ପର୍କ ସବୁଠୁ ମଧୁର ଓ ସବୁଠୁ ସୁନ୍ଦର। ଏହି ସମ୍ପର୍କକୁ ଦୀର୍ଘସ୍ଥାୟୀ ଓ ନିବିଡ଼ କରାଇବା ଦିଗରେ ସେମାନଙ୍କ ବେଡ୍‌ରୁମ୍‌ର ବି ଯଥେଷ୍ଟ ଭୂମିକା ରହିଥାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri