ଖୋର୍ଦ୍ଧା ଜିଲାର ଏହି ଗାଁକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା, ଜାଣନ୍ତୁ କାହିଁକି

ଖୋର୍ଦ୍ଧା ଅଫିସ,୧୭।୮: ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ବଡ଼ବେରଣା ଗ୍ରାମରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ଉପଜିଲାପାଳ ଅଶୋକ ବେହୁରିଆ ସୋମବାର ସକାଳ ୭ଟାରୁ ୨୦ ତାରିଖ ସକାଳ ୭ଟା ପର୍ଯ୍ୟନ୍ତ ବଡ଼ବେରଣା ଗ୍ରାମକୁ ୭୨ଘଣ୍ଟା କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛନ୍ତି। ଗ୍ରାମବାସୀଙ୍କ ସୁରକ୍ଷା ଓ ଜନସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି ଉକ୍ତ ଅଞ୍ଚଳକୁ କଣ୍ଟେଟମେଣ୍ଟ ଘୋଷଣା କରାଯାଇଥିବା ସେ କହିଛନ୍ତି । ଆବଶ୍ୟକୀୟ ସାମଗ୍ରୀକୁ ବାଦ ଦେଇ୍‌ ଏହି ଅଞ୍ଚଳରେ ସମସ୍ତ ଦୋକାନ ବନ୍ଦ ରହିବ। ଜରୁରୀ କାର୍ଯ୍ୟ ବ୍ୟତୀତ ଗ୍ରାମବାସୀ ଘରୁ ପଦାକୁ ବାହାରିବେ ନାହିଁ। କିମ୍ବା ବାହାର ଲୋକ ଏହି ଅଞ୍ଚଳ କୁ ପ୍ରବେଶ କରିବେ ନାହିଁ । ଉକ୍ତ ଅଞ୍ଚଳକୁ ସାନିଟାଇଜ କରାଯିବା ସହ ପ୍ରଶାସନ ପକ୍ଷରୁ ଆବଶ୍ୟକ ସେବା ପ୍ରଦାନ କରାଯିବ ବୋଲି ଉପଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନ ସିଲ୍‌ କେବଳ ଲୋକ ଦେଖାଣିଆ

ସମ୍ବଲପୁର,୨୨ା୪(ବ୍ୟୁରୋ)-କରୋନା ଭୂତାଣୁ ମୁକାବିଲା ପାଇଁ ସାରା ଦେଶକୁ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ମାର୍ଚ୍ଚ ୨୩ ତାରିଖଠାରୁ ଦୋକାନ ବଜାର ବନ୍ଦ ରହିଛି । ବିଦେଶୀ...

ବଳାତ୍କାରୀଙ୍କୁ ୭ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୨୮।୪-ଏକ ବଳାତ୍କାର ମାମଲାର ବିଚାର କରି ଶନିବାର ବାଲେଶ୍ୱର ସ୍ବତନ୍ତ୍ର ଜଜ୍‌ ପୋକ୍ସୋ ଅଦାଲତରେ ଜିଲା ଅତିରିକ୍ତ ଦୌରାଜଜ୍‌ କମ୍‌ ସ୍ପେଶାଲ ଜଜ୍‌...

ସିଂହପୁର ଉତ୍ସବ ମୁଖର

ସିଂହପୁର,୫।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକର ସିଂହପୁର ଅଞ୍ଚଳରେ ସାର୍ବଜନୀନ ଦୁର୍ଗାପୂଜା ମହାସମାରୋହରେ ଆରମ୍ଭ ହୋଇଛି।ସିଂହପୁର, ଓଳେଇ ଚନ୍ଦନପୁର, ମଲିଆ, ବଂଶୀପୁରରେ ମା’ଙ୍କ ପୂଜା ଚାଲିଛି।...

କପିଳାସ ପୀଠରେ ୩୦ହଜାର ଶ୍ରଦ୍ଧାଳୁ

ଢେଙ୍କାନାଳ ଅଫିସ, ୨।୧ – ଇଂଲିଶ ନବବର୍ଷର ବୁଧବାର ଥିଲା ପ୍ରଥମ ଦିନ। ଏହାକୁ ନେଇ ସବୁଠି ଦେଖାଦେଇଥିଲା ବିପୁଳ ଉତ୍ସାହ। ପରିବାର, ସାଙ୍ଗସାଥୀଙ୍କ ଶୁଭମନାସି...

୧୬ରୁ ପୁରୁଷୋତ୍ତମପୁର ସହର ଶଟ୍‌ଡାଉନ: ଆଇନ ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ପୁରୁଷୋତ୍ତମପୁର, ୧୫।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ କରୋନା ପଜିଟିଭଙ୍କ ସଂଖ୍ୟା ବଢିବାରେ ଲାଗିଛି। କେତେକ ଅମାନିଆ ଦୋକାନ ବଜାରରେ ସାମାଜିକ ଦୂରତ୍ୱ ରକ୍ଷା କରୁ...

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ରାୟଗଡ଼ା ଅଫିସ,୨୯ା୪: ରାୟଗଡ଼ା ଜିସିଡି ହାଇସ୍କୁଲ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହୁଥିବା ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେ ହେଉଛନ୍ତି ଗଞ୍ଜାମ ଜିଲାର ଜଗା ପାତ୍ର।...

ପକ୍କାଘର ଦେବାକୁ କହି ନେଇଗଲେ ସୁନାଚେନ୍‌, ଟଙ୍କା

ନୟାଗଡ଼ ଅଫିସ,୨୬ା୬- ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଏକ ଅଜବ ଢଙ୍ଗର ଠକେଇ ଘଟଣା ଦେଖିବାକୁ ମିଳିଥିଲା। ଜଣେ ଯୁବକ ପକ୍କା ଘର କରାଇଦେବାକୁ କହି...

ପେଟ୍ରୋଲ ପମ୍ପରେ ଚଢ଼ାଉ: ୪ ନୋଜଲରେ କମ୍‌ ତେଲ,ବିଭାଗୀୟ ଅଧିକାରୀଙ୍କୁ ଦାୟୀକଲେ ମାଲିକ

ଦାରିଙ୍ଗବାଡ଼ି,୧୧ା୭(ଡି.ଏନ୍‌.ଏ.) – ଦାରିଙ୍ଗବାଡ଼ି ସନୋଜ ଫିଲିଂ ଷ୍ଟେଶନରେ ଗୁରୁବାର ସନ୍ଧ୍ୟାରେ ଡାଇରେକ୍ଟର ଅଫ୍‌ ଲିଗାଲ ମେଟ୍ରୋଲୋଜି ବିଭାଗ ଚଢାଉ କରିଛି। ୬ମାସ ହେଲା ଏଠାରେ ମାପରେ...

Play 250+ Trending Games
Archives

Model This Week

Why Dharitri