ମହିଳାଙ୍କ ଏହି ୫ ଅଭ୍ୟାସ ଯୋଗୁ ଭାଙ୍ଗିଯାଏ ଘର,ଜାଣନ୍ତୁ ଏଭଳି କାହିଁକି କହିଛନ୍ତି ଚାଣକ୍ୟ…

ଚାଣକ୍ୟଙ୍କୁ ଶ୍ରେଷ୍ଠ ବିଦ୍ୱାନ ଭାବେ ଗଣାଯାଏ। ସେ ବିପରିତ ପରିସ୍ଥିତିରେ ମଧ୍ୟ ନିଜର ଲକ୍ଷ୍ୟକୁ ହାସଲ କରିଥିଲେ। ରାଜନୀତିଠାରୁ ଆରମ୍ଭ କରି କୁଟନୀତି ପର୍ଯ୍ୟନ୍ତ ସବୁଥିରେ ସେ ମାହିର ଥିଲେ। ଚାଣକ୍ୟ ନିଜର ଅନୁଭବ ଅନୁସାରେ ମନୁଷ୍ୟ ଜୀବନ ସହ ଜଡ଼ିତ କିଛି କଥା ବିଷୟରେ ଉଲ୍ଲେଖ କରିଛନ୍ତି। ସେହି ପ୍ରକାରେ କିଛି ସ୍ତ୍ରୀଙ୍କ ମଧ୍ୟରେ ଏପରି ଗୁଣ ଥାଏ ଯାହା ତାଙ୍କୁ ବରବାଦ କରିଦିଏ ବୋଲି ଚାଣକ୍ୟ କହିଛନ୍ତି। ଯେପରିକି:

ଭାବିଚିନ୍ତି କାର୍ଯ୍ୟ ନ କରିବା:
ଅଧିକାଂଶ ମହିଳା କିଛି କରିବା ପୂର୍ବରୁ ଚିନ୍ତା କରନ୍ତି ନାହିଁ। ଆଜିକାଲି ସମୟରେ ମହିଳାମାନେ କିଛି ସ୍ତ୍ରୀ ସ୍ବାର୍ଥ ପାଇଁ ନିଜ ମନ ମୁତାବକ କାମ କରିବାକୁ ପସନ୍ଦ କରିଥାନ୍ତି। ତାଙ୍କର କର୍ମ ଦ୍ୱାରା ଅନ୍ୟ ଉପରେ କି ପ୍ରଭାବ ପଡ଼ିବ ସେ ବିଷୟରେ ବିଲକୁଲ ଭାବି ନ ଥାନ୍ତି। ଏଣୁ ଉକ୍ତ କାମର କୁପରିଣାମ ତାଙ୍କୁ ହିଁ ଭୋଗିବାକୁ ପଡ଼ିଥାଏ। ଏଣୁ କିଛି ବି କାମ କରିବା ପୂର୍ବରୁ ତା ବିଷୟରେ ଭଲ ଭାବେ ଚିନ୍ତା କରିବା ଉଚିତ।

ବାରମ୍ବାର ମିଛ କହିବା:
ଚାଣକ୍ୟଙ୍କ ଅନୁସାରେ ଅଧିକାଂଶ ମହିଳା ମିଛ କହିଥାନ୍ତି। କିଛି ମହିଳା ନିଜ ପରିବାର ସଦସ୍ୟଙ୍କ ବିଷୟରେ ଚୁଗୁଲି କରିଥାନ୍ତି। ଛୋଟ ଛୋଟ କଥାରେ ମିଛ କହିଥାନ୍ତି। ଏଭଳି ମହିଳାଙ୍କୁ କେହି ବିଶ୍ୱାସ କରନ୍ତି ନାହିଁ। ଅନ୍ୟମାନଙ୍କ ନଜରରେ ସେମାନେ ସମ୍ମାନ ହରାଇଥାନ୍ତି। ଫଳରେ ସେମାନଙ୍କର ଖରାପ ସମୟ ଦେଇ ଗତି କରିଥାନ୍ତି।

ବଡ଼ମାନଙ୍କ ସମ୍ମାନ ନ କରିବା:
ଯେଉଁ ମହିଳା ନିଜଠାରୁ ବଡ଼ ଲୋକଙ୍କୁ ସମ୍ମାନ ଦିଅନ୍ତି ନାହିଁ, ତାଙ୍କ ସହ ଝଗଡ଼ା କରିଥାନ୍ତି, ସେଭଳି ମହିଳା ଘରର ସୁଖଶାନ୍ତି ପାଇଁ ବିପଦ। ଏଭଳି ମହିଳାଙ୍କୁ ଘରକୁ ଆଣି କୌଣସି ଲୋକ ସୁଖି ରହି ପାରିବେ ନାହିଁ।

କଥା କଥାରେ ଫୁଲେଇ ହେବା: ଫୁଲେଇ ହେବା ମହିଳାଙ୍କ ସ୍ବଭାବ। ହେଲେ କଥା କଥାରେ ନଖରା ଦେଖାଇବା ଠିକ ନୁହେଁ। ଏପରି କରିବା ଦ୍ୱାରା ଯେ କେହି ଖପ୍ପା ହୋଇପାରେ। ଏହାର କୁପରିଣାମ ପରବର୍ତ୍ତୀ ସମୟରେ ଭୋଗିବାକୁ ପଡେ।

ଲୋଭୀ: ଚାଣକ୍ୟଙ୍କ ମତରେ କିଛି ମହିଳା ବହୁତ ଲୋଭୀ ଥାନ୍ତି। ଏଣୁ ସେ ଧନ ପାଇଁ ସେ ଖରାପ କାମ କରିଥାନ୍ତି, ଆଗାମୀ ସମୟରେ ଅସୁବିଧାରେ ପକାଇଥାଏ। ଏଣୁ ଯଦି କୌଣସି ମହିଳାଙ୍କ ପାଖରେ ଏଭଳି ଖରାପ ଅଭ୍ୟାସ ଥାଏ ତାଙ୍କୁ ଏହାର କୁପରିଣାମ ଭୋଗିବାକୁ ପଡ଼ିଥାଏ।

ପୂଜା ପାଠ ନକରିବା: ଯେଉଁ ଘରର ମହିଳା ପୂଜାପାଠ କରନ୍ତି ନାହିଁ, ସେଠାରେ ନକରାତ୍ମକ ଉର୍ଜାର ଶକ୍ତି ବଢ଼ିଥାଏ। ଏହାଦ୍ୱାରା ଘରର ସୁଖଶାନ୍ତି ଚାଲିଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?