ଶୁଟିଂ ସେଟ୍‌ରେ ଭୋଭୋ ହୋଇ କାନ୍ଦିଥିଲେ ଏହି ଲୋକପ୍ରିୟ ଅଭିନେତ୍ରୀ, ଜାଣନ୍ତୁ କାହିଁକି

ଅଭିନେତ୍ରୀ ରୁପା ଗାଙ୍ଗୁଲି ୧୯୬୬ ନଭେମ୍ବର ୨୫ରେ ଜନ୍ମଗ୍ରହଣ କରିଥିଲେ । ସେ ଜଣେ ଅଭିନେତ୍ରୀ ବ୍ୟତୀତ ଭଲ ଗାୟିକା ମଧ୍ୟ। ଆଜି ତାଙ୍କ ଜନ୍ମଦିନ ଅବସରରେ ତାଙ୍କ ସମ୍ପର୍କିତ କିଛି କଥା ଜାଣନ୍ତୁ। ସେ ୧୯୮୮ରେ ବି.ଆର ଚୋପ୍ରାଙ୍କ ମହାଭାରତରେ ଦ୍ରୌପଦୀଙ୍କ ଭୂମିକାରେ ଅଭିନୟ କରିଥିଲେ। ସେହି ସମୟରେ ମହାଭାରତର ଦ୍ରୌପଦୀଙ୍କ ବସ୍ତ୍ରହରଣ ସିନ୍‌ କରିବା ସମୟରେ ରୁପା କାନ୍ଦି ପକାଇଥିଲେ।

ରୁପା ଶୁଟିଂ ସେଟ୍‌ରେ ଏତେ କାନ୍ଦିଲେ ଯେ, ମେକର୍ସ ଏବଂ ତାରକାମାନେ ଦୀର୍ଘ ସମୟ ପର୍ଯ୍ୟନ୍ତ ଚୁପ ରହିଥିଲେ। ଜଣେ ଅଭିନେତ୍ରୀ ଭାବରେ ରୁପା ଏହି ଦୃଶ୍ୟକୁ ଏତେ ଭଲ ଭାବରେ ଅଭିନୟ କରିଥିଲେ ଯେ, ଏହାକୁ ଗୋଟିଏ ଥର ଶୁଟ କରାଯାଇଥିଲା। ସେ ଏଥିରେ କୌଣସି ରିଟେକ୍‌ ନେଇ ନଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Dharmendra Pradhan Resignation: ଇସ୍ତଫା ପରେ କେନ୍ଦ୍ରମନ୍ତ୍ରୀଙ୍କୁ କେତେ ମିଳେ ପେନସନ୍? ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୬ା୭:ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଚାପ ବଢ଼ିବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଛନ୍ତି। ଧର୍ମେନ୍ଦ୍ରଙ୍କ ଇସ୍ତଫା କକ୍‌ରୋଚ ଜନତା ପାର୍ଟି (ସିଜେପି)…

ବାର୍‌ହା ଆକ୍ରମଣରେ ଜଣଙ୍କ ଜୀବନ ଗଲା, ୧୦ରୁ ଅଧିକ ଆହତ

ଢେଙ୍କାନାଳ,୨୬ା୭(ରତନ ନାୟାର): ଢେଙ୍କାନାଳ ଜିଲା ଇନ୍ଦିପୁର ଗାଁରେ ବାର୍‌ହା ଆତଙ୍କ। ବାର୍‌ହା ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ମୃତକ ହେଲେ ଇନ୍ଦିପୁର…

ସମୁଦ୍ର ନୁହେଁ, ମରୁଭୂମିରୁ ମିଳିଲା ୫୦୦ ବର୍ଷ ପୁରୁଣା ଜାହାଜ; ଭିତରୁ ବାହାରିଲା କୋଟି କୋଟି ଟଙ୍କାର ଖଜଣା

ନୂଆଦିଲ୍ଲୀ,୨୬ା୭: କଳ୍ପନା କରନ୍ତୁ, ଯେଉଁଠି ଚାରିଆଡ଼େ କେବଳ ବାଲି ହିଁ ବାଲି, ସେଠାରେ ଅଚାନକ ଏକ ପୁରୁଣା ଜାହାଜ ମିଳିଗଲେ କେମିତି ଲାଗିବ? ଏପରି ହିଁ ଘଟିଥିଲା…

ଲୋହିତ ସାଗର ଜଳିଗଲେ ବି ‘ଇରାନର କୁମ୍ଭକର୍ଣ୍ଣ’ ଭାରତର କିଛି କ୍ଷତି କରିପାରିବ ନାହିଁ

ତେହରାନ/ନୂଆଦିଲ୍ଲୀ,୨୬।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ଜାରି ରହିଛି। ଏପର୍ଯ୍ୟନ୍ତ କେବଳ ହର୍ମୁଜ ପ୍ରଣାଳୀ ଜାହାଜ ଚଳାଚଳ ପାଇଁ ବନ୍ଦ ଥିଲା, କିନ୍ତୁ ଏହି ସଂଘର୍ଷର…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାକୁ…

ଭୁବନେଶ୍ୱର,୨୬ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ଆଗାମୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତର ରୂପ ନେବ। ଆସନ୍ତାକାଲି ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ। ଏହା…

ଘୁଙ୍ଗିଯୋର ପୋଲ ଉପରେ ୫ ଫୁଟ ବନ୍ୟାଜଳ: ବୀରମହାରାଜପୁର–ଅମରପାଲି ଯୋଗାଯୋଗ ବିଚ୍ଛିନ୍ନ

ଅମରପାଲି, ୨୬।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଭୂତିଆପାଲି ଏବଂ ଲୁତୁରପଙ୍କ ପଞ୍ଚାୟତର ମେଣ୍ଡିଲିପାଲି ମଧ୍ୟରେ ପ୍ରବାହିତ ଘୁଙ୍ଗିଯୋରରେ ବନ୍ୟାଜଳ…

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ତଦନ୍ତ ଦାବି

ଉମରକୋଟ, ୨୬।୦୭ (ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟରେ ଜଣେ ଅଷ୍ଟମ ଶ୍ରେଣୀ ହଷ୍ଟେଲ ଛାତ୍ରୀଙ୍କ ସନ୍ଦିଗ୍ଧ ମୃତ୍ୟୁ ଘଟଣାକୁ…

ମୋଦିଙ୍କ ମନ କି ବାତ: କାରଗିଲ ବିଜୟ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୭: ଦେଶର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ, ପ୍ରତି ମାସର ଶେଷ ରବିବାର ସକାଳ ୧୧ ଟାର ବିଶେଷ ଗୁରୁତ୍ୱ ରହିଛି। ଏହାର କାରଣ ହେଉଛି ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri