Posted inଜାତୀୟ

୨ ଭିନ୍ନକ୍ଷମ ଝିଅଙ୍କ ପାଇଁ ଉପଯୁକ୍ତ ଘର ମିଳିବାରେ ସମସ୍ୟା ହେଉଛି: ଜଷ୍ଟିସ୍‌ ଚନ୍ଦ୍ରଚୂଡ଼

ନୂଆଦିଲ୍ଲୀ,୮ା୭: ବର୍ଷକ ପୂର୍ବେ ଦେଶର ପ୍ରଧାନ ବିଚାରପତି ଥିବାବେଳେ ଜଷ୍ଟିସ୍‌ ଚନ୍ଦ୍ରଚୂଡ଼ ନିଜ ମନ୍ତବ୍ୟ ଏବଂ ରାୟ ପାଇଁ ଗଣମାଧ୍ୟମରେ ଚର୍ଚ୍ଚିତ ରହିଥିଲେ। ତାଙ୍କୁ ଦିଆଯାଇଥିବା ସରକାରୀ ଘର ଖାଲି କରାଇବାକୁ ସୁପ୍ରିମକୋର୍ଟ ରବିବାର କେନ୍ଦ୍ର ସରକାରଙ୍କୁ ଜଣାଇବା ପରେ ସେ ପୁଣିଥରେ ଖବର ଶିରୋନାମା ମଣ୍ଡନ କରିବା ସହ ସୋସିଆଲ ମିଡିଆରେ ଟ୍ରୋଲ ହୋଇଛନ୍ତି। ତେବେ ସେ ନିଜ ଦାୟିତ୍ୱ ସମ୍ପର୍କରେ ସଚେତନ ଅଛନ୍ତି ଏବଂ ସରକାରୀ ଘରକୁ ଧରିରଖିବାର ଉଦ୍ଦେଶ୍ୟ ନାହିଁ ବୋଲି ଚନ୍ଦ୍ରଚୂଡ଼ କହିଛନ୍ତି। ୨ ଭିନ୍ନକ୍ଷମ ଝିଅଙ୍କ ପାଇଁ ଉପଯୁକ୍ତ ଘର ପାଇବାରେ ସେ ଚ୍ୟାଲେଞ୍ଜ୍‌ର ସମ୍ମୁଖୀନ ହୋଇଛନ୍ତି। ୨ ଝିଅ ପ୍ରିୟଙ୍କା ଏବଂ ମାହି ବିରଳ ଗୁଣସୂତ୍ର ଅସଙ୍ଗତିଜନିତ ମ୍ୟୋପାଥିରେ ପୀଡ଼ିତ, ଯେଉଁଥିରେ କଙ୍କାଳ ମାଂସପେଶୀ ପ୍ରଭାବିତ। ଏହାର କୌଣସି ଚିକିତ୍ସା ନାହିଁ। ସେମାନଙ୍କ ଉପରେ ୨୪ ଘଣ୍ଟା ନଜର ରଖିବା ସହ ଚଳିବାରେ ସୁବିଧା ପାଇଁ ଉପଯୁକ୍ତ ଘରର ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ସୋରେନ ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟଙ୍କ ଝଟକା, JSSC-CGL ସମେତ ୨୨ଟି ରଦ୍ଦ ପରୀକ୍ଷା ଉପରେ…

ରାଞ୍ଚି, ୨୦।୮: ଝାଡ଼ଖଣ୍ଡର ହେମନ୍ତ ସୋରେନ ସରକାରଙ୍କୁ ବଡ଼ ଝଟକା ଲାଗିଛି । JSSC-CGL ସମେତ ୨୨ଟି ନିଯୁକ୍ତି ପରୀକ୍ଷା ରଦ୍ଦ କରିବା ନେଇ ସରକାର ନେଇଥିବା…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

୨୦ରୁ ୨୨ଅଗଷ୍ଟ ଯାଏ ସବୁ ସ୍କୁଲ-କଲେଜ ବନ୍ଦ; ରାଜ୍ୟପାଳ ଜାରି କଲେ ନିର୍ଦ୍ଦେଶ, ଜାଣନ୍ତୁ କାହିଁକି…

୨୦ ରୁ ୨୨ ଅଗଷ୍ଟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ, ଯାହାକୁ ନେଇ ଶିକ୍ଷା ବିଭାଗ ପକ୍ଷରୁ ଆନୁଷ୍ଠାନିକ ନିର୍ଦ୍ଦେଶ ଜାରି କରାଯାଇଛି। ଶିକ୍ଷା ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri