Posted inଫୁରସତ

ଏଠାରେ ଏମିତି ପୋଷାକ ପିନ୍ଧିଲେ ଦେବାକୁ ପଡ଼ିବ ମୋଟା ଅଙ୍କର ଜରିମାନା

ପର୍ଯ୍ୟଟନ ସ୍ଥଳକୁ ଲୋକେ ଯେକୌଣସି ପୋଷାକ ପିନ୍ଧି ଆସିପାରନ୍ତି। କିନ୍ତୁ ଇଟାଲୀରେ ମହିଳାମାନଙ୍କୁ ପର୍ଯ୍ୟଟନ ସ୍ଥାନରେ ବିକ୍‌ନୀ ପିନ୍ଧିବାକୁ ବାରଣ କରାଯାଇଛି। ଯଦି କେହି ଏହା କରନ୍ତି, ତେବେ ତାଙ୍କୁ ମୋଟା ଅଙ୍କର ଜରିମାନା ଦେବାକୁ ପଡ଼ିବ। ଜରିମାନା ବାବଦକୁ ସଂପୃକ୍ତ ମହିଳାଙ୍କୁ ୪୦ ହଜାରରୁ ଅଧିକ ଦେୟ ଦେବାକୁ ପଡ଼ିବ।

ଏହି ମାମଲା ଇଟାଲୀର ଉପକୂଳବର୍ତ୍ତୀ ପମ୍ପେଇ ଏବଂ ନାପେଲ୍ସର ଅଟେ। ମେୟରଙ୍କ ଦ୍ୱାରା ଏହି ଆଦେଶ ପାସ୍‌ କରାଯାଇଛି। ସେ ବିଶ୍ୱାସ କରନ୍ତି ଯେ, ଯଦି କେହି ରାସ୍ତାରେ ଅଙ୍ଗ ପ୍ରଦର୍ଶନ କରନ୍ତି, ତେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ବାସ୍ତବରେ ସ୍ଥାନୀୟ ଲୋକଙ୍କ ଅଭିଯୋଗ ହେଲା ମହିଳାମାନେ ଏଭଳି ପୋଷାକ ପିନ୍ଧି ଏଠାକୁ ଆସିବା ଉଚିତ୍‌ ନୁହେଁ।

ସ୍ଥାନୀୟ ଲୋକେ କୁହନ୍ତି, ମହିଳାମାନେ କମ୍‌ ପୋଷାକ ପିନ୍ଧି ‘ଅଶ୍ଳୀଳ ଆଚରଣ’ କରନ୍ତି। ଯେଉଁଥିପାଇଁ ଏଠାରେ ଥିବା ଲୋକମାନେ ଅସହଜ ଅନୁଭବ କରନ୍ତି। ଏହାକୁ ଦୃଷ୍ଟିରେ ରଖି ଏଠାରେ ମେୟର ଚେତାବନୀ ଦେଇଛନ୍ତି ଯେ, ଯଦି କୌଣସି ମହିଳା ବିକ୍‌ନୀ ପିନ୍ଧି ଅଶ୍ଳୀଳ ଆଚରଣ କରନ୍ତି, ତେବେ ତାଙ୍କୁ ୪୨୫ ପାଉଣ୍ଡ (୪୦ ହଜାର ଟଙ୍କାରୁ ଅଧିକ) ଜରିମାନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ ଓ ଲଭ୍ ଜିହାଦ

ଆକାର ପଟେଲ ଆମ ଗଣମାଧ୍ଯମ ଏବଂ ହ୍ଵାଟ୍ସଆପ୍ ଗ୍ରୁପଗୁଡ଼ିକରେ ଆମେ ଯେଉଁ ସବୁ ବିଷୟରେ ଆଲୋଚନା ବା ପ୍ରଚାର କରୁଛୁ, ତାହା ମଧ୍ୟରୁ ଗୋଟିଏ। ହେଉ ହେଉଛି…

ମାର୍ଚ୍ଚରୁ ମେ’ ପ୍ରବଳ ଗରମ

ଭୁବନେଶ୍ୱର,୧।୩(ବନ୍ଦନା ସେଠୀ): ମାର୍ଚ୍ଚ ଆରମ୍ଭ ନ ହେଉଣୁ ରାଜ୍ୟରେ ତାପମାତ୍ରା ୩୬ ଡିଗ୍ରୀ ଟପିଛି। ଆଗକୁ ପ୍ରବଳ ଖରାତାତି ଓ ଗରମରେ ଶିଝିବ ସାରା ଓଡ଼ିଶା। ବିଶେଷକରି…

LPG Price Hike: ହୋଲି ପୂର୍ବରୁ ବଡ଼ ଝଟକା! ଆଜିଠୁ ମହଙ୍ଗା ହେଲା ଗ୍ୟାସ୍ ସିଲିଣ୍ଡର, ନୂଆ ମୂଲ୍ୟ…

ନୂଆଦିଲ୍ଲୀ, ୧।୩: ସାଧାରଣ ଲୋକଙ୍କ ପାଇଁ ବଡ଼ ଝଟକା। ହୋଲି ପୂର୍ବରୁ ୧ ମାର୍ଚ୍ଚରେ ୨୦୨୬ରେ ଏଲପିଜି ଦର ଅପଡେଟ୍ କରାଯାଇଛି। ହୋଲି ପୂର୍ବରୁ ମଧ୍ୟ ଗ୍ରାହକମାନେ…

ଖାମନେଇଙ୍କ ହତ୍ୟାକୁ ନେଇ ଟ୍ରମ୍ପ କଲେ ବଡ଼ ଘୋଷଣା, ବିଶ୍ୱରେ ଚହଳ

ତେହରାନ,୧।୩: ଇସ୍ରାଏଲ ଇରାନର ସର୍ୱୋଚ୍ଚ ନେତା ଅଲି ଖାମନେଇଙ୍କ ମୃତ୍ୟୁ ଦାବି କରିଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ନିଜେ ଖାମନେଇଙ୍କ ମୃତ୍ୟୁ ଦାବି କରିଛନ୍ତି। ଆମେରିକାର…

ହତ୍ୟା ଦାବି ମଧ୍ୟରେ ଖାମନେଇଙ୍କ ପୋଷ୍ଟ, ଖଣ୍ଡା ନେଇ…

ତେହରାନ,୧।୩: ଆୟାତୋଲ୍ଲା ଅଲି ଖାମନେଇଙ୍କ ହତ୍ୟା ଦାବି ମଧ୍ୟରେ, ଇରାନର ସର୍ୱୋଚ୍ଚ ନେତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରୁ ଏକ ପୋଷ୍ଟ କରାଯାଇଛି। ପୋଷ୍ଟରେ ପୟଗମ୍ୱର ଅଲିଙ୍କୁ ଉଦ୍ଧୃତ…

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଇରାନ ଉପରେ ମହାଶକ୍ତିର ପ୍ରହାର: ଖାମେନେଇଙ୍କ ବାସଭବନ ଧ୍ୱଂସ, ଟ୍ରମ୍ପ କହିଲେ‘ ଇରାନବାସୀଙ୍କ ମୁକ୍ତି ସମୟ ଆସିଛି’ 

ଓ୍ବାଶିଂଟନ,୨୮।୨: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ସାମରିକ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭୟଙ୍କର ରୂପ ନେଇଛି। ଏହି ଆକ୍ରମଣର କିଛି ଘଣ୍ଟା ପରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri