୮ ଟ୍ରାକ୍ଟର, ୪ ହାଇୱାରୁ ୧ ଲକ୍ଷ ୪୦ ହଜାର ଟଙ୍କା ଜରିମାନା

କୋକସରା,୧୮।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଅଞ୍ଚଳରୁ ଶନିବାର ୪ ହାଇୱା ଏବଂ ୮ ଟ୍ରାକ୍ଟରର କାଗଜପତ୍ର ଠିକ୍‌ ନ ଥିବାରୁ ୧ ଲକ୍ଷ ୪୦ ହଜାର ଟଙ୍କା ଫାଇନ କଟା ଯାଇଛି। କୋକସରା ଅତିରିକ୍ତ ତହସିଲଦାର କମଳାସନ ରଥ ଏହି ସୂଚନା ଦେଇଛନ୍ତି।

କୋକସରା ଅତିରିକ୍ତ ତହସିଲଦାର ରଥ ପାଟ୍ରୋଲିଂରେ ବାହାରିଥିବା ବେଳେ ବିଭିନ୍ନ ସ୍ଥାନରେ ବାଲି, ମେଟାଲ, ଚିପ୍ସ ବୋଝେଇ ୪ ହାଇୱା ସମେତ ୮ ଟ୍ରାକ୍ଟରକୁ ଅଟକ ରଖି ଯାଞ୍ଚ କରିଥିଲେ। ଯାଞ୍ଚ ବେଳେ ଗାଡ଼ିର କାଗଜପତ୍ର ଠିକ୍‌ ନ ଥିବାରୁ ୧ ଲକ୍ଷ ୪୦ ହଜାର ଟଙ୍କା ଫାଇନ କରିଥିଲେ। ଏହି ଚଢ଼ାଉ ପରେ ଗାଡ଼ି ମାଲିକଙ୍କ ମଧ୍ୟରେ ଛନକା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

ବାଇକରେ ଯାଉଥିବାବେଳେ ଧକ୍କା ଦେଲା କାର୍‌, ଘଟଣାସ୍ଥଳରେ ଚାଲିଗଲା ତ୍ରିଲୋଚନଙ୍କ ଜୀବନ

ବଲାଙ୍ଗୀର, ୯।୭( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ବ୍ରିଜ ନିକଟରେ ବୁଧବାର ଜଣେ ମୋଟର ସାଇକେଲ ଆରୋହୀଙ୍କୁ ଏକ କାର୍‌…

ସଞ୍ଜୁ ସାମସନଙ୍କ ପ୍ରତ୍ୟାବର୍ତ୍ତନ ପକ୍କା! ଚତୁର୍ଥ ଟି-୨୦ରେ ଏହି ୩ ଖେଳାଳିଙ୍କ ସ୍ଥାନ ଉପରେ ଝୁଲୁଛି ଖଣ୍ଡା

ନୂଆଦିଲ୍ଲୀ,୯।୭ : ଇଂଲଣ୍ଡ ଗସ୍ତରେ ଏପର୍ଯ୍ୟନ୍ତ ଭାରତୀୟ ଦଳର ପ୍ରଦର୍ଶନ ବେଶ ନିରାଶାଜନକ ରହିଛି। ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ତିନୋଟି ମ୍ୟାଚ ମଧ୍ୟରୁ…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri