ତଣ୍ଡ ଗଣିଲେ ଅମାନିଆ

ବୁଗୁଡ଼ା,୨୫ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଅଞ୍ଚଳରେ ଅମାନିଆ ଗାଡ଼ିଚାଳକଙ୍କ ଦୌରାତ୍ମ୍ୟ ବୃଦ୍ଧି ପାଇଥିବା ବେଳେ ସେମାନଙ୍କୁ ସାବାଡ୍‌ କରିବା ପାଇଁ ଗୁରୁବାର ସ୍ଥାନୀୟ ପୋଲିସ ପ୍ରଶାସନ ପକ୍ଷରୁ ବୁଗୁଡ଼ା ସହରର ବ୍ଲକ ଛକ, ବୁଦ୍ଧଖୋଲ ଓ ମଦନମୋହନ ଛକଠାରେ କଡ଼ାକଡ଼ି ଯାଞ୍ଚ କରାଯାଇଥିଲା। ଯାଞ୍ଚ ବେଳେ ବିଶେଷକରି ଦୁଇରୁ ଅଧିକ ଆରୋହୀ, ନାବାଳକଙ୍କ ବାଇକ୍‌ ଚାଳନା ଏବଂ ଦ୍ରୁତ ଗାଡ଼ିଚାଳକଙ୍କୁ ଧରପଗଡ଼ କରାଯାଇ ୪ ହଜାର ଟଙ୍କା ତଣ୍ଡ ଆଦାୟ କରାଯାଇଥିଲା। ଆଇଆଇସି ଚିତ୍ତରଞ୍ଜନ ବେହେରାଙ୍କ ନିର୍ଦ୍ଦେଶ କ୍ରମେ ଏସ୍‌ଆଇ ସମୀର କୁମାର ସେଠୀ ଓ ପିଏସ୍‌ଆଇ କାହ୍ନୁଚରଣ ବାରିକଙ୍କ ନେତୃତ୍ୱରେ ପୋଲିସ ବାହିନୀ ଯାଞ୍ଚରେ ସାମିଲ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri