ମାସ୍କ ନ ପିନ୍ଧି ୮୯,୪୦୦ ଟଙ୍କା ଜରିମାନା ଦେଲେ ଅମାନିଆ

ଛତ୍ରପୁର,୪ା୭(ଡି.ଏନ୍‌.ଏ.): ଗଞ୍ଜାମ ପୋଲିସ ଜିଲା ଅଧୀନ ବିଭିନ୍ନ ଥାନା ପକ୍ଷରୁ ମାସ୍କ ପିନ୍ଧି ନ ଥିବା କିଛି ଅମାନିଆଙ୍କଠାରୁ ଜରିମାନା ଆଦାୟ କରାଯାଇଛି। ବାରମ୍ବାର ସଚେତନ କରାଯାଉଥିଲେ ମଧ୍ୟ ଏହାକୁ କିଛି ଲୋକ ଅମାନ୍ୟ କରିଚାଲିଛନ୍ତି। ଫଳସ୍ବରୁପ ଏହି କୋଭିଡ୍‌ ନିୟମ ଉଲ୍ଲଂଘନକାରୀଙ୍କଠାରୁ ଏ ବାବଦରେ ମାତ୍ର ୨୪ ଘଣ୍ଟା ମଧ୍ୟରେ ୮୯ ହଜାର ୪୦୦ଟଙ୍କା ଜରିମାନା ଆଦାୟ କରାଯାଇଛି। ଏଥିସହ ରାତ୍ରି କର୍ଫ୍ୟୁ ଉଲ୍ଲଂଘନ ନେଇ ୫୦୦ ଟଙ୍କା ଜରିମାନା ଆଦାୟ କରାଯାଇଥିବା ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ଶନିବାର ଟୁଇଟ କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ଗୁଡାରିରେ ଅଖଚକ ସବୁ ଜାମ୍

ଗୁଡାରି,୮।୧୦(ପ୍ରମୋଦ କୁମାର ପତି): ଗୁରୁବାର ଇଣ୍ଡିଆ ମେଣ୍ଟର ଓଡିଶା ବନ୍ଦ ଡାକରା ପ୍ରଭାବ ଗୁଡାରି ସହରରେ ଦେଖିବାକୁ ମିଳିଛି । ସହରର ସମସ୍ତ ସରକାରୀ ଓ ବେସରକାରୀ…

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…

କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?