ଜୁଲାଇରେ ଜୋରଦାର ଧରପଗଡ଼

ଭୁବନେଶ୍ୱର,୩୦।୬(ବ୍ୟୁରୋ): ଏଣିକି ମାସ୍କ ଏବଂ ସାମାଜିକ ଦୂରତ୍ୱ ନିୟମ କଡ଼ାକଡ଼ି ପାଳନ କରାଯିବ। ମାସ୍କ ନ ପିନ୍ଧିଲେ ପୂର୍ବଭଳି ଜରିମାନା ଆଦାୟ କରାଯିବ। ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଜୁଲାଇ ମାସରେ ଧରପଗଡ଼ ଜୋରଦାର ହେବ, କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri