ପଲିଥିନ ଧରପଗଡ଼, ଜରିମାନା ଆଦାୟ

ବୁଗୁଡା,୧୬।୭ (ଡି.ଏନ୍‌.ଏ.): ବୁଗୁଡା ଏନ୍‌ଏସିରେ ପ୍ରଶାସନ ପକ୍ଷରୁ ଶନିବାର ପଲିଥିନ ଧରପଗଡ଼ କରାଯାଇଥିଲା। ଏନ୍‌ଏସି କାର୍ଯ୍ୟ ନିବାହୀ ଅଧିକାରୀ ରଶ୍ମି ରଞ୍ଜନ ଦାସଙ୍କ ନିର୍ଦ୍ଦେଶ କ୍ରମେ ଅଧିକାରୀମାନେ ବିଭିନ୍ନ ସହରର ବିଭିନ୍ନ ସ୍ଥାନରେ ଚଢାଉ କରି ଯାଞ୍ଚ କାର୍ଯ୍ୟ କରିଥିଲେ। ଏପରି କି ଲୋକଙ୍କୁ ପଲିଥିନ ବ୍ୟବହାର ନ କରିବାକୁ ସଚେତନ କରିଥିଲେ।

ଏପରିକି ଅଧିକାରୀମାନେ ବିଭିନ୍ନ ଦୋକାନରେ ଯାଞ୍ଚ କରି ପଲିଥିନ ଜବତ କରିବା ସହ ୨୬୦୦ ଟଙ୍କା ଜରିମାନା ଆଦାୟ କରିଥିବା ଜଣାପଡିଛି। ଉକ୍ତ ଚଢାଉରେ ଜଗଦୀଶ ପଣ୍ଡା, ସନ୍ତୋଷ କୁମାର ପଣ୍ଡା, ରାମକୃଷ୍ଣ ପଟ୍ଟନାୟକ, ବିରଞ୍ଚି ନାରାୟଣ ପାତ୍ର, ମୁନା ଗୌଡ, ସୁଶାନ୍ତ କୁମାର ଜେନାଙ୍କ ସହ ଅନ୍ୟ କର୍ମଚାରୀ
ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତବ୍ୟକ୍ତିଙ୍କ ନାଁରେ ଜମି ବିକ୍ରି ମାମଲା: ତହସିଲଦାର, ଅତିରିକ୍ତ ତହସିଲଦାର ନିଲମ୍ବିତ

ବଲାଙ୍ଗୀର ଅଫିସ, ୬ା୭:ଜଣେ ମୃତବ୍ୟକ୍ତିଙ୍କ ନାଁରେ ଜମି ହଡ଼ପ ମାମଲାରେ ରାଜ୍ୟ ସରକାର ବୁଧବାର ବଲାଙ୍ଗୀର ତହସିଲଦାର ମଘବନ ବାଗ ଏବଂ ଅତିରିକ୍ତ ତହସିଲଦାର ହରେକୃଷ୍ଣ...

ଜମି ବିକ୍ରି ଟଙ୍କା ନ ଦେବାରୁ ବାପାଙ୍କୁ ହତ୍ୟା

କୁଚିଣ୍ଡା,୧୮ା୩(ଡି.ଏନ.ଏ.): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଅଧୀନ ଶର୍ଗିଡିହି ଗ୍ରାମରେ ପୁଅର ଆକ୍ରମଣରେ ବାପାଙ୍କ ମୃତ୍ୟୁ ଘଟିଛି। ଗୋବିନ୍ଦପୁର ପୋଲିସ ଅଭିଯୁକ୍ତ ପୁଅଙ୍କୁ ଗିରଫ କରି...

୨୧୦ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯିବ

ଖୋର୍ଦ୍ଧା ଅଫିସ,୩୦।୩: କରୋନା ସନ୍ଦିଗ୍ଧଙ୍କ ଚିକିତ୍ସା ଲାଗି ଖୋର୍ଦ୍ଧା ଜିଲାର ୧୯୦ ପଞ୍ଚାୟତ, ଖୋର୍ଦ୍ଧା, ଜଟଣୀ ପୌରାଞ୍ଚଳ, ବାଣପୁର ଓ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୨୧୦ଟି...

ଗୁପ୍ତେଶ୍ୱର ଜଙ୍ଗଲରୁ ମାଓବାଦୀ ସାମଗ୍ରୀ ଜବତ

ବୈପାରୀଗୁଡା,୧୦ା୬ (ଡି.ଏନ୍‌.ଏ.)-କୋରାପୁଟ ଜିଲା ବୈପାରୀଗୁଡା ଥାନା ଅନ୍ତର୍ଗତ ଗୁପ୍ତେଶ୍ୱର ପଞ୍ଚାୟତ ଅନ୍ତର୍ଗତ କେନ୍ଦୁଗୁଡା ନିକଟସ୍ଥ ଜଙ୍ଗଲରୁ ପୋଲିସ ବ୍ୟାପକ ପରିମାଣର ମାଓବାଦୀ ସାମଗ୍ରୀ ଜବତ କରିଛି।...

ବରଗଡ଼ରେ ପୁଣି ଚାଷୀ ଆତ୍ମହତ୍ୟା

ଅତାବିରା\ସରଣ୍ଡା,୨୨।୯(ଡି.ଏନ.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ହିର୍ଲିପାଲି ପଞ୍ଚାୟତ ଅନ୍ତର୍ଗତ ଟାଙ୍ଗରଟିକ୍ରା ଗ୍ରାମରେ ଚାଷୀ ଆତ୍ମହତ୍ୟା ଅଭିଯୋଗ ପୁଣି ଆଲୋଡ଼ନ ସୃଷ୍ଟି କରିଛି। ଗତ ରବିଋତୁର...

ଭିତ୍ତିଭୂମି ବିକାଶ ଅର୍ଥ ବ୍ୟବସ୍ଥାକୁ ମଜଭୁତ କରିବ

ବାଲେଶ୍ୱର ଅଫିସ, ୨୫।୯-ବିଶ୍ୱରେ ଅର୍ଥ ବ୍ୟବସ୍ଥାର ପ୍ରତିକୂଳ ପରିସ୍ଥିତି ସତ୍ତ୍ୱେ ଭାରତର ଅର୍ଥ ବ୍ୟବସ୍ଥାକୁ ମଜଭୁତ କରିବା ପାଇଁ କେନ୍ଦ୍ର ସରକାର ବିଭନ୍ନ ପଦକ୍ଷେପ ନେଇଛନ୍ତି।...

ଦିଅରର ଛୁରା ମାଡ଼ରେ ଗଲା ଭାଉଜଙ୍କ ଜୀବନ

ଲାଠୋର,୫ା୮(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲାଠୋର ଥାନା ସାହାଜପାଣି ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ଦିଅର ଅନୀଲ ମେହେର(୨୪)ଙ୍କ ଛୁରାମାଡରେ ଭାଉଜ ସୂର୍ଯ୍ୟକାନ୍ତି ମେହେର(୩୮)ଙ୍କ ମୃତ୍ୟୁ ଘଟିଛି।...

ଧରାପଡ଼ିଲା ରାଜପଥ ଲୁଟେରା ଗ୍ୟାଙ୍ଗ୍‌

କାମାକ୍ଷାନଗର, ୨୨।୬(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଅଞ୍ଚଳରେ ଆତଙ୍କରାଜ ସୃଷ୍ଟି କରିଥିବା ଏକ ରାଜପଥ ଲୁଟେରା ଗ୍ୟାଙ୍ଗର ୪ ସଦସ୍ୟ ପୋଲିସ ହାତରେ ଧରାପଡ଼ିଛନ୍ତି। ସେମାନେ...

Advertisement
Archives

Model This Week