Posted inଜାତୀୟ

ଏକଲବ୍ୟଙ୍କ ପରି ଯୁବବର୍ଗଙ୍କ ଆଙ୍ଗୁଠି କାଟି ଦିଆଯାଉଛି: BPSC ପେପର ଲିକକୁ ନେଇ ଏମିତି କହିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୬।୧୨: ଡିସେମ୍ବର ୧୩ରେ ବିହାର ଲୋକସେବା ଆୟୋଗ (ବିପିଏସସି) ଦ୍ୱାରା କରାଯାଇଥିବା ମିଳିତ ପ୍ରାଥମିକ ପରୀକ୍ଷା ବାତିଲ କରିବାକୁ ଦାବି କରିଥିବା ପ୍ରଦର୍ଶନକାରୀଙ୍କ ଉପରେ ଲାଟିଚାର୍ଜ ହୋଇଥିଲା। ଏ ସମ୍ପର୍କରେ ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ଏନଡିଏ ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ଏହାର ବିଫଳତାକୁ ଲୁଚାଇବା ପାଇଁ ଯୁବକଙ୍କ ଉପରେ ଲାଠି ଚାର୍ଜ କରାଯାଇଛି।
ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ପୂର୍ବର ଟୁଇଟରରେ ସେ କହିଛନ୍ତି, ମୁଁ ସଂସଦରେ କହିଥିଲି କି ଯେଉଁଭଳି ଏକଲବ୍ୟଙ୍କ ଆଙ୍ଗୁଠି କାଟି ଦିଆଯାଇଥିଲା ଠିକ୍‌ ସେହିପରି ପେପର ଲିକ୍‌ କରି ଯୁବବର୍ଗଙ୍କ ଆଙ୍ଗୁଠି କାଟି ଦିଆଯାଉଛି। ଏହାର ତାଜା ଉଦାହରଣ ହେଉଛି ବିହାର। ବିପିଏସସି ପ୍ରାର୍ଥୀମାନେ ପେପର ଲିକ ବିରୋଧରେ ସ୍ବର ଉତ୍ତୋଳନ କରୁଛନ୍ତି ଏବଂ ପରୀକ୍ଷା ବାତିଲ କରିବାକୁ ଦାବି କରୁଛନ୍ତି। କିନ୍ତୁ ଏହାର ବିଫଳତାକୁ ଲୁଚାଇବା ପାଇଁ ଏନଡିଏ ସରକାର ଛାତ୍ରୀଛାତ୍ରଙ୍କ ଉପରେ ଲାଠି ଚାର୍ଜ କରୁଛନ୍ତି। ଏହା ଅତ୍ୟନ୍ତ ଲଜ୍ଜାଜନକ ଏବଂ ନିନ୍ଦନୀୟ। ଛାତ୍ରମାନଙ୍କ ଭବିଷ୍ୟତ ସହିତ ଖେଳିବା ସହ୍ୟ କରାଯିବ ନାହିଁ। ଆମେ ସେମାନଙ୍କ ସହ ଅଛୁ ଏବଂ ସେମାନଙ୍କୁ ନ୍ୟାୟ ଦେବା ପାଇଁ ସଂଗ୍ରାମ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri