ସପ୍ତାହ ମଧ୍ୟରେ କାର୍ଯ୍ୟ ଶେଷ କର

ଆରଡି, ୯।୨,(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ସୁନ୍ଦରପୁର ପଞ୍ଚାୟତ ଅଧୀନ ମଟଡିହ ନୋଡାଲ ଉଚ୍ଚ ବିଦ୍ୟାଳୟକୁ ୫ଟି ଅନ୍ତର୍ଭୁକ୍ତ କରାଯାଇଛି ା ଏନେଇ ଇ ସ୍ମାର୍ଟ କ୍ଲାସରୁମ, ଇ ଲାଇବ୍ରେରୀ, ସାଇନ୍ସ ଲ୍ୟାବ ସହ ଅନ୍ୟାନ୍ୟ ନିର୍ମାଣ କାର୍ଯ୍ୟ ପ୍ରାୟ ୨ ମାସ ହେବ ଆରମ୍ଭ ହୋଇଛି। ନିର୍ମାଣ କାର୍ଯ୍ୟ ଶେଷ ଦେବାକୁ ଆଉ ୧ ସପ୍ତାହ ବାକି ଥିବା ବେଳେ ଏହା ମନ୍ଥର ଗତିରେ ଚାଲିଥିବା ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ କୌଣସି ସୂତ୍ରରୁ ଖବର ପାଇଥିଲେ।

ଏନେଇ ବୁଧବାର ସେ ନିର୍ମାଣ କାର୍ଯ୍ୟ ତଦାରଖ କରିବାକୁ ବିଦ୍ୟାଳୟରେ ପହଞ୍ଚି ଥିଲେ। ହେଲେ ନିର୍ମାଣ କାର୍ଯ୍ୟ ଦେଖି ସେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଦାୟିତ୍ୱରେ ଥିବା ଆସିଷ୍ଟାଣ୍ଡ ଇଞ୍ଜିନିୟର ସଦାନନ୍ଦ ଜେନାଙ୍କୁ କାର୍ଯ୍ୟର ମନ୍ଥରତା ନେଇ ପ୍ରଶ୍ନ କରିଥିଲେ। ନିର୍ଦ୍ଧାରିତ ସମୟ ପୂର୍ବରୁ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପରେ ସେ ବିଦ୍ୟାଳୟ ଭାରପ୍ରପ୍ତ ପ୍ରଧାନ ଶିକ୍ଷୟିତ୍ରୀ ବନିତା ପୃଷ୍ଟି, ମୋ ସ୍କୁଲ ଅଭିଯାନ ସଭାପତି ଦୀପ୍ତି ରଞ୍ଜନ ନାୟକଙ୍କ ସହ ନିର୍ମାଣ କାର୍ଯ୍ୟ ନେଇ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଭଉଣୀ ଘରକୁ ଆସି ଗାଁକୁ ଫେରୁଥିଲେ, ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଛିଟିକି ପଡ଼ିଲା ବାଇକ୍, ଦୁଇ ଜଣ…

ଥୁଆମୂଳ ରାମପୁର,୨୯।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା-କଲେଜ ଛକ ମଧ୍ୟବର୍ତ୍ତୀ ଡୁମେର ଗଛ ବୁଲାଣି ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୬:୧୦…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

କେସିଙ୍ଗାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୨୧ ଦୋକାନରୁ ୧୩ ହଜାର ଜରିମାନା, ୩୮ କେଜି ବାସି ଖାଦ୍ୟ ନଷ୍ଟ

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ ଓ ମିଠା ଦୋକାନଗୁଡ଼ିକରେ ଶନିବାର କଳାହାଣ୍ଡି ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଆକସ୍ମିକ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri