ଭାରତୀ ସିଂହଙ୍କ ନାଁରେ ଏଫ୍‌ଆଇଆର

ମୁମ୍ବାଇ,୧୬।୫: ବିବାଦ ଘେରରେ ଏବେ କମେଡି କୁଇନ ଭାରତୀ ସିଂହ। ମହଙ୍ଗା ପଡ଼ିଲା ଥଟ୍ଟା କରିବା। ସୋମବାର ତାଙ୍କ ବିରୋଧରେ ଏଫ୍‌ଆଇଆର ରୁଜୁ ହୋଇଥିବା ଜଣାପଡ଼ିଛି। ଶିଖ୍‌ଙ୍କ ଧାର୍ମିକ ଭାବନାକୁ ଆଘାତ ପହଞ୍ଚାଇଥିବାରୁ ଏସ୍‌ଜିପିସି ପକ୍ଷରୁ ଏହି ଏଫ୍‌ଆଇଆର ରୁଜୁ କରାଯାଇଛି। ସୂଚନାଯୋଗ୍ୟ, ଭାରତୀ ସିଂହ ଦାଢ଼ି ଓ ନିଶ ଉପରେ ଏକ ଥଟ୍ଟା କରିଥିଲେ। ଯାହାକୁ ନେଇ ଶିଖ୍‌ ସମ୍ପ୍ରଦାୟ ତାଙ୍କ ଉପରେ ଅସନ୍ତୋଷ ପ୍ରକାଶ କରିଥିଲେ। ଏଥିସହ ଦାଢ଼ି ଓ ନିଶକୁ ନେଇ ଭାରତୀଙ୍କ କମେଣ୍ଟକୁ ଜୋରଦାର ବିରୋଧ କରିଥିଲେ। ଯାହାପରେ ଭାରତୀ ହାତ ଯୋଡ଼ି ଶିଖ୍‌ ସମ୍ପ୍ରଦାୟଙ୍କୁ କ୍ଷମା ମାଗିଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

୨୮ରୁ ମହାରାଷ୍ଟ୍ରରେ ନାଇଟ୍‌ କର୍ଫ୍ୟୁ

ମୁମ୍ବାଇ,୨୬।୩ : ମହାରାଷ୍ଟ୍ରରେ ରବିବାର ଠାରୁ ନାଇଟ୍‌ କର୍ଫ୍ୟୁ ଲାଗୁ ହେବ। ଏ ନେଇ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। କରୋନା ଆକ୍ରାନ୍ତଙ୍କ...

ଅଭିନନ୍ଦନଙ୍କ ଗେମ୍‌କୁ ‘ବେଷ୍ଟ ଗେମ’ ପାଇଁ ଚୟନ କଲା ଗୁଗଲ

ନୂଆଦିଲ୍ଲୀ,୧୯।୧୧: ଭାରତୀୟ ବାୟୁ ସେନାର ଭିଡିଓ ଗେମ୍‌ Indian Air Force: A Cut Aboveକୁ ‘ବେଷ୍ଟ ଗେମ-୨୦୧୯’ର ‘ୟୁଜର୍ସ ଚଏସ୍‌ ଗେମ୍‌’ କ୍ୟାଟେଗୋରୀରେ ଚୟନ...

ସୁଖବିନ୍ଦର ସୁଖୁ କରୋନା ପଜିଟିଭ, କ୍ୟାବିନେଟ ସମ୍ପ୍ରସାରଣ ହେବ ବିଳମ୍ବ…

ଶିମଲା,୧୯।୧୨ : ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ କରୋନା ପଜିଟିଭ ହୋଇଛନ୍ତି। ସୁଖୁଙ୍କ ନମୁନା ପରୀକ୍ଷା ରିପୋର୍ଟ ରବିବାର ସନ୍ଧ୍ୟାରେ ଆସିଛି। ସେ...

କଂଗ୍ରେସକୁ ବଡ଼ ଝଟ୍‌କା: ୨ ବରିଷ୍ଠ ବିଧାୟକ ଭାଜପାରେ ସାମିଲ

ନୂଆଦିଲ୍ଲୀ,୧୭।୮: ହିମାଚଳ ପ୍ରଦେଶରେ କଂଗ୍ରେସକୁ ଏକ ବଡ଼ ଝଟ୍‌କା ଲାଗିଛି। ବୁଧବାର ଦୁଇ କଂଗ୍ରେସ ବିଧାୟକ ଭାଜପାରେ ଯୋଗ ଦେଇଛନ୍ତି। ଆଜି ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ଜୟ...

ଭାରତ-ଇସ୍ରାଏଲ ସମ୍ପର୍କ ହେବ ଆହୁରି ମଜଭୁତ

ନୂଆଦିଲ୍ଲୀ/ଜେରୁଜେଲମ,୮।୨: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ବୁଧବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫୋନରେ କଥା ହୋଇଛନ୍ତି। ଟୁଇଟ୍‌ ଯୋଗେ ସେ ଏନେଇ ସୂଚନା ଦେଇଛନ୍ତି। ସେ...

କଂଗ୍ରେସକୁ ବଡ଼ ଝଟ୍‌କା: ପ୍ରିୟଙ୍କାଙ୍କ ଆଉ ଜଣେ ପୋଷ୍ଟର ଗର୍ଲ ଭାଜପାରେ ସାମିଲ

ଲକ୍ଷ୍ନୌ,୧୨।୨: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ କଂଗ୍ରେସକୁ ଏକ ବଡ଼ ଝଟ୍‌କା ଲାଗିଛି। ପ୍ରିୟଙ୍କାଙ୍କ ଆଉ ଜଣେ ପୋଷ୍ଟର ଗର୍ଲ ଭାଜପାରେ ସାମିଲ...

ତେଜ ପ୍ରତାପ ଖୋଲିବେ ‘ଲାଲୁ ପାଠଶାଳା’

ପାଟନା,୧୮ ।୫: ଆର୍‌ଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ବଡ ପୁଅ ତଥା ବିଧାୟକ ତେଜ ପ୍ରତାପ ଯାଦବ ‘ଲାଲୁ ପାଠଶାଳା’ ଖୋଲିବାକୁ ଯାଉଛନ୍ତି ।...

ସେନା ଅଧିକାରୀ ଭୂମିକାରେ ଆୟୁଷ

ମୁମ୍ବାଇ: ‘ଲଭ୍‌ ୟାତ୍ରୀ’ରେ ଡେବ୍ୟୁ କରିଥିବା ଅଭିନେତା ଆୟୁଷ ଶର୍ମା ‘କ୍ୱଥା’ରେ ସେନା ଅଧିକାରୀ ଭୂମିକାରେ ଅଭିନୟ କରିବେ। ଏହି ଆକ୍ସନ-ଡ୍ରାମା ଫିଲ୍ମରେ ଅଭିନୟ ଲାଗି...

Advertisement
Archives

Model This Week